ପୁରେନାରେ ଗୁରୁ ଦିବସ ପାଳିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପୁରେନା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପୁରେନା ପରିସର ମଧ୍ୟରେ ପ୍ରଧାନ ଶିକ୍ଷକ ରେଣୁଧର ସାହୁଙ୍କ ସଭାପତିତ୍ୱରେ ଗୁରୁ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ ଶିକ୍ଷକ ପ୍ରମୋଦ ନାଥ । ସର୍ବ ପ୍ରଥମେ ଡ. ସର୍ବପଲ୍ଲୀ!-->…
Read More...
Read More...