ଆଦର୍ଶ ପାଠାଗାରର ପଣ୍ଡିତ ଗୋପବନ୍ଧୁଙ୍କ ଜୟନ୍ତୀ ପାଳନ
ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୁରାତନ ସାହିତ୍ୟ ଅନୁଷ୍ଠାନ ଆଦର୍ଶ ପାଠାଗାର ତରଫରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳନ ସହ ପୁରସ୍କାର ବିତରଣ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ପାଠାଗାରର ସଭାପତି ଚନ୍ଦ୍ରଶେଖର ଶତପଥୀଙ୍କ ସଭାପତିତ୍ୱ, ସାଧାରଣ ସମ୍ପାଦକ!-->…
Read More...
Read More...