Yearly Archives

2024

ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ବଲାଙ୍ଗିର ଜିଲ୍ଲା ଗସ୍ତ : ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କଲେ ସମୀକ୍ଷା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ସଚିନ ରାମଚନ୍ଦ୍ର ଯାଦବ ଦିନିକିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା, ବିଭିନ୍ନ ବିଭାଗର କାର୍ଯ୍ୟର ତଦାରଖ ଓ କ୍ଷେତ୍ର ପରିଦର୍ଶନ କରିଛନ୍ତି । ଏହି ଅବସରରେ ସେ
Read More...

ମୁରିବାହାଲ ବ୍ଲକ ବିକାଶ ମଞ୍ଚ ପକ୍ଷରୁ ନୂତନ ବିଡ଼ିଓଙ୍କୁ ସୌଜନ୍ୟମୂଳକ ସ୍ୱାଗତ ସମ୍ବର୍ଦ୍ଧନା ଓ ଆଲୋଚନା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ନୂତନ ବିଡ଼ିଓ ରୂପେ ଯୋଗଦେଇଥିବା ଶ୍ରୀମତୀ ବାସନ୍ତୀ ସେଠୀଙ୍କୁ ବୁଧବାର ବ୍ଲକର ଅଗ୍ରଣୀ ସଂଗଠନ ମୁରିବାହାଲ ବ୍ଲକ ବିକାଶ ମଞ୍ଚ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇବା ସହ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା
Read More...

କଣ୍ଟାବାଞ୍ଜି ବଙ୍ଗୋମୁଣ୍ଡା ରେଲୱେ ଫାଟକ ମଝିରେ ଫସିଲା ଟ୍ରକ୍‌ : ଦୀର୍ଘ ସମୟ ଯାତାୟାତ ବାଧାପ୍ରାପ୍ତ

ତୁରେକେଲା, (ପିତାମ୍ବର ଦୀପ) : କଣ୍ଟାବାଞ୍ଜି ବଙ୍ଗୋମୁଣ୍ଡା ଯିବା ରାସ୍ତାରେ ଥିବା ରେଲୱେ ଫାଟକ ପାଖରେ ଦୈନନ୍ଦିନ ଟ୍ରାଫିକ ଜାମ ଦେଖିବାକୁ ମିଳି ଥାଏ । ଏହି ସ୍ଥାନ ଗୋଟେ ପଟେ ଗଡାଣିଆ ଓ ଅନ୍ୟ ପଟେ ଖାଲ ଥିବାରୁ ଅନେକ ସମୟରେ ଦୁର୍ଘଟଣା ମଧ୍ୟ ଦେଖିବାକୁ ମିଳିଛି । ତେବେ ବୁଧବାର ଦିନ ଏକ
Read More...

ହିଆଲ ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ମେଳା ଅନୁଷ୍ଠିତ

କଣ୍ଟାବାଞ୍ଜି, (ପିତାମ୍ବର ଦୀପ) : ତୁରେକେଲା ବ୍ଲକ ଅନ୍ତର୍ଗତ ହିଆଲ ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଆଜିର ଶିଶୁ ଭବିଷ୍ୟତର ବୈଜ୍ଞାନିକକୁ ମୂଳଲକ୍ଷ୍ୟ ଭାବି ବିଦ୍ୟାଳୟର ଛାତ୍ରଛାତ୍ରୀ ବିଜ୍ଞାନ ମେଳାରେ ୨୧ ଗୋଟି ପ୍ରକଳ୍ପ ପ୍ରଦର୍ଶନ
Read More...

ଆନ୍ତର୍ଜାତୀୟ ପ୍ରୋସ୍ଥେଟିକ୍ସ ଏବଂ ଅର୍ଥୋଟିକ୍ସ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଶାସ୍ତ୍ରୀନଗର ସ୍ତିତ ଭାରତ ସରକାରଙ୍କର ଦକ୍ଷତା ବିକାଶ ପୁନର୍ବାସ ଏବଂ ଭିର୍ଣ୍ଣକ୍ଷମ ସଶକ୍ତି କରଣ ବିଭାଗ ଅଧିନସ୍ଥ ସଂଯୁକ୍ତ ଆଞ୍ଚଳିକ କେନ୍ଦ୍ର (ସିଆରସି) ବଲାଙ୍ଗିର ଠାରେ ଆନ୍ତର୍ଜାତୀୟ ପ୍ରୋସ୍ଥେଟିକ୍ସ ଏବଂ ଅର୍ଥୋଟିକ୍ସ ଦିବସ ପାଳିତ ହୋଇଯାଇଛି
Read More...

