Yearly Archives

2024

ଆଧାର କାର୍ଡରେ ମୋବାଇଲ ନମ୍ବର ଲିଙ୍କ ଜରୁରୀ ନୁହେଁ

କୋରାପୁଟ, (ସୁନାମ ହନ୍ତାଳ) : ସୁଭଦ୍ରା ଯୋଜନାରେ ଆଧାର କାର୍ଡରେ ମୋବାଇଲ ନମ୍ବର ଲିଙ୍କ ନିମନ୍ତେ ବିଭିନ୍ନ ମୋ' ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ମହିଳାଙ୍କ ଭିଡ ଲାଗି ରହୁଥିଲା । ଆଧାର କାର୍ଡରେ ମୋବାଇଲ ନମ୍ବର ଲିଙ୍କ ଜରୁରୀ ନୁହେଁ ବୋଲି ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ଆଜି ଏକ
Read More...

ଭିଡିଓ କନ୍‌ଫରେନ୍ସିଂ ଜରିଆରେ ‘ଜଳ ସଞ୍ଚୟ ଜନ ଭାଗିଦାରୀ’ ଅଭିଯାନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ…

'ଜଳ ସଂରକ୍ଷଣ ଏବଂ ପ୍ରକୃତି ସଂରକ୍ଷଣର ଅନନ୍ୟ ଅଭିଯାନ ଭାରତରେ ଜନଭାଗିଦାରୀ ଏବଂ ଜନ ଆନ୍ଦୋଳନ ସହିତ ଚାଲିଛି'ଜଳ ସଂରକ୍ଷଣ କେବଳ ଏକ ନୀତି ନୁହେଁ, ଏହା ଏକ ପ୍ରୟାସ ଏବଂ ଏକ ଗୁଣ ମଧ୍ୟଭାରତୀୟମାନେ ଜଳକୁ ଭଗବାନଙ୍କ ରୂପ, ନଦୀଗୁଡ଼ିକୁ ଦେବୀ ଏବଂ ସରୋବରକୁ ଦେବତାଙ୍କ ବାସସ୍ଥାନ ଭାବରେ
Read More...

ଭିଜିଲାନ୍ସ ଜାଲରେ ଗୋପାଳପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜଣେ ଛାତ୍ରୀଙ୍କୁ ଗୋପାଳପୁର ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଥମ ବର୍ଷରେ ନାମ ଲେଖାଇବା ଏବଂ ପରୀକ୍ଷାରେ ସହଯୋଗ କରିବାପାଇଁ ଅଧ୍ୟକ୍ଷ ନବୀନ କୁମାର ସାହୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ।
Read More...

ନୂଆଁଖାଇ କପ୍ ଫୁଟବଲ୍ ଟୂର୍ଣାମେଣ୍ଟ

ଆଗଲପୁର, (ସୁଶୀଳ କୁମାର ମିଶ୍ର) : ଆଗଲପୁର ବ୍ଳକ ମୁରସୁଣ ସ୍ପୋର୍ଟସ ଆସୋସିଏସନ୍ ଦ୍ଵାରା ଆୟୋଜିତ ନୂଆଁଖାଇ କପ୍ ଫୁଟବଲ୍ ଟୂର୍ଣାମେଣ୍ଟର ସେମି ଫାଇନାଲ ଖେଳ ଶେଷହୋଇଛି । ବଲାଙ୍ଗିର ଜିଲ୍ଲା କ୍ରୀଡ଼ା ସଂସଦର ଫୁଟବଲ ସମ୍ପାଦକ ହେମନ୍ତ କୁମାର ବେହେରା ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ
Read More...

ସ୍ୱର୍ଗତ ବ୍ରହ୍ମଚାରୀ ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକ ଉତ୍ସବ

ଜଟଣୀ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଦିବଙ୍ଗତ ବ୍ରହ୍ମଚାରୀ ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକ ଉତ୍ସବ ବେଣାପାଞ୍ଜୁରୀ ଗ୍ରାମସ୍ଥିତ ତାଙ୍କ ବାସଭବନ ସମ୍ମୁଖରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସ୍ମୁତି ଚାରଣ ଓ ଶ୍ରଦ୍ଧାଞ୍ଜଳି ସଭାରେ ବହୁ ମାନ୍ୟଗଣ ବ୍ୟକ୍ତି
Read More...

ସିଙ୍ଗାପୁରର ବ୍ୟବସାୟୀ ମୁଖ୍ୟଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଞ୍ଜି ନିବେଶ, ଭିତ୍ତିଭୂମି, ଉତ୍ପାଦନ, ଶକ୍ତି, ସ୍ଥାୟୀତା ଏବଂ ଲଜିଷ୍ଟିକ୍ସ ସମେତ ସିଙ୍ଗାପୁରର ବିଭିନ୍ନ କ୍ଷେତ୍ରର ଅଗ୍ରଣୀ ସିଇଓମାନଙ୍କର ଏକ ଦଳ ସହିତ ଆଲୋଚନା କରିଛନ୍ତି । ଉପପ୍ରଧାନମନ୍ତ୍ରୀ ମହାମହିମ ଗାନ୍ କିମ୍ ୟୋଙ୍ଗ
Read More...

ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସିଙ୍ଗାପୁରର ରାଷ୍ଟ୍ରପତି ମହାମହିମ ଥାର୍ମନ ଶନମୁଗରତ୍ନମଙ୍କ ସହ ସାକ୍ଷାତ କରିଛନ୍ତି । ଭାରତ-ସିଙ୍ଗାପୁର ସହଭାଗୀତା ପ୍ରତି ରାଷ୍ଟ୍ରପତି ଥାର୍ମନଙ୍କ ଉତ୍ସାହପୂର୍ଣ୍ଣ ସହଯୋଗକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ । ଉଭୟ
Read More...

ସିଙ୍ଗାପୁରରେ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ର, ଓଡ଼ିଶାର ପ୍ରଶିକ୍ଷାର୍ଥୀଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ସିଙ୍ଗାପୁର ଗସ୍ତ ଅବସରରେ ଦକ୍ଷତା ବିକାଶ ତାଲିମ୍‌ ନେଉଥିବା ପ୍ରଶିକ୍ଷାର୍ଥୀମାନଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି । ବର୍ତ୍ତମାନ ସିଙ୍ଗାପୁର ଗସ୍ତରେ ଯାଇଥିବା ଓଡ଼ିଶାସ୍ଥିତ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରର
Read More...

ରାଜ୍ୟରେ ପ୍ରବଳ ବର୍ଷା : ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଭୁବନେଶ୍ୱର, କଟକ ସମେତ ଓଡିଶାର ୭ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମଧରଣର ବର୍ଷା ହେବ । ସେହିପରି କନ୍ଧମାଳ,
Read More...

ଯୁବକଙ୍କୁ ଗୁଳି ମାରି ୨ ଦୁର୍ବୃତ୍ତ ଫେରାର୍‌

ଝାରସୁଗୁଡା : ଝାରସୁଗୁଡା ସହରରେ ଫୁଟିଛି ଗୁଳି କାଣ୍ଡ । ଘରେ ପଶି ଯୁବକଙ୍କୁ ଗୁଳି ମାରି ୨ ଦୁର୍ବୃତ୍ତ ଫେରାର୍‌ । ଶାନ୍ତି ନଗରରେ ରହୁଥିବା ରାକେଶ ଓରାମ ଘରେ ପଶି ୨ ଜଣ ଗୁଳି ଫୁଟାଇଥିଲେ । । ରାକେଶର କାନ୍ଧରେ ବାଜିଛି ଗୁଳି । ଫଳରେ ସେ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
Read More...