ଅଖିଳ ଭାରତୀୟ ସାହିତ୍ୟ ପରିଷଦ ରାଉରକେଲା ଶାଖାର ନବଗଠିତ କାର୍ଯ୍ୟକାରିଣୀ ସଦସ୍ୟଙ୍କୁ ଦାୟିତ୍ଵ ବଣ୍ଟନ
ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ ରାଉରକେଲା ଶାଖାର ନବଗଠିତ କାର୍ଯ୍ୟକାରିଣୀ ସଦସ୍ୟଙ୍କ ମଧ୍ୟରେ ଦାୟିତ୍ଵ ବଣ୍ଟନ କରାଯାଇଛି । ଝିରପାଣି ସ୍ଥିତ ଡ. ସୁଷମା ମୋଦୀଙ୍କ ବାସଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଅଧ୍ୟାପକ କରୁଣାକର ପାଟ୍ଟଶାଣୀ କାର୍ଯ୍ୟକ୍ରମ!-->…
Read More...
Read More...