Yearly Archives

2024

୧୯୬୮ ମ୍ୟାଟ୍ରିକ ବ୍ୟାଚ୍‌ର ବନ୍ଧୁ ମିଳନ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ସରକାରୀ ଉମାଶଙ୍କର ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୧୯୬୮ ମସିହାରେ ସଂପୃକ୍ତ ବିଦ୍ୟାଳୟରେ ଅଧ୍ୟୟନ କରି ସଫଳତା ପାଇଥିବା ୧୬ଜଣ ସଦସ୍ୟଙ୍କ ମଧ୍ୟରେ ଏକ ବନ୍ଧୁ ମିଳନ ଆସର ସମ୍ପନ୍ନ ହୋଇଯାଇଛି । ଏକାକୀ ଅଧ୍ୟୟନର ୫୬ ବର୍ଷ ପରେ ପୁଣି ଥରେ ସମାନ ଶ୍ରେଣୀ…
Read More...

ବଜ୍ରକାପ୍ତା ଉଦ୍ଧାର : ୫ ଗିରଫ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ବଜ୍ରକାପ୍ତାକୁ ବିକ୍ରି କରିବା ପାଇଁ ଉଦ୍ୟମ କଲା ବେଳେ ମାଡ଼ିବସିଲା ବନ ବିଭାଗ । ଟିଟିଲାଗଡ ବନାଞ୍ଚଳ ଅନ୍ତର୍ଗତ ବେଲଗାଁ ମାଲପଡ଼ା ଗାଁର ଦେବରାଜ ଭୋଇ ଓ ପିଲୁ ଭୋଇ ଜଙ୍ଗଲରୁ ବଜ୍ରକାପ୍ତା ଧରି ଘରେ ଲୁଚାଇ ବିକ୍ରି କରିବା ପାଇଁ ଯୋଜନା କରିଥିଲେ । ପରେ…
Read More...

ଦୟାନନ୍ଦ ପ୍ଲେ ସ୍କୁଲର ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ପେଲେସ୍‌ଲାଇନ୍‌ ସ୍ଥିତ ଦୟାନନ୍ଦ ପ୍ଲେ ସ୍କୁଲର ବାର୍ଷିକ କ୍ରୀଡ଼ା ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବାର୍ଷିକ କ୍ରୀଡ଼ାରେ ଓଡ଼ିଶାର ଜଣାଶୁଣା କ୍ରିକେଟର ତଥା ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ କୃଷ୍ଣଚନ୍ଦ୍ର ଦାନୀ ମୁଖ୍ୟ ଅତିଥି…
Read More...

ଦେଶାନ୍ତ ବାଗ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ଅମଲାପାଲି ଦଳ ଚାମ୍ପିଆନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲା ବଙ୍ଗୋମୁଣ୍ଡା ବ୍ଲକ ଭାଲୁମୁଣ୍ଡା ଆଦର୍ଶ ଖେଳପଡିଆ ଠାରେ ଆଦର୍ଶ କ୍ରିକେଟ କ୍ଲବ ତରଫରୁ ଚାଲିଥିବା ଦେଶାନ୍ତ ବାଗ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭାଲୁମୁଣ୍ଡା…
Read More...

ସର୍ବଭାରତୀୟ ସାଧୁଚରଣ ମେମୋରିଆଲ ଛିନ୍ଦେଇକେଲା କପ୍‌ର ଦ୍ୱିତୀୟ ଦିବସ

ବଲାଙ୍ଗିରକୁ ହରାଇ ସେମିଫାଇନାଲରେ ପ୍ରୟାଗରାଜ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛିନ୍ଦେଇକେଲା ଚନ୍ଦ୍ରଶେଖର ମିନି ଷ୍ଟାଡିୟମରେ ଚାଲିଥିବା ୨୮ତମ ସର୍ବଭାରତୀୟ ସାଧୁଚରଣ ମେମୋରିଆଲ ଛିନ୍ଦେଇକେଲା କ୍ରିକେଟ କପ୍‌ର ଦ୍ୱିତୀୟ ଦିବସରେ ବଲାଙ୍ଗିରକୁ ହରାଇ…
Read More...

ଧରାବତରଣ କଲେ ପ୍ରଭୁ ଯୀଶୁ : ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ । ମଧ୍ୟ ରାତ୍ରରୁ ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁଖ୍ରୀଷ୍ଟ । ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡର ପ୍ରତ୍ୟେକ ବ୍ଲକ ଅଞ୍ଚଳର ଗାଁ ଗହଳିରେ ଥିବା କ୍ୟାଥଲିକ, ବାପିଷ୍ଟ୍ ,…
Read More...

ପଦ୍ମପୁରରେ ପାରାୟଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ମର୍ଯ୍ୟାଦା ପୁରୁଷୋତ୍ତମ ମହାପ୍ରଭୁ ଶ୍ରୀରାମଙ୍କ ପାଖରେ ଛପନ ଭୋଗ ଅର୍ପଣ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଶାନ୍ତିନଗର ଠାରେ ଚାଲୁଥିବା ନବମ ବର୍ଷ ରାମାୟଣ ପାରାୟଣ ଅନୁଷ୍ଠିତ ହୋଇଯାଇଛି । ଏ଼ହି ଅବସରରେ ଆଜି ଛପନ ଭୋଗର କମିଟି ଭକ୍ତଙ୍କ ତରଫରୁ ମର୍ଯ୍ୟାଦା ପୁରୁଷୋତ୍ତମ…
Read More...

ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜରେ ଧୁମଧାମରେ ପାଳିତ ହେଲା ସୁଶାସନ ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଭୀମ ଭୋଇ ମେଡିକାଲ କଲେଜ ସ୍ଥିତ ଅଡିଟରିୟମ ଠାରେ ସୁଶାସନ ଦିବସ ପାଳିତ ହୋଇଯାଇଛି । ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ଦିବସକୁ ବଲାଙ୍ଗିର ଜିଲ୍ଲା…
Read More...

ପରଲୋକରେ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର କୁଳପତି

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ମା' ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ ସତପଥୀଙ୍କ ଆଜି ସକାଳେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି । ଗତ କିଛିଦିନ ହେଲା ସେ ଅସୁସ୍ଥ ଥିଲେ ଏବଂ ଭୁବନେଶ୍ୱରରେ ରହୁଥିଲେ । ଶ୍ରୀ ସତପଥୀଙ୍କ…
Read More...

ନୂତନ ବର୍ଷ ପ୍ରଥମ ଦିନ ଅଖଣ୍ଡ ବିଶ୍ଵଶାନ୍ତି ବ୍ରହ୍ମଯଜ୍ଞ ଅବସରରେ ସଂକଳ୍ପ ପରିବାରର ସ୍ୱେଚ୍ଛାକୃତ ରକ୍ତଦାନ ଶିବିର…

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଗାମୀ ନୂତନ ବର୍ଷ ପ୍ରଥମ ଦିନ ଏକ ବିଶାଳ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ସାଧୁ ଗିରିଜା ଶଙ୍କର ଦାସଙ୍କ ପ୍ରତିଷ୍ଠିତ ମହିମା ଆଶ୍ରମ ପଲସାନୀ, (ବୁକୁରାମୁଣ୍ଡା, ମହୁଲପାଲି) ଓ ସଂକଳ୍ପ ପରିବାର ବରଗଡର ମିଳିତ ଆୟୋଜନରେ ଗତ ନବବର୍ଷ ଭଳି ଅନୁଷ୍ଠିତ ହେବ ।…
Read More...