Yearly Archives

2024

ବିଜୁଳି ଶକ୍ତି ଉତ୍ପାଦନ ଓ ଚାଷ ପାଇଁ ଡ୍ୟାମ୍‌ର ଆବଶ୍ୟକତା ନେଇ ବୌଦ୍ଧ ଜିଲ୍ଲାପାଳଙ୍କ କ୍ଷେତ୍ର ପରିଦର୍ଶନ

କନ୍ଧମାଳ, (କେପିଏନ୍‌ଏସ୍‌) : ବିଜୁଳି ଶକ୍ତି ଉତ୍ପାଦନ ଓ ଚାଷ ପାଇଁ ଏକ ଡ଼୍ୟାମର ଆବଶ୍ୟକତା ନେଇ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକର ଖମଣଖୋଲ ପଞ୍ଚାୟତର ସାଡ଼େନଘାଟି ନିକଟସ୍ଥ ଚିରସ୍ରୋତା ଖଡ଼ଙ୍ଗ ନଦୀକୁ ବୌଦ୍ଧ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା କ୍ଷେତ୍ର ପରିଦର୍ଶନ କରିଥିଲେ ।…
Read More...

ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ଋଷ ରାଷ୍ଟ୍ରପତି ପୁଟିନଙ୍କୁ ଝାଡ଼ଖଣ୍ଡର ଚିତ୍ରକଳା ଉପହାର ଦେଇଛନ୍ତି ପ୍ରଧାନମନ୍ତ୍ରୀ

ସୋହରାଇ: ଏକ କାଳଜୟୀ ପାରମ୍ପରିକ ଚିତ୍ରକଳା ନୂଆଦିଲ୍ଲୀ, (ପିଆଇବି) : ଝାଡଖଣ୍ଡ ଏହାର ସମୃଦ୍ଧ ଆଦିବାସୀ କଳା ପାଇଁ ବେଶ୍ ଜଣାଶୁଣା । ଝାଡ଼ଖଣ୍ଡର ହଜାରୀବାଗ ଜିଲ୍ଲାର ସୋହରାଇ ଚିତ୍ର ଏହି ଅଞ୍ଚଳର ସ୍ୱଦେଶୀ କଳା ପରମ୍ପରାର ପ୍ରତିନିଧିତ୍ୱ କରିଥାଏ । ସୋହରାଇ ଚିତ୍ରକଳାକୁ ଓଡିଓପି (ଏକ…
Read More...

ପଦ୍ମପୁର ଠାରେ ‘ପ୍ରଜ୍ଞା ପ୍ରବାହ’ର ନୂତନ ଶାଖା ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଶିଶୁ ମନ୍ଦିରଠାରେ ଜୟନାରାୟଣ ତ୍ରିପାଠୀଙ୍କ ସଭାପତିତ୍ୱରେ 'ପ୍ରଜ୍ଞା ପ୍ରବାହ'ର ନୂତନ ଶାଖା ଉଦ୍‌ଘାଟିତ ହୋଇଯାଇଛି । ଅଧ୍ୟାପକ ଦିବ୍ୟକିଶୋର ପଣ୍ଡା 'ପ୍ରଜ୍ଞା ପ୍ରବାହ' ଗଠନର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ପରେ ସର୍ବସମ୍ମତି କ୍ରମେ ଅଂଚଳ…
Read More...

୨୭ ବର୍ଷ ପରେ ଜମି ଚିହ୍ନଟ ହେଲା : ବିଧାୟକଙ୍କୁ ଦେଲେ ଧନ୍ୟବାଦ

ନୂଆପଡ଼ା, (ଅଜିତ ବେହେରା) : ଖଡ଼ିଆଳ ବ୍ଲକ ଅନ୍ତର୍ଗତ ରିଷିଗାଁ ଗ୍ରାମପଞ୍ଚାୟତର ନରସିଂହପୁର ଗ୍ରାମର ୧୧ ପରିବାରକୁ ୨୭ ବର୍ଷ ପୂର୍ବେ ସରକାରଙ୍କ ତରଫରୁ ୪ ଡିସିମିଲ ଲେଖା ଜମି ମିଳିଥିଲା । ସେମାନଙ୍କୁ ଜମି ପଟ୍ଟା ମଧ୍ୟ ମିଳିଥିଲା କିନ୍ତୁ ଜମି ଚିହ୍ନଟ ହୋଇ ନଥିବାରୁ ହିତାଧିକାରୀ ମାନେ…
Read More...

