ଆସନ୍ତା ୯ ତାରିଖ ଯାଏଁ ରାଜ୍ୟର ପ୍ରବଳ ବର୍ଷା
ଭୁବନେଶ୍ୱର : ପଶ୍ଚିମକେନ୍ଦ୍ରୀୟ ତଥା ପାଶ୍ୱବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୫ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଆଣିବ ବଡ଼ ବର୍ଷା । ତେବେ ଏହାର ପ୍ରଭାବରେ ବଢିବ ବର୍ଷାର ପରିମାଣ । ଦକ୍ଷିଣରୁ ଉପକୂଳ ଓଡ଼ିଶା!-->…
Read More...
Read More...