Yearly Archives

2024

ପ୍ରାଚୀନ ନୌବାଣିଜ୍ୟର ସ୍ମୁତି ଗୋପାଳପୁରରେ ହେବ ବୋଇତ ବନ୍ଦାଣ ଉତ୍ସବ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରାଚୀନ କଳିଙ୍ଗର ନୌଚାଳନା ଓ ନୌବାଣିଜ୍ୟର ପରମ୍ପରା ଗଞ୍ଜାମ ଜିଲ୍ଲା ଏକ ଗୌରବମୟ ଗାଥା ବହନ କରିଆସିଛି । ଯାହାର ଅଧ୍ୟାୟ ଭାରତ ଇତିହାସରେ ଲିପିବଦ୍ଧ ହୋଇଛି । ବହୁ ନଦନଦୀ, ସମୁଦ୍ର ଦେଇ କଳିଙ୍ଗର ଉପକୂଳ ଅଞ୍ଚଳ ନୌଚାଳନ ପାଇଁ ବିଶେଷ ଅନୁକୂଳ
Read More...

ଆଳୁ ସଙ୍କଟ ଦୂର କରିବା ପାଇଁ ସଇଁତଲାରେ ଚାଷୀଙ୍କୁ ବିହନ ବଣ୍ଟନ

ସଇଁତଲା, (ଲକ୍ଷ୍ମୀକାନ୍ତ ସାହୁ) : ରାଜ୍ୟରେ ଆଳୁ ସଙ୍କଟ ଦୂର କରିବାକୁ ଚଳିତ ବର୍ଷ ରାଜ୍ୟ ସରକାର ପ୍ରୟାସ ଆରମ୍ଭ କରିଛନ୍ତି । ଆଜି ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀ ସଇଁତଲା ବ୍ଲକ ଉଦ୍ୟାନ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଅତିରିକ୍ତ କୃଷି ଅଧିକାରୀ ଲଲାଟ କିଶୋରୀ ବାଗଙ୍କ ଉପସ୍ଥିତରେ ଆଳୁ ବିହନ
Read More...

ଝାରବନ୍ଧ ବଡ଼ବନ୍ଧର ଉଚ୍ଚସ୍ତରୀୟ ତଦନ୍ତ ଦାବିରେ ବ୍ଲକ ସମ୍ମୁଖରେ ଆମରଣ ଅନଶନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସରକାର ଜନସାଧାରଣଙ୍କ ପାଇଁ ଅନେକ ଯୋଜନା କରୁଛନ୍ତି ଯାହା ଜାଣି ଲୋକେ ଆନନ୍ଦିତ ହୋଇଥାନ୍ତି । ଯାହା ହେଉ ଦୀର୍ଘ ଦିନରୁ ଲାଗି ରହି ଥିବା ସମସ୍ୟାର ସମାଧାନ ହୋଇ ଲୋକେ ଉପକୃତ ହେବେ ବୋଲି ନୂତନ ଆଶା ସଂଚାର ହୋଇଥାଏ । ହେଲେ କେତେକ ଦୁର୍ନୀତି ଖୋର
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଜାତୀୟ ଶିକ୍ଷା ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଶିକ୍ଷା ବିଭାଗ ଦ୍ଵାରା ସ୍ଵାଧୀନ ଭାରତର ପ୍ରଥମ ଶିକ୍ଷାମନ୍ତ୍ରୀ ମଉଳନା ଅବୁଲ୍ କାଲାମ ଆଜାଦଙ୍କର ଜନ୍ମ ଦିବସ ଅବସରରେ ଜାତୀୟ ଶିକ୍ଷା ଦିବସ ପାଳନ
Read More...

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ
Read More...

କଣ୍ଟାବାଞ୍ଜି ବଲାଙ୍ଗିର ୨୬ ନମ୍ବର ରାସ୍ତାରୋକ କଲେ ସଲଣ୍ଡି ଗ୍ରାମବାସୀ

ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା ବେଲପଡା ଥାନା ଅନ୍ତର୍ଗତ ସଲଣ୍ଡି ଗାଁର ଜ୍ଞାନପ୍ରକାଶ ବେହେରା(୨୭)ଙ୍କ ଆତ୍ମହତ୍ୟା ଘଟଣା ଉପରେ ପରିବାର ଲୋକେ ଆଜି ସକାଳୁ ରାସ୍ତା ଜାମ କରିଥିଲେ । ସୂଚନା ଅନୁସାରେ ଗତ ମାସ୧୪ ତାରିଖରେ ଜ୍ଞାନପ୍ରକାଶ ବେହେରା ନିଖୋଜ ଥିବା ହେତୁ ପରିବାର
Read More...

