Yearly Archives

2024

ଧର୍ମପ୍ରାଣା ଦ୍ରୌପଦୀ ସାହୁଙ୍କ ପରଲୋକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଗୋପାଳଜୀ ରୋଡ୍‌ ନିବାସୀ ସ୍ୱର୍ଗତ ଭରତ ଚନ୍ଦ୍ର ସାହୁଙ୍କ ସହଧର୍ମିଣୀ ଦ୍ରୌପଦୀ ସାହୁ (୮୭)ଙ୍କ ଶୁକ୍ରବାର ସକାଳ ସାଢ଼େ ୯ଟା ସମୟରେ ପରଲୋକ ହୋଇଛି । ଜଣେ ଧର୍ମପ୍ରାଣା, ମିଷ୍ଟାଭାଷୀ ଓ ମେଳାପୀ ମହିଳା ଭାବେ ସେ ପରିଚିତ ଥିଲେ । ସେ କିଛିଦିନ ହେଲା
Read More...

ଗଞ୍ଜାମ ସରସ୍ୱତୀ ଶିଶୁବିଦ୍ୟା ମନ୍ଦିର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଘାଟିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଘାଟିତ ହୋଇଯାଇଛି । ଶିଶୁ ବିଦ୍ୟା ମନ୍ଦିରର ପରିଚାଳନା କମିଟିର ସଭାପତି ବିନୋଦ ଚନ୍ଦ୍ର ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଗ୍ରାସୀମ ଇଣ୍ଡୋଷ୍ଟିଜର
Read More...

ଗୁଡଭେଲା ବ୍ଲକ୍‌ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ୨୦୨୪ ସରକାରୀ ଉଚ୍ଚ ବିଦ୍ୟାଳୟ ଜାମୁଟ ଠାରେ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଗୁଡଭେଲା ବ୍ଲକସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ୨୦୨୪ ସରକାରୀ ଉଚ୍ଚ ବିଦ୍ୟାଳୟ ଜାମୁଟ ଠାରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉପେନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ସଭାରେ
Read More...

ଫୁଲୁକିମୁଣ୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଫୁଲୁକିମୁଣ୍ଡା ପଞ୍ଚାୟତ ଉଚ୍ଚବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଗୋପାଳଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଖପ୍ରାଖୋଲ ବିଡ଼ିଓ ବିବେକାନନ୍ଦ ଷଢଙ୍ଗୀ ମୁଖ୍ୟଅତିଥି
Read More...

କ୍ଷୁଦ୍ର କୋଶଳି ସିନେମା ‘ଆମେ ବିଶ୍ୱର ଏକ ପରିବାର’ ଲୋକାର୍ପିତ

ସିନାପାଲି, (କେପିଏନ୍‌ଏସ୍‌) : କୋଶଳୀ କ୍ଷୁଦ୍ର ନାଟକ 'ଆମେ ବିଶ୍ୱର ଏକ ପରିବାର'ର ସିନେମାକରଣ ପରେ ନୂଆପଡ଼ା ଜିଲ୍ଲା ସିନାପାଲି ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଲୋକାର୍ପିତ ହୋଇଯାଇଛି । ଯୁବ ନାଟ୍ୟକାର ଭୀଷ୍ମରାଜ ମେହେରଙ୍କ ଲିଖିତ, ଅଭିନୀତ ଓ ନିର୍ଦ୍ଦେଶିତ ଏହି କ୍ଷୁଦ୍ର ସିନେମାରେ ନରହରି
Read More...

କଳାହାଣ୍ଡି ଜିଲ୍ଲାରୁ ୬୦ ଲକ୍ଷ ଧାନ କ୍ରୟ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରିଛି ଯୋଗାଣ ବିଭାଗ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦ୍‌ଭାବନା ସଭାଗୃହଠାରେ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ, ଭବାନୀପାଟନା
Read More...

ଆସନ୍ତା ୧୧ରେ ଆନ୍ତର୍ଜାତୀୟ ବକ୍ତା ସିଷ୍ଟର ଶିବାନୀଙ୍କ ପାଇଁ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ବାସନ୍ତୀ କଲୋନୀ ସ୍ଥିତ ବ୍ରହ୍ମାକୁମାରୀ କେନ୍ଦ୍ରରେ ସଂସ୍ଥାର ନିର୍ଦ୍ଦେଶିକା ରାଜଯୋଗିନୀ ବିମଳା ଦିଦିଙ୍କ ଅଧ୍ୟକ୍ଷତାରେ ଏକ ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସେ ସାମ୍ବାଦିକଙ୍କୁ ସୂଚନା ପ୍ରଦାନ କରି କହିଲେ ଯେ, ଆନ୍ତର୍ଜାତୀୟ ଖ୍ୟାତନାମା
Read More...

ବୈଜ୍ଞାନିକ ମନୋଭାବ ବିକାଶର ମାଧ୍ୟମ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଓ ବାଳ ବୈଜ୍ଞାନିକ ପ୍ରଦର୍ଶନୀ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକର ବାଲୁଙ୍କେଶ୍ୱର ଆଦିବାସୀ ଉଚ୍ଚ ବିଦ୍ୟାଳୟ ସର୍ଗୁଲରେ ଡୁଙ୍ଗୁରିପାଲି ବ୍ଲକସ୍ତରୀୟ ବିଜ୍ଞାନ ମେଳା ଓ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଉତ୍ସବକୁ ଡୁଙ୍ଗୁରିପାଲି ବ୍ଲକ ଉନ୍ନୟନ ଅଧିକାରୀ
Read More...

ମରୁଡି ଘୋଷଣା ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକରେ ଚଳିତ ବର୍ଷ ଅନାବୃଷ୍ଟି କାରଣରୁ ବ୍ଲକର ୨୨ ପଞ୍ଚାୟତ ମଧ୍ୟରୁ ଅନେକ ପଞ୍ଚାୟତରେ ମରୁଡି ପରିସ୍ଥିତି ସୃଷ୍ଟି ହୋଇଛି । ଏହାସହ ଏହି ଅଞ୍ଚଳରେ ବ୍ୟାପକ ଭାବେ ଚକଡ଼ା ପୋକ ଓ ରୋଗ ପ୍ରାଦୁର୍ଭାବରେ ଚାଷୀଙ୍କ ବ୍ୟାପକ
Read More...

ଗାନ୍ଧୀ ଷ୍ଟାଡିୟମରେ ସି.କେ. ନାୟୁଡୁ କ୍ରିକେଟ୍‌ ଟ୍ରଫି ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା କ୍ରିକେଟ୍‌ ଏସୋସିଏସନ୍‌ ଓ ଜିଲ୍ଲା କ୍ରିଡା ସଂସଦର ମିଳିତ ଆନୁକୂଲ୍ୟରେ କର୍ଣ୍ଣେଲ ସି.କେ. ନାୟୁଡୁ କ୍ରିକେଟ୍‌ ଟ୍ରଫି ପ୍ରତିଯୋଗୀତା ଓଡିଶା ଏବଂ କର୍ଣ୍ଣାଟକ ମଧ୍ୟରେ ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଯାଇଛି । ମୁଖ୍ୟଅତିଥି ଭାବରେ
Read More...