Yearly Archives

2024

ଯାଦବ ବୁଦ୍ଧିଜୀବୀ ମଂଚର ତୃତୀୟ ପ୍ରତିଷ୍ଠା ଦିବସ ପାଳିତ

ଯାଦବ ସମାଜ ଉନ୍ନତି ପାଇଁ ଏକାଠି ହେଲେ ୧୪ଟି ଜିଲ୍ଲା ବଲାଙ୍ଗିର, (ଦେବାଶିଷ ମିଶ୍ର) : ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଯାଦବ ବୁଦ୍ଧିଜୀବୀ ମଂଚ ଓଡିଶାର ତୃତୀୟ ପ୍ରତିଷ୍ଠା ଦିବସ ମଂଚର ସଭାପତି ଛବିଳ ବଗର୍ତ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ନାରାୟଣ ପ୍ରସାଦ ଦାଶ
Read More...

ବଲାଙ୍ଗିର କୁଲୁତା ସମାଜରେ ନୂଆଁଖାଇ ଭେଟ୍‌ଘାଟ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ବଲାଙ୍ଗିର ପେଲେସ୍‌ ଲାଇନ୍‌ ସ୍ଥିତ ମିନା ଟେଣ୍ଟ ହାଉସ୍‌ ମଣ୍ଡପରେ ବଲାଙ୍ଗିର ଜିଲ୍ଲା କୁଲୁତା ସମାଜରରେ ନୂଆଁଖାଇ ଭେଟ୍‌ଘାଟ୍‌ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ସଭା ଆରମ୍ଭରେ ଜାତିର ଇଷ୍ଟଦେବୀ ରଣେଶ୍ୱର ରାମଚଣ୍ଡିଙ୍କ ପୂଜା ଓ ପୁଷ୍ପାଞ୍ଜଳି ପରେ
Read More...

ଝାଡ଼ଖଣ୍ଡର ଟାଟାନଗରରେ ୬୬୦ କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ…

ଯୋଗାଯୋଗ ବୃଦ୍ଧି ପାଇଁ ୬ଟି ବନ୍ଦେ ଭାରତ ଟ୍ରେନ୍‌କୁ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ୩୨ ହଜାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (ପିଏମ୍‌ଏୱାଇ-ଜି) ହିତାଧିକାରୀଙ୍କୁ ମଞ୍ଜୁରୀ ପତ୍ର ବଣ୍ଟନ ସହ ୩୨ କୋଟି ଟଙ୍କା ସହାୟତାର ପ୍ରଥମ କିସ୍ତି ପ୍ରଦାନ୪୬,୦୦୦ ହିତାଧିକାରୀଙ୍କ
Read More...

କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀରେ ସରକାରୀ ଭାଷା ହୀରକ ଜୟନ୍ତୀ ସମାରୋହ ଏବଂ ଚତୁର୍ଥ…

ହିନ୍ଦୀ ଦିବସର ଉଦ୍ଦେଶ୍ୟ ସରକାରୀ ଭାଷାକୁ ଯୋଗାଯୋଗ, ଲୋକ, ପ୍ରଯୁକ୍ତି ବିଦ୍ୟାର ଭାଷା କରିବା ଏବଂ ଏହାକୁ ଆନ୍ତର୍ଜାତୀୟ ଭାଷା ଭାବରେ ବିସ୍ତାର କରିବାନୂତନ ଶିକ୍ଷା ନୀତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗୁରୁତ୍ୱ ମାତୃଭାଷାରେ ପ୍ରାଥମିକ ଶିକ୍ଷା ଉପରେ ରହିଛିଆଗାମୀ ବର୍ଷଗୁଡ଼ିକରେ
Read More...

ରାମ ନାରାୟଣ ଶ୍ରେଷ୍ଠ ଫାଷ୍ଟ ଏଡର ଭାବରେ ସମ୍ବର୍ଦ୍ଧିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭାରତୀୟ ରେଡକ୍ରସ ସୋସାଇଟି ଓଡିଶା ରାଜ୍ୟ ଶାଖା ତରଫରୁ ଆୟୋଜିତ ହୋଇଥିବା ରାଜ୍ୟସ୍ତରୀୟ ଉତ୍ସବରେ ରେଡକ୍ରସ କର୍ମୀ, ଫାଷ୍ଟ ଏଡର ତଥା ବିପତ୍ତି ବିପର୍ଯ୍ୟୟ ପରିଚାଳନା ରାଜ୍ୟ ସାଧନ କର୍ମୀ ରାମନାରାୟଣ ଦାଶ ରାଜ୍ୟ ସର୍ବ ଶ୍ରେଷ୍ଠ ଫାଷ୍ଟ ଏଡର ଭାବେ
Read More...

