ସୁଭଦ୍ରା ଯୋଜନା ଶୁଭାରମ୍ଭ ଉପଲକ୍ଷେ ସଚେତନତା ଉଦ୍ଦେଶ୍ୟରେ ପ୍ରତିଯୋଗିତା ଆୟୋଜିତ
ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଛି ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନା । ମହିଳାମାନଙ୍କୁ ସଶକ୍ତ କରିବା ଉଦ୍ଦେଶ୍ୟରେ ଆରମ୍ଭ ହୋଇଥିବା ଏହି ଯୋଜନା ସମ୍ପର୍କରେ ଅଧିକ ପ୍ରଚାର ଓ ପ୍ରସାର ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ସରକାରୀ!-->…
Read More...
Read More...