Yearly Archives

2024

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ ବାର୍ତ୍ତାଳାପ କଲେ ନେଦରଲାଣ୍ଡର ପ୍ରଧାନମନ୍ତ୍ରୀ ଡିକ୍ ସ୍କୁଫ

ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଥିବା ଭରସାଯୋଗ୍ୟ ଓ ବହୁମୂଲ୍ୟ ସଂପର୍କ କଥା ଦୋହରାଇଲେ ଉଭୟ ନେତାଦ୍ୱିପାକ୍ଷିକ ସହଯୋଗିତାକୁ ଆହୁରୁ ସୁଦୃଢ କରିବା ଉପରେ ଉଭୟ ନେତାଙ୍କ ଆଲୋଚନା ଭୁବନେଶ୍ୱର, (ପିଆଇବି) : ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ ବାର୍ତ୍ତାଳାପ କରିଛନ୍ତି
Read More...

‘ଜାତୀୟ ସଂଖ୍ୟାଲଘୁ ଶିକ୍ଷାନୁଷ୍ଠାନ ଆୟୋଗ’ର ୨୦ତମ ପ୍ରତିଷ୍ଠା ଦିବସରେ କେନ୍ଦ୍ରମନ୍ତ୍ରୀ

• ଜାତି କି ଧର୍ମ ନୁହେଁ, ପ୍ରତ୍ୟେକ ଭାରତୀୟଙ୍କ ପ୍ରଚେଷ୍ଟାରେ ‘ବିକଶିତ ଭାରତ’ର ସ୍ୱପ୍ନ ହେବ ସାକାର - ଧର୍ମେନ୍ଦ୍ର ପ୍ରଧାନ• ସମ୍ବିଧାନ ହିଁ ଦେଶର ସଂଖ୍ୟାଲଘୁମାନଙ୍କୁ ସମ୍ମାନର ସହ ଜୀବନ ଯାପନ କରିବାର ଅଧିକାର ଦେଇଛି• ଶିକ୍ଷା ମାଧ୍ୟମରେ ସଂଖ୍ୟାଲଘୁମାନଙ୍କ ଜୀବନରେ ଉନ୍ନତି ଆଣିବା ପାଇଁ
Read More...

ଛାତ୍ରୀ ନିବାସରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ମାଁ ମାଣିକେଶ୍ୱରୀ ବିଶ୍ଵବିଦ୍ୟାଳୟର ଇନ୍ଦ୍ରାବତୀ ଛାତ୍ରୀ ନିବାସରେ ଯୁକ୍ତଦୁଇ ପ୍ରଥମ ବର୍ଷର ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ଜଣାପଡ଼ିଛି । ଛାତ୍ରୀଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ପାରିନଥିବା ବେଳେ
Read More...

ପ୍ରାଥମିକ କୃଷି ସମବାୟ ସମିତି କର୍ମଚାରୀ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରାଥମିକ କୃଷି ସମବାୟ ସମିତି କର୍ମଚାରୀ ସଂଘ ଆସ୍କା ସମବାୟ ସମିତି ପକ୍ଷରୁ ସମାନ କାମକୁ ସମାନ ଦରମା ପ୍ରଦାନ ଦାବୀରେ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଗଣଧାରଣାରେ ୧୯୨ଟି ସମବାୟ ସମିତି
Read More...

ଅଖିଳ ଭାରତୀୟ ଅଗ୍ରୱାଲ ମହାସଭା ଓଡ଼ିଶାର ପୁନର୍ବାର ପ୍ରାନ୍ତୀୟ ମିଡିଆ ପ୍ରଭାରୀ ହେଲେ ପୱନ ଅଗ୍ରୱାଲ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଟିଟିଲାଗଡ଼ ସହର ଠାରେ ଅଖିଳ ଭାରତୀୟ ଅଗ୍ରୱାଲ ମହାସଭାର ପ୍ରାନ୍ତୀୟ ଅଧିବେଶନ ତଥା ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାିଛି । ଅଖିଳ ଭାରତୀୟ ଅଗ୍ରୱାଲ ମହାସଭା ରାଷ୍ଟ୍ରୀୟ ଅଧ୍ୟକ୍ଷ ସତୀଶ ଅଗ୍ରୱାଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ
Read More...

