ଜିଲ୍ଲା ବରିଷ୍ଠ ନାଗରିକ ସଂଘ ବଲାଙ୍ଗିରର କାର୍ଯ୍ୟକାରିଣୀ ବୈଠକ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଟିକ୍ରାପଡା ଗାନ୍ଧୀପାଠାଗାର, ଟିକ୍ରାପଡା ବଲାଙ୍ଗିର ଠାରେ ଜିଲ୍ଲା ବରିଷ୍ଠ ନାଗରିକ ସଂଘ ବଲାଙ୍ଗିରର ଏକ କାର୍ଯ୍ୟକାରିଣୀ ବୈଠକ ସଂପାଦକ ବସନ୍ତ କୁମାର ଆଚାର୍ଯ୍ୟଙ୍କ ଅନୁରୋଧ କ୍ରମେ ଘାସିରାମ ମିଶ୍ରଙ୍କ ଅଧ୍ୟକ୍ଷତାରେ ସ୍ୱତନ୍ତ୍ର ଅତିଥି ଗଣଙ୍କ!-->…
Read More...
Read More...