Yearly Archives

2024

ବିଶ୍ୱ ମଧୁମେହ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ମଧୁମେହର ପ୍ରାଦୁର୍ଭାବ ଏବଂ ଏହାର ପ୍ରଭାବକୁ ଆଲୋକିତ କରିବା ଏବଂ ମଧୁମେହର ପ୍ରତିଷେଧକ ଉପଦେଶ ବିଷୟରେ ଲୋକଙ୍କୁ ଶିକ୍ଷା ଦେବା ପାଇଁ 'ବିଶ୍ୱ ମଧୁମେହ ଦିବସ' ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟସେବା କାର୍ଯ୍ୟକ୍ରମ । ମଧୁମେହ ସଚେତନତା ଅଭିଯାନ
Read More...

ନାତୁଣୀକୁ ଦୁଷ୍କର୍ମ ଉଦ୍ୟମ କରିବା ଅଭିଯୋଗରେ ଅଜା ଗିରଫ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ବାଞ୍ଜିପାଲି ଗାଁରେ ପୁଣି ଏକ ଲଜ୍ୟାଜନକ ଘଟଣା ଦେଖିବାକୁ ମିଳିଛି । ସଂପର୍କୀୟ ନାତୁଣୀ ଅଜା ବୀର କୁମ୍ଭାରଙ୍କ ନାଁରେ ଆଗଲପୁର- ଥାନାରେ ଲିଖିତ ଅଭିଯୋଗ କରିଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁସାରେ ସକାଳୁ
Read More...

ପ୍ରେମରେ ପ୍ରତାରଣା : ଯୁବତୀଙ୍କୁ ଅନ୍ତସତ୍ତ୍ୱା କରି ଫେରାର୍‌ ଯୁବକ ତେଲେଙ୍ଗାନାରୁ ଗିରଫ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବିବାହର ପ୍ରତିଶୃତି ଦେଇ ଜଣେ ଯୁବତୀ ସହ ଶାରିରୀକ ସମ୍ପର୍କ ରଖି ଅନ୍ତସତ୍ତ୍ୱା କରି ଯୁବକ ଜଣକ ଅନ୍ୟ ଏକ ଝିଅକୁ ଧରି ଫେରାର୍‌ ହୋଇଥିବା ବେଳେ ଖପ୍ରାଖୋଲ ପୋଲିସ ସୁଦୂର ତେଲେଙ୍ଗାନା ରାଜ୍ୟ ହାଇଦ୍ରାବାଦ ନିକଟସ୍ଥ ଅଞ୍ଚଳରୁ ଅଭିଯୁକ୍ତକୁ ଗିରଫ କରିବାରେ ସଫଳ
Read More...

ଉତ୍କଳ ସାଂସ୍କୃତିକ ପରିଷଦର ୩୪ତମ ବୋଇତ ବନ୍ଦାଣ ଉତ୍ସବର ପ୍ରଥମ ଦିବସ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ଉତ୍କଳ ସାଂସ୍କୃତିକ ପରିଷଦର ୩୪ତମ ଦ୍ୱିଦିବସୀୟ ବୋଇତ ବନ୍ଦାଣ ଉତ୍ସବ ପ୍ରଥମ ଦିବସରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ଉଦ୍‌ଘାଟକ ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ଅନୁଷ୍ଠାନର ଅଧ୍ୟକ୍ଷ ସୁନୀଲ
Read More...

ଜନଜାତିୟ ଗୌରବ ଦିବସ ଅବସରରେ ନଭେମ୍ବର ୧୫ରେ ବିହାର ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ପାଳନ ଆରମ୍ଭ ହୋଇଛି୬୬୪୦ କୋଟି ରୁ ଅଧିକ ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀଆଦିବାସୀ ସମ୍ପ୍ରଦାୟର ସମୃଦ୍ଧ ଇତିହାସ ଏବଂ ଐତିହ୍ୟର ସଂରକ୍ଷଣ ପାଇଁ ପ୍ରଧାନମନ୍ତ୍ରୀ ଦୁଇଟି ଆଦିବାସୀ
Read More...

