Yearly Archives

2024

ମୃତ ଦୁଗ୍ଧ ସମ୍ପାଦକଙ୍କ ପରିବାରଙ୍କୁ ମିଳିଲା ୫ ଲକ୍ଷ୍ୟ ଟଙ୍କା ବୀମା ରାଶି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଆଗଲପୁର (ଡୁଡୁକା) ବ୍ଲକ ତବକଟି ଦୁଗ୍ଧ ଶୀତଳକ କେନ୍ଦ୍ର ଅଧୀନରେ ଦୁଗ୍ଧ ଯୋଗାଣ କରୁଥିବା ସାନଟିକା ଦୁଗ୍ଧ ସମିତିର ସମ୍ପାଦକ ଲମ୍ବୋଦର ପଧାନଙ୍କ ହଠାତ୍ ଆକସ୍ମିକ ମୃତ୍ୟୁ ଘଟିଥିଲା । ଲମ୍ବୋଦର ପଧାନ ଏକମାତ୍ର ଘରର ମୁଖ୍ୟ
Read More...

୨ ବାଇକ୍‌ ମୁହାଁମୁହିଁ ଧକ୍କା : ଜଣେ ମୃତ, ୩ ଗୁରୁତର

କୋରାପୁଟ, (କେପିଏନ୍‌ଏସ୍‌) : କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଆଲମଣ୍ଡା ପଞ୍ଚାୟତ ଏଡଗୁମବାଲସା ଗାଁ ନିକଟ ଦେଇ ଯାଇଥିବା ମୁଖ୍ୟ ରାସ୍ତାରୁ ଆସୁଥିବା ବାଇକ୍‌ ସହ ଆଉ ଏକ ବାଇକ୍‌ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଯାଇଛି । ଜମିଜମା ସଂପର୍କିତ କାମ ପାଇଁ ମୃତବ୍ୟକ୍ତି ଭଗି ଜଗଦୀଶ କୁମାର
Read More...

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା (ପିଏମ୍‌ଏମ୍‌ୱାଇ) ଅଧୀନରେ ଋଣ ସୀମା ବର୍ତ୍ତମାନର ୧୦ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ…

ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ବଜେଟ୍‌ ୨୦୨୪-୨୫ରେ ଅର୍ଥମନ୍ତ୍ରୀ ୨୩ ଜୁଲାଇ ୨୦୨୪ରେ କରିଥିବା ଘୋଷଣା ଅନୁଯାୟୀ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା (ପିଏମ୍‌ଏମ୍‌ୱାଇ) ଅଧୀନରେ ମୁଦ୍ରା ଋଣର ସୀମା ବର୍ତ୍ତମାନର ୧୦ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହି ବୃଦ୍ଧି
Read More...

ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଦ୍ୱାରା ଆଇଗଟ୍ ଲ୍ୟାବ ପ୍ରତିଷ୍ଠା ଏକ ପ୍ରଶଂସନୀୟ ପଦକ୍ଷେପ : ଡ. ଏଲ୍. ମୁରୁଗନ୍

ଆକାଂକ୍ଷୀ ଭାରତ ପାଇଁ କୃତ୍ରିମ ବୁଦ୍ଧିମତା : ଡ. ଏଲ୍. ମୁରୁଗନ୍ ଉତ୍ପାଦନ ବୃଦ୍ଧି ତଥା ଶାସନକୁ ଉନ୍ନତ କରିବାକୁ ଏଆଇ ଉପକରଣ ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି ନୂଆଦିଲ୍ଲୀ, (ପିଆଇବି) : ଜାତୀୟ ଶିକ୍ଷା ସପ୍ତାହ ୨୦୨୪ ପୁରସ୍କାର ବିତରଣ ସମାରୋହ ଏବଂ ଆଇଗଟ୍ ଲ୍ୟାବ୍ ଏବଂ ଶିକ୍ଷଣ
Read More...

ସପ୍ତମ ଭାରତ-ଜର୍ମାନୀ ଆନ୍ତଃ-ସରକାରୀ ପରାମର୍ଶ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ଘାଟନୀ ଭାଷଣ

ନୂଆଦିଲ୍ଲୀ, (ପିଆଇବି) : ସପ୍ତମ ଭାରତ-ଜର୍ମାନୀ ଆନ୍ତଃ-ସରକାରୀ ପରାମର୍ଶ ବୈଠକରେ ଆପଣଙ୍କୁ ଏବଂ ଆପଣଙ୍କ ପ୍ରତିନିଧି ଦଳକୁ ସ୍ୱାଗତ ।ମହାମହିମ,ଏହା ଆପଣଙ୍କର ତୃତୀୟ ଭାରତ ଗସ୍ତ । ସୌଭାଗ୍ୟବଶତଃ ଏହା ମୋର ତୃତୀୟ କାର୍ଯ୍ୟକାଳର ପ୍ରଥମ ଆଇଜିସି ବୈଠକ। ଏକ ପ୍ରକାରରେ ଏହା ଆମ ବନ୍ଧୁତାର ଏକ
Read More...

