ଅଣ ସଂକ୍ରାମକ ରୋଗ ଚିହ୍ନଟ ସ୍ୱାସ୍ଥ୍ୟ ଶିବିର ଲର୍କିପାଲିର କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ
ବଲାଙ୍ଗିର, (କେପିଏନ୍ଏସ୍) : ଆୟୁଷ୍ମାନ ଆରୋଗ୍ୟ ମନ୍ଦିର କନ୍ଧପାଲି ପଡ଼ା ବଲାଙ୍ଗିର ଯାହା (ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ) ତରଫରୁ ଏକ ଅଣ ସଂକ୍ରାମକ ରୋଗ ଚିହ୍ନଟ ସ୍ୱାସ୍ଥ୍ୟ ଶିବିର ଲର୍କିପାଲିର କଲ୍ୟାଣ ମଣ୍ଡପ ଠାରେ ଆଜି ଅନୁଷ୍ଠିତ ହୋଇଥିଲା । ସ୍ଥାନୀୟ ଆଶା, ମହିଳା!-->…
Read More...
Read More...