Yearly Archives

2024

ଦେଓଗାଁ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ବଡ଼ବାହାଲ ହାଇସ୍କୁଲରେ ସୋମବାର ଦେଓଗାଁ ବ୍ଲକସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ୨୦୨୪ ଉଦ୍‌ଯାପିତ ହୋଇଯାଇଛି । ବିଆର୍‌ସିସି ଅଜିତ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ବ୍ଲକ
Read More...

ଖଇରା ପଞ୍ଚାୟତରେ ଅଭିଯୋଗ ଶୁଣାଣି ଶିବିର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଖଇରା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଗ୍ରାମପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଖଇରା ଗ୍ରାମପଞ୍ଚାୟତ ସରପଞ୍ଚ ବବିତା ବାଗଙ୍କ ସଭାପତିତ୍ୱରେ ବଙ୍ଗୋମୁଣ୍ଡା
Read More...

୩୮ତମ ବଙ୍ଗୋମୁଣ୍ଡା ଧନୁଯାତ୍ରା ପାଇଁ ମଶାଲ ଶୋଭାଯାତ୍ରା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ସ୍ଥିତ ସର୍ବସାଧାରଣ ଖେଳପଡ଼ିଆ ଠାରେ ୩୮ତମ ଧନୁଯାତ୍ରା ମହୋତ୍ସବ ପାଇଁ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଗ୍ରାମର ଇଷ୍ଟଦେବୀ ମାଁ ଦ୍ୱାରସେହ୍ନିଙ୍କ ପୀଠରେ ପୂଜାର୍ଚ୍ଚନା ପରେ ବିଶାଳ
Read More...

ସୁରଭି ଗୋସେବା ଧାମରେ ଗୋପାଷ୍ଟମୀ ଉତ୍ସବ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସୁରଭି ଗୋସେବା ଧାମ ବିଛୁପାଲି ଠାରେ ଗତ କାଲି ଗୋପାଷ୍ଟମୀ ଉତ୍ସବ ପାଳନ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥିଭାବେ ବିଜେପି ନେତା ଗୋପାଳଜି ପାଣିଗ୍ରାହୀ, ମୁଖ୍ୟବକ୍ତା ସିଦ୍ଧେଶ୍ୱର ମିଶ୍ର, ସୌମେନ୍ଦ୍ର ମିଶ୍ର, ଶ୍ରୀ ସୁରଭି ଗୋସେବା ଧାମର ସଭାପତି ରାମ ଚନ୍ଦ୍ର
Read More...

ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆଇନ ସଚେତନତା ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆଇନ ସଚେତନତା ଶିବିର ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ ଅନୁସାରେ ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ଅଧ୍ୟକ୍ଷ ଡକ୍ଟର ପବିତ୍ର ମୋହନ ସାମଲଙ୍କ ତତ୍ତ୍ୱାବଧାନରେ ଓଡିଶା ଆଦର୍ଶ ବିଦ୍ୟାଳୟ,
Read More...

ବକବାହାଲ ବିଦ୍ୟାଳୟରେ ତିଥି ଭୋଜନର ଶୁଭାରମ୍ଭ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଲକ ଅନ୍ତର୍ଗତ ବଗବାହାଲ ପ୍ରାଥମିକ ବିଦ୍ୟାଳୟରେ କାର୍ତ୍ତିକମାସ ଶୁକ୍ଳ ପକ୍ଷ ଦଶମୀ ଶେଷ ସୋମବାର ଦିନ ତିଥି ଭୋଜନର ଶୁଭାରମ୍ଭ ହୋଇଥିଲା । ତୁରେକେଲା ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ବିଦ୍ୟାଳୟର
Read More...

କେନ୍ଦୁପତ୍ର କଲ୍ୟାଣ ଟ୍ରଷ୍ଟ ପାଣ୍ଠି ତରଫରୁ ୬୨ ଜଣଙ୍କୁ ମୃତ୍ୟୁକାଳୀନ ସହାୟତା ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ନୃସିଂହନାଥ କେନ୍ଦୁପତ୍ର କେନ୍ଦ୍ରୀୟ ଗୋଦାମ ପରିସରରେ ସୋମବାର କେନ୍ଦୁପତ୍ର କର୍ମଚାରୀ ସଂଘ ତରଫରୁ ଏକ ବୈଠକ ଡ଼ିଭିଜନ ସଂପାଦକ କୋକିଳ ସାହୁ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବରଗଡ଼ ସାଂସଦ ପ୍ରଦୀପ
Read More...

ସୁବର୍ଣ୍ଣରେଖାର ବାର୍ଷିକ କ୍ରୀଡା ଦିବସ ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ସୁବର୍ଣ୍ଣରେଖାର ବାର୍ଷିକ କ୍ରୀଡା ଦିବସ ଉଦ୍‌ଯାପିତ ହୋଇଯାଇଛି । ବିଭିନ୍ନ କ୍ରୀଡା ମାଧ୍ୟମରେ ପିଲାଙ୍କ ମଧ୍ୟରେ ଚିତ୍ରକଳା, ପାଣି ଗ୍ଲାସ୍‌ରେ କଏନ, ମହିଳା ମାନଙ୍କ ମଧ୍ୟରେ ଶଙ୍ଖ ବାଦନ, ମ୍ୟୁଜିକ
Read More...

ଟିଟିଲାଗଡ଼ ପ୍ରଭାବତୀ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ : ଯୋଗଦେଲେ ଟିଟିଲାଗଡ଼ ଉପଜିଲ୍ଲାପାଳ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଟିଟିଲାଗଡ଼ ପ୍ରଭାବତୀ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି । ଏହି ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଟିଟିଲାଗଡ଼ ଉପଜିଲ୍ଲାପାଳ ରେହାନ୍ ଖତ୍ରି, ସମ୍ମାନିତ ଅତିଥି ଭାବେ
Read More...

ଆମ୍ ଆଦମୀ ପାର୍ଟି ତରଫରୁ ଛତ୍ରପୁର ଠାରେ ସାଂଗଠନିକ ବୈଠକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆମ୍ ଆଦମୀ ପାର୍ଟି ତରଫରୁ ଛତ୍ରପୁର ଠାରେ ଏକ ସାଂଗଠନିକ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ସଭାପତି ସୁବାଷ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଦଳୀୟ ସଂଗଠନକୁ ମଜବୁତ୍ କରିବା ଲାଗି ଆପ୍ରାଣ ଉଦ୍ୟମ ଜାରୀ ରଖି
Read More...