ଜିଲ୍ଲା ଆଦିବାସୀ ସମାଜର ଜରୁରୀ ବୈଠକ ଅନୁଷ୍ଠିତ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ସହର ସ୍ଥିତ ହୋଟେଲ ତେଜସ୍ଵୀ କନ୍‌ଫରେନ୍ସ ହଲ୍‌ରେ ଜିଲ୍ଲା ଆଦିବାସୀ ସମାଜ ତରଫରୁ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାୟଗଡ଼ ବ୍ଲକ ଓ ମ୍ୟୁନିସିପାଲଟି ବାସିନ୍ଦା ଆଦିବାସୀ ଯୁବକ, ବୁଦ୍ଧିଜୀବୀ ଏବଂ ଛାତ୍ରମାନେ ଯୋଗ ଦେଇଥିଲେ ।
Read More...

ସମ୍ମିଶ୍ରଣ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରତିବର୍ଷ ଅକ୍ଟୋବର ୨୬ରେ ଭାରତ ସହିତ ଜାମ୍ମୁ କାଶ୍ମୀରର ସମ୍ମିଶ୍ରଣର ସ୍ମୃତି ଦିବସ ଭାବରେ ପାଳନ କରାଯାଏ । ଏହି ଦିନ କାଶ୍ମୀରର ମହାରାଜା ହରି ସିଂ ଭାରତ ସହ ଜାମ୍ମୁକାଶ୍ମୀର ‘ଯୋଗଦାନର ଦଲିଲ’ ସ୍ୱାକ୍ଷର କରିଥିଲେ । ଏହି ଡକ୍ୟୁମେଣ୍ଟ ବା ଦଲିଲର
Read More...

ଜର୍ମାନ ବ୍ୟବସାୟ ସମୂହର ୧୮ତମ ଏସିଆ – ପ୍ରଶାନ୍ତ ମହାସାଗରୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ମହାମହିମ ଚାନସେଲର ସ୍କୋଲଜ,ଭାଇସ୍ ଚାନସେଲର ଡ. ରବର୍ଟ ହାବେକ୍,ଭାରତ ସରକାରଙ୍କ ମନ୍ତ୍ରୀଗଣ,ଜର୍ମାନ ବ୍ୟବସାୟସମୂହର ଏସିଆ - ପ୍ରଶାନ୍ତ ମହାସାଗରୀୟ କମିଟିର ଅଧ୍ୟକ୍ଷ ଡ. ବୁସ୍ଭାରତ, ଜର୍ମାନୀ ଏବଂ ଭାରତ - ପ୍ରଶାନ୍ତ ମହାସାଗରୀୟ ଦେଶର ଶିଳ୍ପ
Read More...

ପି.ପି ଏକାଡେମୀର ଡାଇମଣ୍ଡ ଜୁବୁଲି ପାଇଁ ଲୋଗୋ ଚୟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ଡିସେମ୍ବର ୨୧ ଓ ୨୨ ତାରିଖରେ ବଲାଙ୍ଗିର ପତିତପାବନ ଏକାଡେମୀର ଡାଇମଣ୍ଡ ଜୁବୁଲି ମହାସମାରୋହ ପାଳନ ଅବସରରେ ଡାଇମଣ୍ଡ ଜୁବୁଲି ପାଇଁ ସମସ୍ତ କମିଟିକୁ ନେଇ ଏକ ବୈଠକ ସ୍ଥାନୀୟ ପି. ପି ଏକାଡେମୀ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଭିନ୍ନ କମିଟିର
Read More...

ଭାରତୀୟ ସମାଜ ଓ ବଜାର ପାଇଁ ଷ୍ଟାର୍ଟଅପ୍ ଗୁଡ଼ିକୁ ବିକଶିତ କରିବା ଉପରେ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ଅଷ୍ଟ୍ରେଲିଆର ଗବେଷଣା ଭିତ୍ତିକ ବିଶ୍ୱବିଦ୍ୟାଳୟସମୂହ ‘ଗ୍ରୁପ୍ ଅଫ୍ ୮’ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଲେଅଷ୍ଟ୍ରେଲିଆରେ ଅଧ୍ୟୟନରତ ଭାରତୀୟ ଛାତ୍ରଛାତ୍ରୀ ଓ ବରିଷ୍ଠ ଗବେଷକଙ୍କ ସହ ସାକ୍ଷାତ୍ ଆଲୋଚନାମ୍ୟାକ୍ୱାରି ପାର୍କ ଇନୋଭେସନ୍ ଡିଷ୍ଟ୍ରିକ୍ଟ ପରିଦର୍ଶନ କରିବା ସହ ଗବେଷକ ଏବଂ
Read More...