Yearly Archives

2024

ଯୋଗଗୁରୁ ପଦ୍ମନାଭ ବେହେରାଙ୍କୁ ୱାର୍ଲଡ ରେକର୍ଡ ସାର୍ଟିଫିକେଟ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଏନ୍‌.ଏ.ସି ଅନ୍ତର୍ଗତ ଦାମୋଦରପୁର ଗ୍ରାମରେ ପଦ୍ମନାଭ ବେହେରା ଦୀର୍ଘ ବର୍ଷ ଧରି ବିଭିନ୍ନ ଅନୁଷ୍ଠାନରେ ଯୋଗଦେଇ ଯୋଗାସନ ଓ ପ୍ରାଣ୍ୟାାମ ପ୍ରଶିକ୍ଷଣ ଦେଇଆସୁଛନ୍ତି । ଏହିପରି ପ୍ରତିବର୍ଷ ଅନ୍ତର୍ଜାତୀୟ ଯୋଗ ଦିବସରେ ଓଡିଶାର ବିଭିନ୍ନ ଅଞ୍ଚଳରେ
Read More...

ସାର୍ ସି. ଭି. ରମଣ ଗ୍ଲୋବାଲ୍ ବିଶ୍ୱବିଦ୍ୟାଳୟରେ ବିଟେକ୍ ଇଞ୍ଜିନିୟରିଂରେ ଛତ୍ରପୁରର ଶ୍ଵେତାଶ୍ରୀ ଶତପଥୀଙ୍କୁ…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସାର୍ ସି. ଭି. ରମଣ ଗ୍ଲୋବାଲ୍ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱରରେ ଆୟୋଜିତ ପଞ୍ଚମ ସମାବର୍ତ୍ତନ ଉତ୍ସବରେ ବିଟେକ୍ କମ୍ପ୍ୟୁଟର ଇଞ୍ଜିନିୟରିଂ ବିଭାଗରେ ଛତ୍ରପୁରର ଶ୍ଵେତାଶ୍ରୀ ଶତପଥୀ ଶ୍ରେଷ୍ଠ ସ୍ଥାନ ଅଧିକାର କରି ସ୍ୱର୍ଣ୍ଣପଦକ ହାସଲ କରିଛନ୍ତି ।
Read More...

ହୁତୁହୁତୁ ହୋଇ ଜଳିଗଲା କ୍ରିଷ୍ଣା ବସ୍

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌ । କନ୍ଧମାଳ ଜିଲ୍ଲା ବାଲିଗୁଡା ମେଡିକାଲ ସମ୍ମୁଖ ଗଳି ତଥା ଥାନା ଓ କାଳୀ ମନ୍ଦିର ନିକଟରେ ଶନିବାର ଅପରାହ୍ନରେ ହୁତୁହୁତୁ ହୋଇ ଜଳିଗଲା ଘରୋଇ କ୍ରିଷ୍ଣା ବସ୍ । ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ
Read More...

ପତ୍ନୀର ତଣ୍ଟିକାଟି ହତ୍ୟା କଲା ସ୍ୱାମୀ : ଘଟଣା ସ୍ଥଳରେ ପୋଲିସ ସହ ସାଇଣ୍ଟିଫିକ୍ ଟିମ୍‌

ବରଗଡ଼, (କେପିଏନ୍‌ଏସ୍‌) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଅନ୍ତର୍ଗତ ଜେନକେଡା ଗ୍ରାମର କଲୋନୀ ପଡାରେ ପତ୍ନୀର ତଣ୍ଟିକାଟି ସ୍ୱାମୀ ହତ୍ୟା କରିଥିବା ଅଭିଯୋଗରେ ପୋଲିସ ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ ଚନ୍ଦ୍ରକାନ୍ତି ସାହୁଙ୍କୁ ରାତିରେ ଧାରୁଆ ଅସ୍ତ୍ରରେ
Read More...

ଦେଓଗାଁ ହାଇସ୍କୁଲରେ ଶିକ୍ଷାର୍ଥୀ – ପୋଲିସ ବାହିନୀ (ଏସ୍‌.ପି.ସି)ର ଶୁଭାରମ୍ଭ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ପଞ୍ଚାୟତ ସମିତି ହାଇସ୍କୁଲ ସଭାଗୃହରେ ଗତକାଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ଯୋଜନା ହୋଇଥିବା ଶିକ୍ଷାର୍ଥୀ - ପୋଲିସ ବାହିନୀ (ଏସ୍‌.ପି.ସି)ର ଶୁଭାରମ୍ଭ ହୋଇଯାଇଛି । ପ୍ରଧାନ ଶିକ୍ଷକ ଅମ୍ବରିଶ ଭୋଇଙ୍କ ସଭାପତିତ୍ୱରେ ହୋଇଥିବା କାର୍ଯ୍ୟକ୍ରମରେ
Read More...

