Yearly Archives

2024

କିଶାନ କଂଗ୍ରେସର ଦେଓଗାଁର ବିଭନ୍ନ ମଣ୍ଡି ପରିଦର୍ଶନ

ଜିଲ୍ଲା ସାରା ଚାଲିଛି କଟନି ଛଟନି ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ବଲାଙ୍ଗିର ଜିଲ୍ଲା କିଶାନ କଂଗ୍ରେସ କମିଟି ଅଧ୍ୟକ୍ଷ ସାନନ୍ଦ ମିଶ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳି ଦେଓଗାଁ ବ୍ଲକର ଜରାସିଂହା, କୁତୁର୍ଲା, ସାରସମାଲ
Read More...

ଆଦ୍ୟାଶକ୍ତି ନାରୀ ସଂଗଠନର ପ୍ରତିଷ୍ଠା ଦିବସ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଆଦ୍ୟାଶକ୍ତି ନାରୀ ସଂଗଠନର ୧୪ତମ ପ୍ରତିଷ୍ଠା ଦିବସ ସଭାପତି ମାଳତୀ ଉଦ୍‌ଗାତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପାର୍ବଣରେ ସମାଜସେବୀ ଶାନ୍ତିଲତା ବହିଦାର ମୁଖ୍ୟ ଅତିଥି, ଅବସରପ୍ରାପ୍ତ ପ୍ରଧାନ
Read More...

ଝରିଆଲ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅଭିଯୋଗ ଶୁଣାଣି ଶିବିର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଝରିଆଲ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଗ୍ରାମପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଝରିଆଲ ଗ୍ରାମ ପଞ୍ଚାୟତ ସରପଞ୍ଚ ଭରଦ୍ୱାଜ ଗହୀରଙ୍କ ସଭାପତିତ୍ୱରେ
Read More...

ବ୍ଲକ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ସଭାଗୃହ ଠାରେ ବଲାଙ୍ଗିର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଏବଂ ଆରକ୍ଷୀ ଅଧିକ୍ଷକ
Read More...

ଜେଏସ୍‌ଏମ୍‌ କଲେଜର ବାର୍ଷିକ ଉତ୍ସବ ପାଳିତ

ଶିକ୍ଷା ପାଠ୍ୟପୁସ୍ତକରେ ସୀମିତ ନୁହେଁ : ନିରଞ୍ଜନ ବିଶି ବଲାଙ୍ଗିର, (କେପିଏନ୍‌ଏସ୍‌) : ବର୍ତ୍ତମାନ ସମୟରେ ଛାତ୍ରଛାତ୍ରୀମାନଙ୍କୁ ଉଚ୍ଚ ଶିକ୍ଷା, ଉନ୍ନତ ଶିକ୍ଷା, ଦକ୍ଷତା ବୃଦ୍ଧି ଶିକ୍ଷା, ବୃତ୍ତିଗତ ଶିକ୍ଷା ଗ୍ରହଣ କରିବାର ଆବଶ୍ୟକତା ରହିଛି । ଛାତ୍ରଛାତ୍ରୀମାନେ ସେମାନଙ୍କର
Read More...

ଦଣ୍ଡ ଜ୍ଞାନସାଗର ସମ୍ମାନରେ ସମ୍ମାନୀତ ହେଲେ ରମାକାନ୍ତ ବିଶି

ଟିଟିଲାଗଡ଼, (କେପିଏନ୍‌ଏସ୍‌) : ରାଧା ଭୂମିକାରେ ଅଭିନୟ କରି ଓଡିଶାର ଘରେ ଘରେ ପରିଚିତ ଯୁବ ଦଣ୍ଡ କଳାକାର ରମାକାନ୍ତ ବିଶି "ଦଣ୍ଡ ଜ୍ଞାନ ସାଗର " ସମ୍ମାନରେ ସମ୍ମାନିତ ହେଇଛନ୍ତି । ଗତ ୨୬ ତାରିଖରେ ଟିଟିଲାଗଡ଼ର ସିହିନି ଗ୍ରାମରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଲାଲ ବାହାଦୁର
Read More...

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ପାଠାଗାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ଡ଼ଃ ଶକ୍ତିପ୍ରସାଦ ସାମନ୍ତରାୟଙ୍କ ଅଧ୍ୟକ୍ଷତା, ସାଂସ୍କୃତିକ ସମ୍ପାଦିକା
Read More...

ସଟ ସର୍କିଟରେ ଜଳି ଗଲା ମିକ୍ସଚର୍ ଫ୍ୟାକ୍ଟ୍ରି :୧୦ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ସାମଗ୍ରୀ ଜଳିପୋଡି ପାଉଁଶ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନୁଆସାହିରେ ଗତ ଶନିବାର ବିଳମ୍ବିତ ରାତ୍ରରେ ଏକ ମିକ୍ଚର ଫ୍ୟାକ୍ଟିରରେ ଅଗ୍ନିକାଣ୍ଡ ଘଟିବାରୁ ୧୦ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ସାମଗ୍ରୀ ଜଳି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି । ସୂଚନା ପ୍ରକାରେ ପ୍ରତିଦିନ
Read More...

ଶୀତକାଳୀନ ଶିବିର ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଚାଲିଥିବା ପଞ୍ଚଦିବସୀୟ ଶୀତ କାଳୀନ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏହି ଶିବିରରେ ଲାଲ ବାହାଦୁର ଶାସ୍ତ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ରଜା ପଡ଼ା ପ୍ରାଥମିକ ବିଦ୍ୟାଳୟ ଓ ସରକାରୀ ବାଳିକା ଉଚ୍ଚ
Read More...

ଖେରଟ ଗ୍ରାମରେ ପ୍ରେମ ସମ୍ପର୍କରୁ ଜଣେ ୧୯ବର୍ଷୀୟା ଯୁବତୀଙ୍କୁ ଅପହରଣ ଅଭିଯୋଗ : ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ପତ୍ରାପାଲି(ଖ) ପଞ୍ଚାୟତ ଖେରଟ ଗ୍ରାମର ଜଣେ ୧୯ବର୍ଷୀୟା ଯୁବତୀ(୧୯)ଙ୍କୁ ପ୍ରେମ ସମ୍ପର୍କରୁ ଅପହରଣ ଅଭିଯୋଗରେ ଗ୍ରାମର ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ପୁଲିସ ରବିବାର କୋର୍ଟ ଚାଲାଣ କରିଛି । ଗିରଫ ଦୁଇ ଯୁବକ
Read More...