Yearly Archives

2024

ରୋତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ “ମାଟିର ମଣିଷ” ଉପନ୍ୟାସ…

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ "ମାଟିର ମଣିଷ" ଉପନ୍ୟାସ ସଂପର୍କିତ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ବିଭାଗ ମୁଖ୍ୟ ପ୍ରମୋଦ କୁମାର ଦାଶଙ୍କ ସଭାପତିତ୍ୱରେ…
Read More...

ରାଉରକେଲାରେ ଚାଲିଥିବା ବିଭିନ୍ନ ଲୋକାଭିମୁଖୀ ଯୋଜନା ଓ ପ୍ରକଳ୍ପ ଗୁଡ଼ିକର ସ୍ଥିତି ସମୀକ୍ଷା କଲେ ଉପବାଚସ୍ପତି

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଅଧ୍ୟକ୍ଷତାରେ ରାଉରକେଲା ମହାନଗର ନିଗମ କାର୍ଯ୍ୟାଳୟରେ ଥିବା ସଭାଗୃହରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷତା କରି ମାନ୍ୟବର ଉପବାଚସ୍ପତି ରାଉରକେଲା ସହରାଞ୍ଚଳରେ ଚାଲିଥିବା…
Read More...

ପାଟଣାଗଡ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ଡିଜିଟାଲ ସକ୍ରିୟ ସଦସ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାଟଣାଗଡ଼, (କେପିଏନ୍‌ଏସ୍‌) : ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ପାଟଣାଗଡ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ପାଟଣାଗଡ ପୂର୍ବତନ ବିଧାୟକ ସରୋଜ ମେହେରଙ୍କ ଉପସ୍ଥିତିରେ ଡିଜିଟାଲ ସକ୍ରିୟ ସଦସ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ…
Read More...

ଝାନ୍‌ସୀ ରାଣୀ ଲକ୍ଷ୍ମୀବାଇ ଆତ୍ମରକ୍ଷା ଓ ବର୍ଣ୍ଣାଳୀ ତାଲିମ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଝାନ୍‌ସୀ ରାଣୀ ଲକ୍ଷ୍ମୀବାଇ ଆତ୍ମରକ୍ଷା ଓ ବର୍ଣ୍ଣାଳୀ ତାଲିମ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏହି ଉଦ୍‌ଯାପନୀ ସଭା ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଗୋପାଳଜୀ ପ୍ରସାଦ…
Read More...

ମହାମାୟା ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ମହାମାୟା ପବ୍ଲିକ ସ୍କୁଲର ଦଶମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ଏଥିରେ ନର୍ସରୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀ ଭାଗ ନେଇ ଦୌଡ଼, ହାଇଜମ୍ପ, ଲଙ୍ଗଜମ୍ପ, ସର୍ଟଫୁଟ, ସ୍ପୁନରେସ, ମେଥ…
Read More...

ମହାକୁମ୍ଭ ମେଳା ଅବସରରେ ରେଳବାଇରେ ମାଗଣା ଯାତ୍ରା ସମ୍ବନ୍ଧରେ ସ୍ପଷ୍ଟିକରଣ

ନୂଆଦିଲ୍ଲୀ, (ପିଆଇବି) : ବିଶ୍ୱପ୍ରସିଦ୍ଧ ମହାକୁମ୍ଭ ମେଳା ଲାଗି ଯାତ୍ରୀମାନେ ରେଳପଥରେ ମାଗଣା ଯାତ୍ରା କରିପାରିବେ ବୋଲି କିଛି ଗଣମାଧ୍ୟମ ଦ୍ୱାରା ପ୍ରକାଶିତ ଖବରକୁ ରେଳ ମନ୍ତ୍ରଣାଳୟ ଖଣ୍ଡନ କରିଛି । ଏପ୍ରକାର ଖବର ମିଥ୍ୟା ଓ ବିଭ୍ରାନ୍ତିକର ବୋଲି ରେଳବାଇ ପକ୍ଷରୁ କୁହାଯାଇଛି । ବିନା…
Read More...

ରାଜସ୍ଥାନର ଜୟପୁରଠାରେ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ‘ଏକ ବର୍ଷ –…

ରାଜସ୍ଥାନରେ ୪୬,୩୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଶକ୍ତି, ସଡ଼କ, ରେଳବାଇ ଏବଂ ଜଳ ସମ୍ବନ୍ଧୀୟ ୨୪ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି : ପ୍ରଧାନମନ୍ତ୍ରୀକେନ୍ଦ୍ର ଓ ରାଜ୍ୟ ସରକାର ଆଜି ସୁଶାସନର ପ୍ରତୀକ ପାଲଟିଛନ୍ତି : ପ୍ରଧାନମନ୍ତ୍ରୀଏହି ୧୦ ବର୍ଷ ମଧ୍ୟରେ ଆମେ ଦେଶର…
Read More...

ଟିଟିଲାଗଡ଼ କଂଗ୍ରେସ ତରଫରୁ ଆଇଜିଙ୍କ ନିକଟକୁ ଦାବିପତ୍ର

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଦିନକୁ ଦିନ ଟିଟିଲାଗଡ଼ ସହର ବଢିବାକୁ ଲାଗିଛି । ଅପରାଧ ଓ ଅପରାଧୀଙ୍କୁ ନିୟନ୍ତ୍ରଣ ଓ ଅସୁବିଧା ସମୟରେ ଅତି ଶୀଘ୍ର ଉପସ୍ଥିତ ରହିବା ପୋଲିସ ପ୍ରଶାସନ ପାଇଁ ନିତ୍ୟାନ୍ତ ଆବଶ୍ୟକ । ସହରର ଜନସଂଖ୍ୟା ୬୦ ହଜାରରୁ ଅଧିକ ହୋଇସାରିଛି । ଅପର ପକ୍ଷରେ ବିଭିନ୍ନ…
Read More...

ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ଅସହାୟଙ୍କୁ କମ୍ବଳ ବଣ୍ଟନ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଲାୟନ୍ସ କ୍ଲବ ସଦାବେଳେ ବିଭିନ୍ନ ସେବାକାର୍ଯ୍ୟ ହାତକୁ ନେଇଥାଏ । ଚଳିତ ବର୍ଷ ଶୀତର ପ୍ରକୋପ କିଛି ଦିନ ହେଲା ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଆଖି ଆଗରେ ରଖି ଟିଟିଲାଗଡ଼ ଲାୟନ୍ସ କ୍ଲବ ସଭାପତି ଗଙ୍ଗାଧର ଶର୍ମାଙ୍କ ନେତୃତ୍ୱରେ ଏବଂ ଆବାସ ଖାଁଙ୍କ…
Read More...

ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକ ଅନ୍ତର୍ଗତ ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଦୁର୍ଯ୍ୟୋାଧନ ପଶାୟତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଯାଇଥିବା ସଭାରେ ମୁଖ୍ୟଅତିଥି ଭାବରେ ମୁର୍ଷୁଣ୍ଡ ସରପଂଚ ରଥି ସାହୁ, ସାଲେଭଟା…
Read More...