ଜିଲ୍ଲା ସଞ୍ଚୟ ଓ ଆର୍ଥିକ ସେବା ବିଭାଗ ଦ୍ୱାରା ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର
ବଲାଙ୍ଗିର, (କେପିଏନ୍ଏସ୍) : ଜିଲ୍ଲା ସଞ୍ଚୟ ଓ ଆର୍ଥିକ ସେବା ବିଭାଗ ଦ୍ୱାରା ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ସୁନାମୁଦୀ ଓ ବରପଦର ଗ୍ରାମରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ ହୋଇଯାଇଛି । ସୁନାମୁଦୀ ଠାରେ ଆୟୋଜିତ ଶିବିରରେ ଶ୍ରୀମତୀ ସସ୍ମିତା ସାହୁ,!-->…
Read More...
Read More...