ରାଜ୍ୟସ୍ତରୀୟ ବିର୍ସାମୁଣ୍ଡା ଜୟନ୍ତୀ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ସାମ୍ବାଦିକ ଭବନ ଠାରେ ବଲାଙ୍ଗିର ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଂଘର କାର୍ଯ୍ୟକାରୀ ସଭାପତି ବନଲତା ମାଝିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଆସନ୍ତା ନଭେମ୍ବର ୧୫ରେ ହେବାକୁ ଥିବା ଭଗବାନ ବିର୍ସାମୁଣ୍ଡା!-->…
Read More...
Read More...