Yearly Archives

2024

ଜମିବାଡ଼ି ବିବାଦକୁ ନେଇ ଜଣେ ମହିଳାଙ୍କୁ ହତ୍ୟା

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଖଣ୍ଟଘର ଗ୍ରାମ ପାରାଭାଡ଼ିସାହିରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ । ଜମିବାଡ଼ି ବିବାଦକୁ ନେଇ ଜଣେ ମହିଳାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କରାଯାଇଛି । ଘଟଣାରେ ପୁଲିସ ଦୁଇ ଜଣଙ୍କୁ ଅଟକ ରଖିଥିବା ବେଳେ ଜଣେ ଫେରାର ଥିବା ଜଣାପଡିଛି ।
Read More...

ରେଳ ଧାରଣା ପାର୍ଶ୍ଵରୁ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର

ଖଲ୍ଲିକୋଟ : ରେଳ ଧାରଣା ପାର୍ଶ୍ଵରୁ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଅଞ୍ଚଳରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ସୂଚନାଯୋଗ୍ୟ ଯେ, ପୂର୍ବାହ୍ନ ୧୧ଟା ସମୟରେ ରମ୍ଭା ଓ ବିରୁଳି ଗଡ ମଧ୍ୟ ଦେଇ ଯାଇଥିବା ରେଳ ଧାରଣା ପାର୍ଶ୍ଵରୁ ଜଣେ ଯୁବତୀଙ୍କ ଗଳିତ
Read More...

ଆସନ୍ତା ୨୦ରେ ବୌଦ୍ଧ ଜିଲ୍ଲାରେ ନିର୍ବାଚନ : ମତଦାନ କାର୍ଯ୍ୟ ତୁଲାଇବାକୁ ୩୭୩ ବୁଥ୍‌ରେ ପହଞ୍ଚିଲେ କର୍ମଚାରୀ

ବୌଦ୍ଧ, (ଜୟାନନ୍ଦ ମିଶ୍ର) : ବୌଦ୍ଧ ଜିଲ୍ଲାରେ ୮୫ କଣ୍ଟାମାଳ ଓ ୮୬ ବୌଦ୍ଧ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଆସନ୍ତା ୨୦ ତାରିଖରେ ସାଧାରଣ ନିର୍ବାଚନ ହେବାକୁ ଯାଉଥିବା ବେଳେ ମତଦାନ କାର୍ଯ୍ୟ ପରିଚାଳନା ପାଇଁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ୩୭୩ ଗୋଟି ବୁଥ୍‌କୁ କର୍ମଚାରୀମାନଙ୍କୁ
Read More...

ସୋନପୁର ଶ୍ରେଷ୍ଠ ଜିଲ୍ଲା ସ୍କାଉଟ୍‌ କେମ୍ପୋରି ଭାବେ ପୁରସ୍କୃତ

ସୋନପୁର, (କେପିଏନ୍‌ଏସ୍‌) : ସୋନପୁର ଜିଲ୍ଲା ଭାରତ ସ୍କାଉଟ୍‌ ଗାଇଡ୍‌ କେମ୍ପୋରି ୨୦୨୩-୨୪କୁ ମହାମହିମ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଚଳିତ ବର୍ଷ ପାଇଁ ଶ୍ରେଷ୍ଠ ଜିଲ୍ଲା କେମ୍ପୋରି ଭାବରେ ପୁରସ୍କୃତ କରିଛନ୍ତି । ରାଜଭବନ ସ୍ଥିତ ଅଭିଷେକ ହଲ୍‌ ଠାରେ ଅନୁଷ୍ଠିତ ଭବ୍ୟ ସମାରୋହରେ
Read More...

ସଶକ୍ତ ଓ ବିକଶିତ ଭାରତ ପୁସ୍ତକ ଉନ୍ମୋଚିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱସ୍ତି ସାହିତ୍ୟ ସଂସଦ ଆନୁକୂଲ୍ୟରେ ସୁଲେଖିକା ଡ. ସୁନୀତି ମୁଣ୍ଡଙ୍କ ଏକ ଅନନ୍ୟ ଆଲୋଚନା ପୁସ୍ତକ ସଶକ୍ତ ଓ ବିକଶିତ ଭାରତ ଛେଣ୍ଡ ସ୍ଥିତ ଗୋପବନ୍ଧୁ ପାଠାଗାର ଠାରେ ଉନ୍ମୋଚିତ ହୋଇଯାଇଛି । ସଂସଦର ସଭାପତି ମହେନ୍ଦ୍ର କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତା ଓ
Read More...