ବଡ଼ସାଇମରା ହାଇସ୍କୁଲରେ ବ୍ଲକସ୍ତରୀୟ ଶିଶୁ ମେଳା ଉଦଯାପିତ

୧୦ଜଣ ପ୍ରତିଭା ଜିଲ୍ଲାସ୍ତରକୁ ମନୋନୀତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ତରଫରୁ ଶନିବାର ବଡ଼ସାଇମରା ସ୍ୱାମୀ ବିବେକାନନ୍ଦ ହାଇସ୍କୁଲ ଠାରେ ୪୧ତମ ବ୍ଲକସ୍ତରୀୟ ଶିଶୁ ମେଳା ଅନୁଷ୍ଠିତ ହୋଇଯାଇଛି
Read More...

ପାଟଣାଗଡ଼ ପ୍ରେସ କ୍ଲବର ବାର୍ଷିକ ବୈଠକ

ପାଟଣାଗଡ଼, (ଭୋଜରାଜ ଦଣ୍ଡସେନା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ ପ୍ରେସ କ୍ଲବର ବାର୍ଷିକ ବୈଠକ ଆଜି ପୁରୋହିତ ଫାର୍ମ ହାଉସରେ ଅନୁଷ୍ଠିତ ହୋଇଯାଇଛି । କ୍ଲବର ସଭାପତି ଅଜିତ ପୁରୋହିତଙ୍କ ସଭାପତିତ୍ୱ କରିଥିଲେ । ଅନୁଷ୍ଠିତ ସଭାରେ ଆଗାମୀ ଦିନର କାର୍ଯ୍ୟକ୍ରମ ଉପରେ ଆଲୋଚନା ହୋଇଥିବା ସାଙ୍ଗେ
Read More...

ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବ ସାଂସ୍କୃତିକ ପର୍ବର ଚତୁର୍ଥ ସନ୍ଧ୍ୟା

ଆକର୍ଷଣ ସାଜିଲା ଆସାମର ବିହୁ ଓ ପଶ୍ଚିମବଙ୍ଗର ଛଉ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ଅଶୋକ ଖେଳ ପଡିଆ ଠାରେ ଟାଉନ କ୍ଲବ ପଦ୍ମପୁର ତରଫରୁ ଆୟୋଜିତ ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବର ଆଜି ଚତୁର୍ଥ ସନ୍ଧ୍ୟାରେ ଗ୍ରାମ୍ୟ ଉନ୍ନୟନ ପଞ୍ଚାୟତିରାଜ ଓ ଜଳ ଯୋଗାଣ ବିଭାଗ
Read More...

ଜାତୀୟ ସ୍ତରରେ ଭାଗନେବା ପାଇଁ ଯୋଗ୍ୟ ବିବେଚିତ ହେଲେ ଶ୍ରୁତୀ କୁମ୍ଭାର

ବରପାଲି, (କେପିଏନ୍‌ଏସ୍‌) : ଗତ ତା-୧୮-୧୨-୨୦୨୪ ରୁ ତା-୨୦-୧୨-୨୦୨୪ ରିଖ ମଧ୍ୟରେ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ବରପାଲି ଠାରେ ଅନୁଷ୍ଠିତ ହୋଇଥିବା ୫୧ ତମ ରାଜ୍ୟସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ୨୦୨୪ରେ ସରକାରୀ ଉଚ୍ଚ ବିଦ୍ୟାଳୟ ବନାଇମୁଣ୍ଡା (ଏସ୍‌.ଏସ୍‌.ଡ଼ି)ର ବିଜ୍ଞାନ ଶିକ୍ଷକ
Read More...

ଚାକିରି ସର୍ତ୍ତାବଳୀ ଏବଂ ପେନସନ ଦାବିରେ ରାଜରାସ୍ତାକୁ ଓହ୍ଲାଇବ ୪୮୮ ବର୍ଗ ଶିକ୍ଷକ ଓ କର୍ମଚାରୀ ସଂଘ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନିଯୁକ୍ତି ଦିନକୁ ଭିତ୍ତି କରି ଚାକିରି ସର୍ତ୍ତାବଳୀ ଓ ପେନସନ ଦାବୀରେ ନିଖିଳ ଓଡ଼ିଶା ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ (୪୮୮ ବର୍ଗ) ଶିକ୍ଷକ ଓ କର୍ମଚାରୀ ସଂଘ ଆସନ୍ତା ୨୬ ତାରିଖରେ ରାଜରାସ୍ତାକୁ ଓହ୍ଲାଇବ ବୋଲି ସଂଘର ସଭାପତି ମାନସ ପୁରୋହିତ ଏକ ପ୍ରେସ
Read More...