ଆସନ୍ତା ୯ ତାରିଖରେ ରାଜ୍ୟରେ କାଁ ଭାଁ ବର୍ଷା
ଭୁବନେଶ୍ୱର : ଆସନ୍ତା ୯ ତାରିଖ ଯାଏ ରାଜ୍ୟରେ କାଁ ଭାଁ ବର୍ଷା । ୫ରେ ଗଞ୍ଜାମ ଓ ପୁରୀର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ୬ରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା ଓ କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୭, ୮ ଓ ୯ ତାରିଖରେ ଗଞ୍ଜାମ,!-->…
Read More...
Read More...