ଦେଓଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୪ତମ ବାର୍ଷିକ କ୍ରୀଡ଼ା ଉଦ୍ଯାପିତ
ଦେଓଗାଁ, (ମନୀଷ କୁମାର ସାହୁ) : ଗତ ସୋମବାର ଦିନରୁ ଦେଓଗାଁ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆରମ୍ଭ ହୋଇଥିବା ୩୪ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଆଜି ଉଦ୍ଯାପିତ ହୋଇଯାଇଛି । ଏହି ଉଦ୍ଯାପନୀ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଉପମନ୍ୟୁ ବାଗ ସଭାପତିତ୍ୱ!-->…
Read More...
Read More...