ସମ୍ବଲପୁର ରେଳମଣ୍ଡଳ ପକ୍ଷରୁ ବଲାଙ୍ଗିର ରେଳ ଷ୍ଟେସନରେ ମିଳିତ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ
ସମ୍ବଲପୁର, (କେପିଏନ୍ଏସ୍) : ପୂର୍ବତଟ ରେଳପଥ ସମ୍ବଲପୁର ରେଳମଣ୍ଡଳ ପକ୍ଷରୁ ୧୩ ନଭେମ୍ବର ୨୦୨୪ରେ ବଲାଙ୍ଗିର ରେଳଷ୍ଟେସନରେ ଏକ ପୂର୍ଣ୍ଣ ମାପର ମିଳିତ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ଆୟୋଜନ କରାଯାଇଥିଲା । ଏହି ଅଭ୍ୟାସ ଅବସରରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ବଳ (ଏନ୍ଡିଆର୍ଏଫ୍),!-->…
Read More...
Read More...