ଗ୍ରାସୀମ କମ୍ପାନୀ ତରଫରୁ ବୃଦ୍ଧାବୃଦ୍ଧଙ୍କୁ ଶୀତବସ୍ତ୍ର ବଣ୍ଟନ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ଅନ୍ତର୍ଗତ ପୁଇଁତୋଳା ଗ୍ରାମ ସଂସ୍କୃତିକ ଗୃହରେ ଗ୍ରାସୀମ କମ୍ପାନୀ ପକ୍ଷରୁ ନିଃସହ୍ୟ ଗରିବ ଵୃଦ୍ଧା ବରିଷ୍ଠ ବ୍ୟକ୍ତିଙ୍କୁ ଶୀତ ବସ୍ତ୍ର ବଣ୍ଟନ କରାଯାଇଥିଲା । କମ୍ପାନୀ ୟୁନିଟ୍‌ ହେଡ଼ ଅଜୟ କୁମାର ଗୁପ୍ତା, ହେ୍ଚ.ଆର୍‌ ନିରଜ ପଟ୍ଟନାୟକ,
Read More...

୨୨ତମ ଆମନ୍ତ୍ରଣ ନକଆଉଟ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ୨୨ତମ ଆମନ୍ତ୍ରଣ ନକଆଉଟ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ, ଜଲଦା ତରଫରୁ ଜଲଦା ସି ବ୍ଲକ ପଡ଼ିଆ ଠାରେ ଆରମ୍ଭ ହୋଇଛି । ଏହି ପ୍ରତିଯୋଗିତା ଆସନ୍ତା ୨୨ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ବେଳେ ଏଥିରେ ଜିଲ୍ଲାର ୧୬ଟି ଟିମ୍ ଅଂଶଗ୍ରହଣ କରିଛନ୍ତି । ଟୁର୍ଣ୍ଣାମେଣ୍ଟର
Read More...

ଜାନୁୟାରୀ ୫ରୁ ୧୬ତମ ମଠଖାଇ ମହୋତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ମହାଲକ୍ଷ୍ମୀ ନଗର ସ୍ଥିତ ସଂସ୍କୃତି ମଣ୍ଡପଠାରେ ମଠଖାଇ ମହୋତ୍ସବର ପ୍ରଚାର କମିଟିର ଏକ ପ୍ରସ୍ତୁତି ବୈଠକ ଆୟୋଜିତ ହୋଇଯାଇଛି । ଭୂମିକାର ବରିଷ୍ଠ ସଭ୍ୟ ବୀରେନ୍ଦ୍ର ବନଛୋରଙ୍କ ସଭାପତିତ୍ୱରେ ଏହି ପ୍ରସ୍ତୁତି ବୈଠକରେ ପ୍ରଚାର କମିଟିର ରୂପରେଖ
Read More...

ସଇଁତଳା ଥାନା ପୋଲିସର ବଡ଼ ସଫଳତା : ୪୩ ଲିଟର ବିଦେଶୀ ମଦ ସହ ୨ ଗିରଫ

ସଇଁତଳା, (ଲକ୍ଷ୍ମୀକାନ୍ତ ସାହୁ) : ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା । ସ୍ଥାନୀୟ ବାଦିପଡ଼ା ରାସ୍ତାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ବିପୁଳ ପରିମାଣରେ ବିଦେଶୀ ମଦ ଜବତ କରିବାରେ ସଫଳ ହୋଇଛି ସଇଁତଳା ଥାନା ପୋଲିସ । ସଇଁତଳାରେ ଥିବା ଏକ ବିଦେଶୀ ମଦ ଦୋକାନରୁ
Read More...

ଡିସେମ୍ବର ୨୦, ୨୧ ଓ ୨୨ ତାରିଖରେ ଆର୍‌.ସି.ସି.ଆଇ ପକ୍ଷରୁ ବିଜନେସ୍ କନକ୍ଲେଭ ୨୦୨୪

୬୦ଟି ଷ୍ଟଲରେ ଶୋଭାମଣ୍ଡିତ ହେବ ବିମାନବନ୍ଦର ନିକଟସ୍ଥ ପ୍ରଦର୍ଶନୀ ପଡିଆ ରାଉରକେଲା, (ସସ୍ମିତା ପ୍ରଧାନ) : ଚଳିତ ମାସ ୨୦, ୨୧ ଓ ୨୨ ତାରିଖ ୩ ଦିନଧରି ରାଉରକେଲା ବିମାନ ବନ୍ଦର ନିକଟସ୍ଥ ପ୍ରଦର୍ଶନୀ ପଡ଼ିଆ ଠାରେ ରାଉରକେଲା ଚ୍ୟାମ୍ବର ଅଫ୍ କମର୍ସ ଏଣ୍ଡ ଇଣ୍ଡଷ୍ଟ୍ରି ପକ୍ଷରୁ ବିଜନେସ୍
Read More...