ଜରାସିଂହା ଶାଶ୍ଵତ ଡିଗ୍ରୀ କଲେଜରେ ଯୁବ ରେଡ୍‌କ୍ରସ୍‌ ପ୍ରବେଶ ଉତ୍ସବ ପାଳିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅନ୍ତର୍ଗତ ଜରାସିଂହା ସ୍ଥିତ ଶାଶ୍ଵତ ଡିଗ୍ରୀ ମହାବିଦ୍ୟାଳୟରେ ଅଧ୍ୟକ୍ଷ ପୁରୁଷୋତ୍ତମ ମେହେରଙ୍କ ସଭାପତିତ୍ୱରେ ଯୁବ ରେଡ୍‌କ୍ରସ୍‌ର ପ୍ରବେଶ ଉତ୍ସବ ପାଳିତ ହୋଇଯାଇଛି । କାଉନସିଲର୍‌ ଶ୍ରୀନିବାସ ଗଡତ୍ୟାଙ୍କ ସଂଯୋଜନାରେ ବରିଷ୍ଠ ଓଡ଼ିଆ
Read More...

ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ବୁଧବାର ଉଦ୍‌ଯାପିତ ହୋଇଯାଇଛି । ମଙ୍ଗଳବାର ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପାଇକମାଲ ବ୍ଲକ ଏବିଓ ରାଧେଶ୍ୟାମ ମେହେର ଯୋଗଦେଇ ବାର୍ଷିକ କ୍ରୀଡାକୁ ଉଦ୍‌ଘାଟନ କରିଥିଲେ ।
Read More...

ଗୋଦାବରୀଶ ସାଂସ୍କୃତିକ କଳା ପରିଷଦର ବୋଇତ ବନ୍ଦାଣ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୫ ସ୍ଥିତ ଗୋଦାବରୀଶ ସାଂସ୍କୃତିକ କଳା ପରିଷଦ ତରଫରୁ କମ୍ୟୁନିଟି ସେଣ୍ଟର୍ ଠାରେ ତୃତୀୟ ବୋଇତ ବନ୍ଦାଣ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ପରିଷଦର ସଭାପତି ଗୋପାଳ ସ୍ୱାଇଁଙ୍କ ଆବାହକତ୍ଵ ଓ ଉପଦେଷ୍ଟା ସୁଶାନ୍ତ କୁମାର ପ୍ରଧାନଙ୍କ
Read More...

ହଳଦୀ ଗ୍ରାହକ ସେବାକେନ୍ଦ୍ର ପରିଚାଳକ ଭାଇଭଉଣୀଙ୍କୁ ମରଣାନ୍ତକ ଆକ୍ରମଣ କରି ଦୁର୍ବୃତ୍ତଙ୍କ ୭ ଲକ୍ଷ ୩୦ ହଜାରରୁ ଅଧିକ…

୩ ଅଭିଯୁକ୍ତ ଗିରଫ ପରେ କୋର୍ଟ ଚାଲାଣଲୁଟ୍ ଟଙ୍କା ସହ ବିଭିନ୍ନ ସାମଗ୍ରୀ ଉଦ୍ଧାର୨ ମୁଖ୍ୟ ମାଷ୍ଟର ମାଇଣ୍ଡ ଫେରାର୍‌ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ହଳଦୀ ବଜାର ଛକରେ ଏସ୍‌ବିଆଇ ଗ୍ରାହକ ସେବାକେନ୍ଦ୍ର ଦେଇଥିବା ପାଖ ପଟାମରା ଗ୍ରାମର ଲଲିତ
Read More...

ପଦ୍ମପୁର ପ୍ରିଣ୍ଟ ମିଡିଆ ସଂଘ ଗଠିତ : ସଭାପତି ଭାବରେ କିରଟି ସାହୁ ଓ ସମ୍ପାଦକ ଭାବେ ଡିଲେଶ୍ୱର ବାଗ ଚୟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ଉଦୟନାଥ ଭବନ ଠାରେ ପଦ୍ମପୁର ସାମ୍ବାଦିକ ସଂଘର ଏକ ବୈଠକ ବରିଷ୍ଠ ସାମ୍ବାଦିକ ଲାଲ ବିହାରି ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ସଂଘର କାର୍ଯ୍ୟକାରିଣୀ କମିଟିରେ ସର୍ବ ସମ୍ମତି କ୍ରମେ କିରଟି ସାହୁ ସଭାପତି, ଡିଲେଶ୍ଵର
Read More...