ସେପ୍ଟେମ୍ବର ୧୫ରୁ ୧୭ ମଧ୍ୟରେ ଝାଡ଼ଖଣ୍ଡ, ଗୁଜରାଟ ଓ ଓଡ଼ିଶା ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ଝାଡ଼ଖଣ୍ଡର ଟାଟାନଗରରେ ୬୬୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀଝାଡ଼ଖଣ୍ଡରେ ୬ଟି ବନ୍ଦେ ଭାରତ ଟ୍ରେନ୍‌କୁ ପତାକା ଦେଖାଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀଅହମ୍ମଦାବାଦରେ ୮୦୦୦ କୋଟି ଟଙ୍କାରୁ ଅଧିକ
Read More...

ମହାବିଦ୍ୟାଳୟ ସ୍ତରୀୟ ସୁଭଦ୍ରା ଯୋଜନା ସଚେତନତା କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟ ବଙ୍ଗୋମୁଣ୍ଡାରେ ଓଡିଶା ସରକାରଙ୍କର ମହାବିଦ୍ୟାଳୟ ସ୍ତରୀୟ ସୁଭଦ୍ରା ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ. ଶୋଭେନ୍ଦ୍ର କୁମାର ମେହେରଙ୍କ
Read More...

ଅତିଥି ଶିକ୍ଷକମାନଙ୍କ ବକେୟା ଦରମା ପ୍ରଦାନ ନିମନ୍ତେ ଦାବୀପତ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଟାଉନ୍ ହାଇସ୍କୁଲ ପଦ୍ମପୁର ପରିସର ମଧ୍ୟରେ ବ୍ଲକ ଓଷ୍ଟା ସଭାପତି ପ୍ରମୋଦ ନାଥଙ୍କ ସଭାପତିତ୍ୱରେ ବରଗଡ଼ ଶିକ୍ଷା ଜିଲ୍ଲା ଅନ୍ତର୍ଗତ ୪ଟି ବ୍ଲକ ଯଥା ରାଜବୋଡ଼ା ସମ୍ବର, ଝାରବନ୍ଧ, ପାଇକମାଲ ଓ ଗାଇସିଲେଟର ଅତିଥି ଶିକ୍ଷକମାନଙ୍କର ମାର୍ଚ୍ଚ ୨୦୨୩ ଓ
Read More...

ନିଜ ବାସଭନରେ ଜନ୍ମିତ ବାଛୁରୀର ନାମ ‘ଦୀପଜ୍ୟୋତି’ ରଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ବାସଭବନରେ ନବ ଜନ୍ମିତ ବାଛୁରୀକୁ ‘ଦୀପଜ୍ୟୋତି’ ଭାବେ ନାମକରଣ କରିଛନ୍ତି । ଏକ୍ସରେ ଏକ ଭିଡିଓ ପୋଷ୍ଟ କରି ପ୍ରଧାନମନ୍ତ୍ରୀ ଲେଖିଛନ୍ତି : 'ଆମ ଶାସ୍ତ୍ରରେ କୁହାଯାଇଛି- ଗାବଃ ସର୍ବ ସୁଖପ୍ରଦାଃ’ । ଲୋକ କଲ୍ୟାଣ
Read More...

ସାର୍ବଜନୀନ ଦୁର୍ଗାପୂଜା ନିମନ୍ତେ ରାବଣ ବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ରାଜବାଟୀ ପୂଜା ମଣ୍ଡପଠାରେ ଚଳିତ ବର୍ଷ ସାର୍ବଜନୀନ ଦୁର୍ଗାପୂଜା ନିମନ୍ତେ ହେବାକୁ ଥିବା ରାମଲୀଳା ନାଟ୍ୟ ଧାରା ପାଇଁ ଆଜି ରାବଣ ବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୃସିଂହ କଳା ପରିଷଦ ବରପଦରର ମୁଖ୍ୟ ନିର୍ମଳ ମେହେର ଯିଏକି ବିଭିନ୍ନ
Read More...