୪ ଲକ୍ଷ ଟଙ୍କା ବାଇକ୍‌ରୁ ଜବତ କଲା ଫ୍ଲାଇଂ ସ୍କ୍ୱାଡ୍

ଦେବଗଡ : ବାଇକ୍‌ରୁ ଜବତ ହେଲା ପ୍ରାୟ ୪ ଲକ୍ଷ ଟଙ୍କା । ଫ୍ଲାଇଂ ସ୍କ୍ୱାଡ୍ ଦ୍ୱାରା ୩ ଲକ୍ଷ ୯୦ ହଜାର ଟଙ୍କା ଜବତ ହୋଇଛି । ଦେବଗଡ ସହରର କଲେଜ ରୋଡ୍‌ରୁ ଏହି ଟଙ୍କା ଜବତ କରିଛି ଫ୍ଲାଇଂ ସ୍କ୍ୱାଡ୍ । ଟଙ୍କା ନେଇ ଯାଉଥିବା ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ପୋଲିସ । ବାଇକ୍ ମଧ୍ୟ ଜବତ କରିଛି
Read More...

୮ ଲିଟର ମଦ ଜବତ : ଜଣେ ଗିରଫ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ସର୍ଗୁଲ୍ ପଞ୍ଚାୟତ ଚମ୍ପାଡ଼ୁଲି ଗ୍ରାମରେ ଅବକାରୀ ବିଭାଗ ପକ୍ଷରୁ ଚଢଉ କରାଯାଇଥିଲା । ଚଢ଼ଉ ବେଳେ ୮ ଲିଟର ମଦ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତ ଜଣକ ହେଲେ ଉକ୍ତ ଗ୍ରାମର ସତ୍ୟ ସାହୁ ।
Read More...

ଭାରସାମ୍ୟ ହରାଇ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା କାର୍

ଭୁବନେଶ୍ୱର : ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ବାଲିପାଟଣା - ନିମାପଡ଼ା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା । ଆଇତଳଙ୍ଗ ରାଜସ୍ୱ ନିରିକ୍ଷକଙ୍କ କାର୍ୟ୍ୟାଳୟ ନିକଟରେ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା କାର୍ । ଦୁର୍ଘଟଣା ଏତେ ଯୋର୍‌ଦାର୍‌ ଥିଲା ଯେ, ବିଦ୍ୟୁତ୍ ଖୁଣ୍ଟଟି ଉପୁଡି ପଡ଼ିବା ସହ
Read More...

ରଘୁନାଥପଲ୍ଲୀ ବିଧାନସଭା କ୍ଷେତ୍ର ଜନତାଙ୍କ ସେବାରେ ନିଜକୁ ସମର୍ପିତ କରିବା ସହିତ ବିକାଶ କରିବା ପାଇଁ ଗ୍ୟାରେଣ୍ଟି

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ଲୀଲା ରେଷ୍ଟୁରାଣ୍ଟ ଠାରେ ବିଜେପି ପକ୍ଷରୁ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଏହି କ୍ଷେତ୍ରର ବିଜେପି ବିଧାୟକ ପ୍ରାର୍ଥୀ ଦୁର୍ଗା ତନ୍ତୀ ସାମ୍ବାଦିକଙ୍କୁ ସମ୍ବୋଧିତ କରି କହିଲେ ଯେ, ବିଜେପି ଦ୍ଵାରା ଓଡ଼ିଶା ରାଜ୍ୟ ପାଇଁ ଘୋଷଣା
Read More...

ବିଶାଳ ରୋଡ଼୍‌ ସୋ’ରେ ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରେ ଆଜି ଭାରତୀୟ ଜନତା ପାର୍ଟି ପକ୍ଷରୁ ଏକ ବିଶାଳ ବାଇକ୍‌ ଶୋଭାଯାତ୍ରାର ଆୟୋଜନ ହୋଇଥିଲା । ବଲାଙ୍ଗିର ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ପାଣିଗ୍ରାହୀ ଏକ ବିଶାଳ ବାଇକ୍‌ ରାଲିରେ ବାହାରି ବିଜେପି ସପକ୍ଷରେ ଭୋଟ ଭିକ୍ଷା କରିଛନ୍ତି । ଏକ
Read More...