Yearly Archives

2024

ଶ୍ରୀହରିନାମ ପ୍ରଚାର ସମିତିର ମାସିକ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବିଶିଷ୍ଟ ପ୍ରବଚିକା, ଲେଖିକା ତଥା ଅଧ୍ୟାପିକା ଏଲୋରା ମିଶ୍ରଙ୍କ ଦ୍ୱାରା ଗଠିତ ଶ୍ରୀହରିନାମ ପ୍ରଚାର ସମିତିର ମାସିକ ବୈଠକ ବିଷ୍ଣୁମୁଣ୍ଡା ସ୍ଥିତ ଅନ୍ନପୂର୍ଣ୍ଣା ନଗରରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପ୍ରତିଷ୍ଠାତା ସଭାପତି ଏଲୋରା ମିଶ୍ର,
Read More...

‘ମୋର ବଲାଙ୍ଗିର’ ଶୀର୍ଷକ ଆଲୋଚନା ଚକ୍ର ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପିପି ଏକାଡେମୀ ସଭାଗୃହରେ ବଲାଙ୍ଗିର ଦିନ୍‌ ଉଧେ ଏକ ସେମିନାର କରିବା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ କରାଯାଇଛି । ବୈଠକରେ ବଲାଙ୍ଗିର ଦିନ୍‌ ଅଧ୍ୟକ୍ଷ ଗୋପାଳଜୀ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ସଭା ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୨୯ ତାରିଖ
Read More...

୨୭ତମ ବେଦବ୍ୟାସ ସଙ୍ଗୀତ ନୃତ୍ୟୋତ୍ସବ-୨୦୨୪ ନଭେମ୍ବର ୨ରୁ

ଶାସ୍ତ୍ରୀୟ ଓ ପାରମ୍ପରିକ ନୃତ୍ୟ ସଙ୍ଗୀତ ପରିବେଷଣ କରିବେ ଭାରତର ବିଭିନ୍ନ ପ୍ରାନ୍ତର ୩୦୦ରୁ ଉର୍ଦ୍ଧ୍ଵ କଳାକାର ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶାର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ଭଞ୍ଜ କଳା କେନ୍ଦ୍ର ଆନୁକୂଲ୍ୟରେ ନଭେମ୍ବର ୨ତାରିଖରେ ପ୍ରାକୃତିକ ସୌନ୍ଦର୍ଯ୍ୟଭରା
Read More...

ଜର୍ଣ୍ଣାଲିଷ୍ଟ ଏସୋସିଏସନ୍‌ ଝାରବନ୍ଧର ନୂଆଁଖାଇ ଭେଟ୍‌ଘାଟ୍‌ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଜର୍ଣ୍ଣାଲିଷ୍ଟ ଏସୋସିଏସନ୍‌ ଝାରବନ୍ଧର ପ୍ରଥମ ବାର୍ଷିକ ଉତ୍ସବ ତଥା ନୂଆଁଖାଇ ଭେଟ୍‌ଘାଟ୍‌ ଝାରବନ୍ଧ ଆର୍‌ଏମ୍‌ସି ବଜାର ପ୍ରାଙ୍ଗଣରେ ଜର୍ଣ୍ଣାଲିଷ୍ଟ ଏସୋସିଏସନ୍‌ ଝାରବନ୍ଧର ସଭାପତି ମୋତିଲାଲ ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ
Read More...

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ପାଠାଗାରର ପରିସରରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ଡ. ଶକ୍ତିପ୍ରସାଦ ସାମନ୍ତରାୟଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ଅଜୟ କୁମାର
Read More...

ଉତ୍କଳ ସ୍ନେହୀ ମହିଳା ସମିତି ଆନୁକୂଲ୍ୟରେ ନିଃଶୁଳ୍କ ସ୍ୱାସ୍ଥ୍ୟ ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାମାଜିକ-ସ୍ୱେଚ୍ଛାସେବୀ ଅନୁଷ୍ଠାନ ଉତ୍କଳ ସ୍ନେହୀ ମହିଳା ସମିତି ଆନୁକୂଲ୍ୟରେ ପ୍ରତିବର୍ଷ ପରି ଚଳିତବର୍ଷ ଅକ୍ଟୋବର ୨୭ ତାରିଖ, ରବିବାର ଦିନ ସେକ୍ଟର -୩ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ହବିଷ ବ୍ରତ ପାଳନ କରୁଥିବା ବୟସ୍କା ମହିଳା
Read More...

ମୁରିବାହାଲ ବ୍ଲକସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ପାଇଁ ସିରୋଲ ହାଇସ୍କୁଲରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଆସନ୍ତା ନଭେମ୍ବର ୯ ରେ ସିରୋଲ ହାଇସ୍କୁଲରେ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟଠାରେ ବ୍ଲକ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ତଥା ବିଜ୍ଞାନ ମେଳା ପାଇଁ ଏକ ପ୍ରସ୍ତୁତି ବୈଠକ
Read More...

ବଲାଙ୍ଗିରରେ ବିଜେଡ଼ିର ଜନ ସଂପର୍କ ପଦଯାତ୍ରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ପୌରପାଳିକା ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁଙ୍କ ନେତୃତ୍ୱରେ ବିଜେଡ଼ି ଜନ ସଂପର୍କ ପଦଯାତ୍ରା ଆୟୋଜିତ ହୋଇଯାଇଛି । ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ନିର୍ଦେଶରେ ଆୟୋଜିତ ଏହି କାର୍ଯ୍ୟକ୍ରମ ବଲାଙ୍ଗିର ସାର୍କିଟ୍‌ ହାଉସ୍‌ରୁ
Read More...

ପି.ପି. ଏକାଡେମୀ ଡାଇମଣ୍ଡ ଜୁବୁଲି ପାଇଁ ୧୯୮୫ ମାଟ୍ରିକ ବ୍ୟାଚର ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ଡିସେମ୍ବର ୨୧ ଓ ୨୨ ତାରିଖରେ ବଲାଙ୍ଗିର ପତିତପାବନ ଏକାଡେମୀର ଡାଇମଣ୍ଡ ଜୁବଲି ମହାସମାରୋହ ପାଳନ ଅବସରରେ ଡାଇମଣ୍ଡ ଜୁବୁଲି ପାଇଁ ୧୯୮୫ର ମାଟ୍ରିକ ବ୍ୟାଚ୍‌ ଛାତ୍ରମାନଙ୍କୁ ନେଇ ବୈଠକ ସ୍ଥାନୀୟ ପି.ପି.ଏକାଡେମୀ ଠାରେ ଅନୁଷ୍ଠିତ ହୋଇଯାଇଛି
Read More...

ଝରଣୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅବସରପ୍ରାପ୍ତ ଶିକ୍ଷକ ହେମନ୍ତ ମେହେରଙ୍କୁ ବିଦାୟ ସମ୍ବର୍ଦ୍ଧନା

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ମହୁଲବାହିଲି ଆଞ୍ଚଳିକ କେନ୍ଦ୍ରର ଝରଣୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କର୍ମରତ ଶିକ୍ଷକ ହେମନ୍ତ କୁମାର ମେହେର ଚାକିରୀରୁ ଅବସର ଗ୍ରହଣ କରିଛନ୍ତି । ଏହି ଅବସରରେ ରାଉତମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଏକ ବିଦାୟ କାଳୀନ
Read More...