ବାଲିଗୁଡାରେ ଗଣେଷ ପୂଜା ପାଳିତ : ନୂତନ ଛାତ୍ରଛାତ୍ରୀଙ୍କୁ ଖଡ଼ି ଛୁଆଁଗଲା
ଚର୍ଚ୍ଚାରେ ୧୭ ଫୁଟିଆ ଗଣେଷ ମୂର୍ତ୍ତି ପୂଜା
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ସିଦ୍ଧି ପ୍ରଦାୟକ ଶ୍ରୀ ଶ୍ରୀ ଗଜାନନଙ୍କ ପୂଜନୋତ୍ସବ ଯଥା ରୀତିନୀତି ଅନୁସାରେ ପାଳିତ ହୋଇଯାଇଛି । ଏହି ଅବସରରେ ଟାଉନ୍ର ସମସ୍ତ!-->!-->!-->…
Read More...
Read More...