Yearly Archives

2024

ଡେଲାଙ୍ଗ ହାଟ ଭେଣ୍ଡିଙ୍ଗ ଜୋନରେ ଭୟାବହ ଅଗ୍ନିକାଣ୍ଡ : ୫ ଲକ୍ଷରୁ ଉର୍ଦ୍ଧ୍ୱ ସମ୍ପତି ପୋଡି ପାଉଁଶ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ପରିବା ହାଟରେ ଭୟାବହ ଅଗ୍ନିକାଣ୍ଡ । ଲକ୍ଷାଧିକ ଟଙ୍କାର ପନିପରିବା ସହ ଅନ୍ୟାନ୍ୟ ସାମଗ୍ରୀ ଜଳିପୋଡି ନଷ୍ଟ ହୋଇଯାଇଛି । ଗତକାଲି ବିଳମ୍ବିତ ରାତିରେ ଡେଲାଙ୍ଗ ହାଟ ବଜାର ସ୍ଥିତ ଭେଣ୍ଡିଙ୍ଗ ଜୋନରେ ଭୟାବହ ଅଗ୍ନିକାଣ୍ଡ ଘଟି ୧୭ ଜଣ
Read More...

ଜିଲ୍ଲାସ୍ତରୀୟ ୧୭ ବର୍ଷରୁ କମ୍‌ ବିଦ୍ୟାଳୟ କ୍ରିକେଟ୍‌ ଚାମ୍ପିୟନ୍‌ସିପ୍‌ ଭଟଲି ଓ ପାଇକମାଲ ଫାଇନାଲରେ ପ୍ରବେଶ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛିନ୍ଦେଇକେଲା ସ୍ଥିତ ଚନ୍ଦ୍ରଶେଖର ଷ୍ଟାଡିୟମ୍‌ରେ ଅନୁଷ୍ଠିତ ହେଉଥିବା ବରଗଡ ଜିଲ୍ଲାସ୍ତରୀୟ ୧୭ ବର୍ଷରୁ କମ୍‌ ବିଦ୍ୟାଳୟ କ୍ରିକେଟ୍‌ ଚାମ୍ପିୟନ୍‌ସିପ୍‌ ଦ୍ଵିତୀୟ ଦିନରେ ପାଇକମାଲ ଗୋଷ୍ଠୀ ଶିକ୍ଷା ଅଧିକାରୀ ଚୂଡ଼ାମଣି
Read More...

ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କୁ ରାଜବୋଡ଼ାସମ୍ବର ବ୍ଲକ ଓଷ୍ଟା ତରଫରୁ ଦାବିପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବରିହାପାଲି ପ୍ରାଥମିକ ବିଦ୍ୟାଳୟର ଶତ ବାର୍ଷିକୀରେ ଯୋଗଦେବା ପାଇଁ ଆସିଥିବା ଅବସରରେ ପଦ୍ମପୁର ଡାକବଙ୍ଗଳା ଠାରେ ତାଙ୍କର କିଛି ସମୟର ରହଣୀ କାଳରେ ଅନେକ ସଂଘ ଓ ବ୍ୟକ୍ତିବିଶେଷ ତାଙ୍କୁ ଦେଖାକରି ନିଜ
Read More...

ବାଲିଗୁଡା ବ୍ଲକରେ ମହା ଦୁର୍ନୀତି ଘଟଣା : ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକରେ ହୋଇଥିବା ଦୁର୍ନୀତି ମାମଲାରେ ହେବ କାର୍ଯ୍ୟାନୁଷ୍ଠାନ । ରାଜ୍ୟ ସରକାର ଏହାକୁ ଗୁରୁତର ସହ ନେଇଛନ୍ତି । ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ କ'ଣ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ଏବଂ ସେମାନଙ୍କ ପାଖରୁ
Read More...

ରାଜନୀତି ବିଜ୍ଞାନ ବିଭାଗୀୟ ଆଲୋଚନା ଚକ୍ର ଏବଂ ସ୍ୱାଗତ ସମାରୋହ

ଖଡ଼ିଆଳ, (କେପିଏନ୍‌ଏସ୍‌) ଖଡ଼ିଆଳ ସ୍ୱୟଂ ଶାସିତ ମହାବିଦ୍ୟାଳୟ, ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ଜାତୀୟ ନୂତନ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ବ୍ୟବସ୍ଥାକୁ ନେଇ ଆଲୋଚନା ଚକ୍ର ଆୟୋଜିତ ହୋଇଥିଲା । ଅଧ୍ୟକ୍ଷ ପ୍ରାଧ୍ୟାପକ ପ୍ରଶାନ୍ତ କୁମାର ପଣ୍ଡାଙ୍କ ସଭାପତିତ୍ୱରେ ବିଭାଗୀୟ ମୁଖ୍ୟ
Read More...

ରାଉରକେଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଆଜି ଜିଲ୍ଲା ପ୍ରଶାସନ ଓ ଦୁର୍ନୀତି ନିବାରଣ ବିଭାଗ ରାଉରକେଲା ମିଳିତ ସହଯୋଗରେ ସ୍ଥାନୀୟ ଆଇଟିଡିଏ ସମ୍ମିଳନୀ କକ୍ଷରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଚଳିତ ।ର୍ଷ ଅକ୍ଟୋବର ୨୮ରୁ ନଭେମ୍ବର ୩
Read More...

ଟ୍ରେନ୍‌ ଲାଇନ୍‌ରୁ ୨ ମୃତଦେହ ଉଦ୍ଧାର : କାରଣ ଅସ୍ପଷ୍ଟ

ଯାଜପୁର : ଟ୍ରେନ୍‌ ଲାଇନ୍‌ରୁ ୨ ମୃତଦେହ ଉଦ୍ଧାର । ମୃତଦେହ ଉଦ୍ଧାର କରିଛି ରେଳବାଇ ପୋଲିସ । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି । ସୂଚନା ଅନୁସାରେ, ରବିବାର ସକାଳୁ ଯାଜପୁର ଜିଲ୍ଲା ଯାଜପୁର ରୋଡ଼ ଥାନା ଅହମ୍ମଦନଗର ରେଳ ଧାରଣାରେ ମୃତଦେହ ପଡିଥିବା ଦେଖିବାକୁ ମଳିଥିଲା । ସ୍ଥାନୀୟ ଅଞ୍ଚଳର
Read More...

ପ୍ରଶାସନ ଏବଂ ଜନ ପ୍ରତିନିଧିଙ୍କ ଉଦାସୀନତା ଯୋଗୁଁ ଅଣ୍ଟା ଭିଡ଼ିଲେ ଜୟ ବଜରଙ୍ଗବଳି କମିଟି ଖପ୍ରାଖୋଲ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : କେନ୍ଦ୍ର ସରକାର ୨୦୧୪ ମସିହାରେ ସ୍ୱଚ୍ଛ ଭାରତ ମିଶନ ଯୋଜନା ଆରମ୍ଭ କରିଥିଲେ । ଦେଶର ପ୍ରତି କୋଣ ଅନୁକୋଣରେ ସହର ଠାରୁ ଆରମ୍ଭ କରି ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ସ୍ୱଚ୍ଛତା ରଖିବା ସହ ପ୍ରତିଟି ଘରେ ପାଇଖାନା ନିର୍ମାଣ କରିବା ସ୍ୱଚ୍ଛ ଭାରତ ମିଶନର ଲକ୍ଷ୍ୟ
Read More...

ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ ୨୦୨୪

ଜୟପାଟଣା, (ଶେଷଦେବ ବେହେରା) : ଆଜି କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଶିକ୍ଷା କାର୍ଯ୍ୟାଳୟ ସମଗ୍ର ଶିକ୍ଷା ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଖଲିଆଭଟାଠାରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ ୨୦୨୪ ଅନୁଷ୍ଠିତ ହୋଇଯାଇଛି । ଅଗ୍ରପୂଜ୍ୟ ଗଜାନନଙ୍କ
Read More...

କପିଲାଭଟାରେ ଗିରିଗୋବର୍ଦ୍ଧନ ମହୋତ୍ସବର ଦ୍ଵିତୀୟ ରଜନୀ : ଯୋଗଦେଲେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମରେ ଚାଲିଥିବା ଗିରିଗୋବର୍ଦ୍ଧନ ମହୋତ୍ସବ ଦ୍ଵିତୀୟ ରଜନୀ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ଗିରିଗୋବର୍ଦ୍ଧନ ମହୋତ୍ସବ କମିଟିର ସଭାପତି କର୍ଣ୍ଣ ହଂସଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ
Read More...