ଭାରତୀୟ ମଜଦୁର୍ ସଂଘ ପକ୍ଷରୁ ବିଶ୍ଵକର୍ମା ଜୟନ୍ତୀ ଏବଂ ରାଷ୍ଟ୍ରୀୟ ଶ୍ରମ ଦିବସ ପାଳନ
ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ଭାରତୀୟ ମଜଦୁର୍ ସଂଘ ୧୭ ସେପ୍ଟେମ୍ବର ଅଥବା ବିଶ୍ଵକର୍ମା ଜୟନ୍ତୀକୁ ରାଷ୍ଟ୍ରୀୟ ଶ୍ରମିକ ଦିବସ ରୂପେ ସାରା ଦେଶରେ ପାଳନ କରିଛି । ଏହି ଅବସରରେ ରାୟଗଡ଼ା ଜିଲ୍ଲା ଭାରତୀୟ ମଜଦୁର୍ ସଂଘ ପକ୍ଷରୁ ମହାଆଡମ୍ବରରେ ପାଳନ କରାଯାଇଥିଲା । ଏହି ଉପଲକ୍ଷେ!-->…
Read More...
Read More...