Yearly Archives

2024

ପ୍ରଧାନ ବଂଶର ନୂଆଁଖାଇ ଭେଟ୍‌ଘାଟ୍‌ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଜାମୁଟପାଲି ଗ୍ରାମର ସାରଙ୍ଗପୁରିଆ ଘରେ ବାରଙ୍ଗପାଳିଆ ପଧାନ ବଂଶଧର ଭାଇମାନେ ଦୀର୍ଘ ଦିନରୁ ନୂଆଁଖାଇ ପର୍ବକୁ ମିଳିମିଶି ଏକତ୍ର ହୋଇ ୨୦ ଘର ପରିବାର ନୂଆଁଖାଇ ଆସୁଅଛନ୍ତି । ତାଙ୍କର ପୂର୍ବ ପୁରୁଷ ମହାଦେବ ପଧାନ ଆଜକୁ
Read More...

ସ୍ୱରାଗିଣୀର ମା’ ଖୁଦୁରୁକୁଣୀ ମେଲଣ ଆସନ୍ତା ୧୬ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ସ୍ୱରାଗିଣୀର ତୃତୀୟ ମା' ଖୁଦୁରକୁଣୀ ମେଲଣ ଚଳିତ ମାସ ଆସନ୍ତା ୧୬ ତାରିଖ ଦିନ ସେକ୍ଟର ୨୦, ଡି ବ୍ଲକ୍ ସ୍ଥିତ ଶ୍ରୀ ଶ୍ରୀ ସୋମନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହେବ ବୋଲି ଅନୁଷ୍ଠାନ ତରଫରୁ ରାଉରକେଲା
Read More...

ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ଅବସରପ୍ରାପ୍ତ ଅଧିକାରୀଙ୍କ ପରଲୋକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ଅବସରପ୍ରାପ୍ତ ଅଧିକାରୀ ଲଳିତ ମୋହନ ମହାକୁରଙ୍କ ୭୦ ବର୍ଷ ବୟସରେ ଗତ ରାତ୍ରିରେ ହୃଦଘାତରେ ଦେହାନ୍ତ ହୋଇଯାଇଛି । ଗତ ରାତିରେ ଅଚାନକ ତାଙ୍କ ସ୍ଵାସ୍ଥ୍ୟାବସ୍ଥା ବିଗିଡିବାରୁ ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା
Read More...

ନୂଆଁଖାଇରେ ମାଁ ମାହେଶ୍ୱରୀ ସେନା ତରଫରୁ ଖାଦ୍ୟ ବଣ୍ଟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପଶ୍ଚିମ ଓଡିଶାର ତିହାର ନୂଆଁଖାଇ ଉଧେ ମାଁ ମାହେଶ୍ୱରୀ ସେନା ତରଫରୁ ବଲାଙ୍ଗିର ଜିଲ୍ଲାର ଭୀମଭୋଇ ମେଡିକାଲ ହସ୍ପିଟାଲ ଏବଂ ସୋନପୁର ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟରେ ମାଗଣା ଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡିଶାର ଗଣପର୍ବ
Read More...

ଯୁରାବନ୍ଧ କପିଳେଶ୍ଵର ଯୁବକ ସଂଘ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଯୁରାବନ୍ଧ ଗ୍ରାମରେ ଥିବା କପିଳେଶ୍ଵର ଯୁବକ ସଂଘ ଆନୁକୂଳ୍ୟରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ସମ୍ମାନିତ
Read More...

ସାପ କାମୁଡାରେ ୩ ଭଉଣୀ ମୃତ : ବାପା ଗୁରୁତର

ବୌଦ୍ଧ : ବୌଦ୍ଧ ଆଦର୍ଶ ଥାନା ବଘିଆପଡ଼ା ଫାଣ୍ଡି ଚେରୁଆପାଲି ଗାଁରେ ଅଭାବନୀୟ ଘଟଣା । ଶୋଇଥିବା ବେଳେ ସାପ କାମୁଡାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ରାତିରେ ଖାଇ ସାରି
Read More...

ବାଇକ୍‌ – ଟ୍ରକ୍‌ ମୁହାମୁହିଁ ଧକ୍କା : ୨ ମୃତ

ଭଦ୍ରକ : ୧୬ ନମ୍ୱର ଜାତୀୟ ରାଜପଥର ଭଦ୍ରକ ଟାଉନ ଥାନା ଅଧୀନ ବନ୍ତ ଛକ ନିକଟରେ ଦୁର୍ଘଟଣା । ବିଳମ୍ବିତ ରାତିରେ ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌ । ବାଇକରେ ଥିବା ଆରୋହୀଙ୍କ ମଧ୍ୟରୁ ୨ ମୃତ । ମୃତକ ମଧ୍ୟରେ ଭଦ୍ରକ ପଥରଆଡ଼ି ଓ ବରିକପୂର ଅଞ୍ଚଳର ୨ ଜଣ ଯୁବକ ଥିଲେ । ତେବେ ବାଇକ୍‌ରେ ୨ ଜଣ
Read More...

ସି. ପି. ଆଇ. ଏମ୍.ର ମହା ଅଧିବେଶନ ଏପ୍ରିଲରେ

ରାଉରକେଲା, (ସସ୍ମିତା ପ୍ରଧାନ) : ସି. ପି. ଆଇ. ଏମ୍.ର ପାର୍ଟି କଂଗ୍ରେସ ବା ଜାତୀୟ ମହାଧିବେଶନ ଆସନ୍ତା ୨ରୁ ୬ ଏପ୍ରିଲ ୨୦୨୫ ତାମିଲନାଡୁର ମଦୁରାଇ ଠାରେ ଅନୁଷ୍ଠିତ ହେବାକୁ ଯାଉଛି । ଏହି ମହାଧିବେଶନ ପୂର୍ବରୁ ପାର୍ଟିର ସମସ୍ତ ୟୁନିଟ୍‌ ବା ଶାଖା କମିଟି ଠାରୁ, ଆଂଚଳିକ କମିଟି, ଜିଲ୍ଲା
Read More...

ନୂଆଁଖାଇର ହାର୍ଦ୍ଦିକ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୃଷିଭିତ୍ତିକ ପର୍ବ ନୂଆଁଖାଇ ଅବସରରେ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି । ଶ୍ରୀ ମୋଦୀ ଦେଶର ଚାଷୀଙ୍କ ପ୍ରତି କୃତଜ୍ଞତା ବ୍ୟକ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି : 'ନୂଆଁଖାଇ ଜୁହାର୍' ନୂଆଁଖାଇର ବିଶେଷ
Read More...

ଜରୁରୀକାଳୀନ ସେବା ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରତିବର୍ଷ ସେପ୍ଟେମ୍ୱର ୯ରେ 'ଜରୁରୀକାଳୀନ ସେବା ଦିବସ' ପାଳନ କରାଯାଏ । ଏହି ଦିବସ ପାଳନର ଉଦ୍ଧେଶ୍ୟ ହେଉଛି ଜାତୀୟ ସ୍ୱାସ୍ଥ୍ୟ ସେବା ଏବଂ ଜରୁରୀକାଳୀନ ସେବାରେ ଯେଉଁ ମାନେ କାର୍ଯ୍ୟରତ ସେହି ମାନଙ୍କୁ ସହଯୋଗର ହାତ ବଢାଇବା । ଏହି ଦିବସ ପାଳନ
Read More...