ରାଉରକେଲା ଅବସର ପ୍ରାପ୍ତ ପୋଲିସ ଅଫିସର କଲ୍ୟାଣ ଆସୋସିଏସନର ନିରପେକ୍ଷ ତଦନ୍ତ ପାଇଁ ଦାବୀ
ରାଉରକେଲା, (ସସ୍ମିତା ପ୍ରଧାନ) : ଭୁବନେଶ୍ୱରର ଭରତପୁର ଥାନାରେ ଘଟିଥିବା ଅପ୍ରୀତିକର ଘଟଣାକୁ ନେଇ ରାଉରକେଲା ଅବସର ପ୍ରାପ୍ତ ପୋଲିସ ଅଫିସର କଲ୍ୟାଣ ଆସୋସିଏସନ ତରଫରୁ ଉଦବେଗ ପ୍ରକାଶ କରିବା ସହ ନିରପେକ୍ଷ ତଦନ୍ତ ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଡିଜିଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି!-->…
Read More...
Read More...