ଭବାନୀପାଟଣା ବିକାଶ ଗ୍ରୁପ ଅଫ୍‌ ଇନ୍‌ଷ୍ଟିଚ୍ୟୁସନ୍‌ର ବାର୍ଷିକ ଉତ୍ସବ ହାରବେଷ୍ଟ ୨୦୨୪ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ବିକାଶ ଗ୍ରୁପ ଅଫ୍‌ ଇନ୍‌ଷ୍ଟିଚ୍ୟୁସନ୍‌ର ବାର୍ଷିକ ଉତ୍ସବ ହାରବେଷ୍ଟ ୨୦୨୪ ଅନୁଷ୍ଠିତ ହୋଇଯାଇଛି । ଏହି ବାର୍ଷିକ ଉତ୍ସବରେ କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୂର୍ବର କଳାହାଣ୍ଡି ଏବଂ
Read More...

ଗୁଡଭେଲା ଶାଖା ତରଫରୁ ସମ୍ବାଦ ସାହିତ୍ୟ ଘରର ତ୍ରୟୋଦଶ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ ଶାଖା ଆନୁକୂଲ୍ୟରେ ସମ୍ବାଦ ସାହିତ୍ୟ ଘରର ତ୍ରୟୋଦଶ ପ୍ରତିଷ୍ଠା ଦିବସ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ସଭାପତି ଶ୍ୟାମସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଓ ସଂପାଦକ ଆଶୁକବି
Read More...

କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମିତି ‘‘ରାଜ୍ୟଗୁଡ଼ିକରେ ଅଗ୍ନିଶମ ସେବାର…

ଓଡ଼ିଶା ପାଇଁ ୨୦୧.୧୦ କୋଟି ଟଙ୍କା, ଛତିଶଗଡ଼ ଲାଗି ୧୪୭.୭୬ କୋଟି ଟଙ୍କା ଏବଂ ପଶ୍ଚିମବଙ୍ଗ ପାଇଁ ୩୭୬.୭୬ କୋଟି ଟଙ୍କା ମଞ୍ଜୁର କଲା ସମିତିପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିପର୍ଯ୍ୟୟ ପ୍ରଶମନ ଲାଗି ସକ୍ଷମ ଭାରତ ନିର୍ମାଣ ଲକ୍ଷ୍ୟକୁ ପୂରଣ କରିବା ଲାଗି ଗୃହ ମନ୍ତ୍ରୀ ଅମିତ ଶାହଙ୍କ
Read More...

ସୁରଟର ଜୈନ ବିଶ୍ୱଭାରତୀ ଅନୁଷ୍ଠାନର ସମାବର୍ତ୍ତନ ସମାରୋହରେ କେନ୍ଦ୍ରମନ୍ତ୍ରୀ

ଚରିତ୍ର ନିର୍ମାଣ ଓ ଦକ୍ଷତା ବୃଦ୍ଧି ଶିକ୍ଷାର ମୂଳ ଉଦ୍ଦେଶ୍ୟ - ଧର୍ମେନ୍ଦ୍ର ପ୍ରଧାନପରମ ପୂଜ୍ୟ ଆଚାର୍ଯ୍ୟ ମହାଶ୍ରମଣଜୀଙ୍କ ଆଶୀର୍ବାଦ ଦେଲେ କେନ୍ଦ୍ରମନ୍ତ୍ରୀବିଶ୍ୱଭାରତୀ ଇନଷ୍ଟିଚ୍ୟୁଟ୍ ଅନୁଭୂତିମୂଳକ ଶିକ୍ଷାର ବୃହତ ପ୍ରୟୋଗଶାଳାପ୍ରଧାନମନ୍ତ୍ରୀ ପ୍ରାକୃତ ଭାଷାକୁ ଶାସ୍ତ୍ରୀୟ ଭାଷାର
Read More...