ଶିକ୍ଷକ ହେମନ୍ତ ମେହେରଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ତୁରେକେଲା, (ପିତାମ୍ବର ଦୀପ) : ତୁରେକେଲା ବ୍ଲକ ଅନ୍ତର୍ଗତ ମହୁଲବାହିଲି ଆଞ୍ଚଳିକ କେନ୍ଦ୍ରର ଝରଣୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କର୍ମରତ ଶିକ୍ଷକ ହେମନ୍ତ କୁମାର ମେହେର ଚାକିରିରୁ ଅବସର ଗ୍ରହଣ କରିଥିଲେ । ଏହି ଅବସରରେ ରାଉତମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା…
Read More...

ବ୍ଲକ କଳା ଓ ସାଂସ୍କୃତିକ ସଂଘ ବୋଡ଼େନ ପକ୍ଷରୁ ବିଶାଳ ବନ୍ଧୁ ମିଳନ ଓ ବାର୍ଷିକ ଉତ୍ସବ ଆୟୋଜିତ

ନୂଆପଡ଼ା, (ଅଜିତ ବେହେରା) : ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ଫରସରା ବୁଢ଼ାଦେଓ ହାଇସ୍କୁଲ ଖେଳ ପଡିଆ ଠାରେ ବ୍ଲକ କଳା ଓ ସାଂସ୍କୃତିକ ସଂଘ ବୋଡ଼େନ ପକ୍ଷରୁ ବିଶାଳ ବନ୍ଧୁ ମିଳନ ଏବଂ ବାର୍ଷିକ ଉତ୍ସବ - ୨୦୨୪ ଆୟୋଜିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ନୂଆପଡ଼ା…
Read More...

ହିନ୍ଦୁ ଜାଗରଣ ଅନୁଷ୍ଠାନର ପ୍ରଥମ ବୈଠକ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ରାମଲିଙ୍ଗେଶ୍ଵର ମନ୍ଦିର ପ୍ରାଙ୍ଗଣରେ ସନାତନ ଜାଗରଣର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକ କେ. ଇଲେୟା ରେଡ୍ଡୀଙ୍କ ନେତୃତ୍ୱରେ ହିନ୍ଦୁ ଜାଗରଣ ମଞ୍ଚ ଅନୁଷ୍ଠିତ ହୋଇଥିବା ବେଳେ ପ୍ରଭାତ ସାହୁଙ୍କ ସଭାପତିତ୍ୱରେ ବୈଠକ…
Read More...

ଦାଦନ ଖଟିବାକୁ ଯାଇ ୨ ଶ୍ରମିକ ମୃତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ମହାରାଷ୍ଟ୍ରରେ ପାଣିଟାଙ୍କି ଭୁଶୁଡି ଦାଦନ ଖଟିବାକୁ ଯାଇଥିବା ଗଞ୍ଜାମ ବ୍ଲକର ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଏକ ଶୋକମୟ ପରିବେଶରେ ସେମାନଙ୍କ ଶବଦାହ କରାଯାଇଛି । ମହାରାଷ୍ଟର ପୁନେ ଜିଲ୍ଲାର ପିମ୍ପିରୀ ସ୍ଥିତ ଏନ୍‌ସିସି ଲିମିଟେଡ଼ କମ୍ପାନୀରେ…
Read More...

କଦଳୀମୁଣ୍ଡା ସ୍ଥିତ ନର୍ସରୀ ଠାରେ ତୈଳିକ ବୈଶ୍ୟ ସମାଜର ସାଧାରଣ ସଭା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର କଦଳୀମୁଣ୍ଡା ସ୍ଥିତ ନର୍ସରୀ ଠାରେ ତୈଳିକ ବୈଶ୍ୟ ସମାଜର ସଭାପତି ଉମାକାନ୍ତ ସାହୁଙ୍କ ସଭାପତିତ୍ୱରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ଜିଲ୍ଲାର ୧୪ ଗୋଟି ବ୍ଲକର ଶତାଧିକ ପୁରୁଷ ଏବଂ ମହିଳା ସଦସ୍ୟମାନେ ଉପସ୍ଥିତ ହୋଇଥିଲେ…
Read More...

ବେଆଇନ ଶ୍ରମିକ ଚାଲାଣ : ଧରିଲା ପୋଲିସ

କଣ୍ଟାବାଞ୍ଜି : ବେଆଇନ ଭାବେ ରାଜ୍ୟ ବାହାରକୁ ଚାଲାଣ ହେଉଥିବା ୨୧ ଶ୍ରମିକ ଉଦ୍ଧାର ହୋଇଥିବା ସୂଚନା ମିଳିଛି । ଖର୍‌ଲି ଗାଁ ଛକରେ ଚଢାଉ କରି ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି କଣ୍ଟାବାଞ୍ଜି ପୋଲିସ । ଥାନାରେ ଦୁଇଟି ମାମଲା ରୁଜୁ ହୋଇଛି । ଗୋଟିଏ ମାମଲାରେ ୧୫ ଜଣ ଦାଦନ ଶ୍ରମିକ ଉଦ୍ଧାର…
Read More...