ପୁଅ ମୃତ୍ୟୁର କେଇ ଘଣ୍ଟା ପରେ ମାଁର ମରଣ

ଲୋଇସିଂହା, (କେପିଏନ୍‌ଏସ୍‌) : ପୁଅ ମୃତ୍ୟୁର କେଇ ଘଣ୍ଟା ପରେ ମାଁର ମରଣ ହେବା ଓ ଗୋଟିଏ ଜୁଇରେ ଉଭୟ ମାଁ ଓ ପୁଅଙ୍କ ଶବ ସତ୍କାର କରାଯିବା ଭଳି ଦୁଃଖଦ ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ସଦର ଥାନା ଅନ୍ତର୍ଗତ ଲୁଚକିବାହାଲ ଗ୍ରାମରେ । ଲୋଇସିଂହା ବ୍ଲକ ଝାରମୁଣ୍ଡା ପଞ୍ଚାୟତ ଲୁଚକିବାହାଲ
Read More...

କଣ୍ଟାବାଞ୍ଜିରେ ଜଳ ଉତ୍ସବ ହେଲା ବନ୍ଦ : ୱାର୍ଡ ସଭ୍ୟଙ୍କୁ ଅଣଦେଖା ଅଭିଯୋଗ

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : କେନ୍ଦ୍ରୀୟ ନୀତି ଆୟୋଗ ଦ୍ୱାରା ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ କଣ୍ଟାବାଞ୍ଜି ସହର ଶିବ ବନ୍ଧ ଠାରେ କଣ୍ଟାବାଞ୍ଜି ଏନ୍‌ଏସି ତରଫରୁ ବୁଧବାର ଜଳ ଉତ୍ସବ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ଅତିରିକ୍ତ
Read More...

୨୦୨୪-୨୫ରେ ଭାରତୀୟ ଖାଦ୍ୟ ନିଗମରେ ୧୦,୭୦୦ କୋଟି ଟଙ୍କାର ଇକ୍ୱିଟି ନିବେଶକୁ କ୍ୟାବିନେଟ୍ ଅନୁମୋଦନ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ୨୦୨୪-୨୫ ଆର୍ଥିକ ବର୍ଷରେ ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ)ରେ କାର୍ଯ୍ୟଶୀଳ ପୁଞ୍ଜି ନିମନ୍ତେ ୧୦,୭୦୦ କୋଟି ଟଙ୍କାର ଇକ୍ୱିଟି ନିବେଶକୁ
Read More...

ଆସନ୍ତାକାଲି ଭୁବନେଶ୍ୱରରେ ହେବ ସ୍ୱତନ୍ତ୍ର ଡିଜିଟାଲ ଜୀବନ ପ୍ରମାଣପତ୍ର ଦାଖଲ ଶିବିର

ଚଳିତ ମାସ ଦେଶବ୍ୟାପୀ ୮୦୦ଟି ସ୍ଥାନରେ ଆୟୋଜନ କରାଯାଉଛି ଡିଏଲ୍‌ସି ୩.୦ ଅଭିଯାନପେନ୍‌ସନ୍‌ଭୋଗୀମାନେ ଆଣ୍ଡ୍ରଏଡ ସ୍ମାର୍ଟଫୋନରେ ଆଧାର ପ୍ରମାଣିକରଣ ମାଧ୍ୟମରେ ଜୀବନ ପ୍ରମାଣପତ୍ର ଦାଖଲ କରିପାରିବେ ନୂଆଦିଲ୍ଲୀ, (ପିଆଇବି) : ପେନ୍‌ସନ୍‌ ଏବଂ ପେନ୍‌ସନ୍‌ଭୋଗୀ କଲ୍ୟାଣ ବିଭାଗ
Read More...

ଆଇଏଫ୍‌ଏଫ୍‌ଆଇ ୨୦୨୪ରେ ଫିଲ୍ମ ବଜାର ପ୍ରଦର୍ଶନୀ କକ୍ଷରେ ୨୦୮ଟି ଫିଲ୍ମ ହେବ ପ୍ରଦର୍ଶିତ

ନୂଆଦିଲ୍ଲୀ, (ପିଆଇବି) : ୫୫ତମ ଭାରତୀୟ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍‌ଏଫ୍‌ଆଇ) ଚଳିତ ନଭେମ୍ବର ୨୦ରୁ ୨୮ ତାରିଖ ପର୍ଯ୍ୟନ୍ତ ଗୋଆରେ ଏକ ଭବ୍ୟ ସାଂସ୍କୃତିକ ପରିବେଶ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି । ଏଥିସହିତ ଫିଲ୍ମ ବଜାରର ଅଷ୍ଟାଦଶ ସଂସ୍କରଣ ମଧ୍ୟ ଚଳିତ ମାସ ୨୦ରୁ ୨୪ ତାରିଖ
Read More...