Yearly Archives

2024

କାରଗିଲ ବିଜୟ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୭ ସ୍ଥିତ ମୁକବଧିର ବିଦ୍ୟାଳୟ ଠାରେ କାରଗିଲ ବିଜୟ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷା କଳ୍ପନା ମହନ୍ତଙ୍କ ସଭାପତିତ୍ୱ ଓ ବିଦ୍ୟାଳୟର ପ୍ରଶାସକ ସମାଜସେବୀ ସରୋଜ କୁମାର ମହାନ୍ତିଙ୍କ ଆବାହକତ୍ଵ ତଥା ସଂଯୋଜନାରେ ଆୟୋଜିତ ଏହି…
Read More...

ବରଗଡ଼ ମହିଳା ସମିତି ପକ୍ଷରୁ କାରଗିଲ ବିଜୟ ଦିବସ ପାଳିତ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ ମହିଳା ସମିତି ତରଫରୁ ୨୫ତମ କାରଗିଲ ବିଜୟ ଦିବସ ଅବସରରେ ଭାରତୀୟ ସେନାମାନଙ୍କ ବଳିଦାନ ସ୍ମୃତିଚାରଣ ପୂର୍ବକ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଆଜି ସନ୍ଧ୍ୟାରେ ସମିତିର ସଭାଗୃହ ଠାରେ ସଭାପତି ହରଜିନ୍ଦର୍ କୌରଙ୍କ ସଭାପତିତ୍ୱରେ…
Read More...

ରୋଟାରୀ କ୍ଲବ ଅଫ୍‌ ରାଉରକେଲାର ସ୍ଥାପନା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍‌ ରାଉରକେଲାର ୬୭ତମ ସ୍ଥାପନ ସମାରୋହ ଇତିମଧ୍ୟରେ ସ୍ଥାନୀୟ ରାଉରକେଲା କ୍ଲବ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ପିଡିଜି ରୋଟାରୀୟାନ୍‌ ରଂଜିତ ସାଇନି, ଏଫ୍‌. ସି. ମହାନ୍ତି, ଆଇ. ପି. ଡି. ଜି. ମଞ୍ଜିତ ସିଂ ଅରୋରା ଏବଂ ଅମିତ…
Read More...

ବିଭାଗ ସଙ୍ଗୀତ କାର୍ଯ୍ୟଶାଳା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହା ଠାରେ ବିଭାଗ ସଙ୍ଗୀତ କାର୍ଯ୍ୟଶାଳା ଆୟୋଜିତ ହୋଇଯାଇଛି । ପ୍ରଧାନ ଆଚାର୍ଯ୍ୟ ଶିବ ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶଙ୍କର ବେହେରା ଯୋଗଦେଇଥିବା ବେଳେ…
Read More...

ଓଡିଶା ଫଟୋଗ୍ରାଫି ସିଣ୍ଡିକେଟ୍ ଗଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶାର ଫଟୋଗ୍ରାଫର ବନ୍ଧୁଙ୍କୁ ସଂଘବଦ୍ଧ ତଥା ସମସ୍ତଙ୍କ ମଧ୍ୟରେ ଐକ୍ୟବଦ୍ଧତା ରଖିବା ଉଦ୍ଦେଶ୍ୟରେ ରଶ୍ମୀରଞ୍ଜନ ଦାଶଙ୍କ ଆହ୍ଵାନ କ୍ରମେ ଓଡ଼ିଶାର ପ୍ରତ୍ୟେକ ଜିଲ୍ଲାରୁ ଫଟୋଗ୍ରାଫର ବନ୍ଧୁମାନେ ପୁରୀ ଜିଲ୍ଲାରେ ଏକତ୍ରିତ ହୋଇ ଫଟୋଗ୍ରାଫିକୁ ନେଇ…
Read More...

ଶିକ୍ଷା ସପ୍ତାହ ଉପଲକ୍ଷେ ଦକ୍ଷତା ଓ ଡିଜିଟାଲ ପ୍ରୋତ୍ସାହନ ଦିବସ ପାଳନ

ଏସ. ରାମପୁର, (ସୁଶିଳ କୁମାର ମିଶ୍ର) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ କୁଶ ଦାଦର ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ସପ୍ତାହ ଉପଲକ୍ଷେ ଦକ୍ଷତା ଓ ଡିଜିଟାଲ ପ୍ରୋତ୍ସାହନ ଦିବସ ପାଳିତ ହୋଇଯାଇଛି । କମ୍ପ୍ୟୁଟର ଓ ପ୍ରଯୁକ୍ତି ବିଦ୍ୟାକୁ ପ୍ରୋତ୍ସାହନ ଦେବା ଓ ଶିକ୍ଷା ସହିତ ଯୋଡିବା…
Read More...

ଦ୍ୱିତୀୟ ଦିନରେ ବଲାଙ୍ଗିର ଜିଲ୍ଲା ବ୍ୟାଡମିଣ୍ଟନ ଚାମ୍ପିୟାନସିପ୍

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ଇନ୍‌ଡୋର ଷ୍ଟାଡିୟମ୍‌ରେ ଚାଲିଥିବା ଜିଲ୍ଲା ବ୍ୟାଡମିଣ୍ଟନ ଚାମ୍ପିୟାନସିପ୍ ଆଜି ଦ୍ୱିତୀୟ ଦିନରେ ପହଞ୍ଚିଛି । ଗତ ୨୫ ତାରିଖରେ ଚାଲିଥିବା ଏହି ଚାମ୍ପିୟାନସିପ୍ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ । ଖବର ଲେଖାଯିବା…
Read More...

ବଲାଙ୍ଗିର ପୂର୍ବତନ ସୈନିକ ସଂଘ କାର୍ଯ୍ୟାଳୟରେ ୨୫ତମ କାରଗିଲ ବିଜୟ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୂର୍ବତନ ସୈନିକ ସଂଘ କାର୍ଯ୍ୟାଳୟରେ ୨୫ତମ କାରଗିଲ ବିଜୟ ଦିବସ ପାଳିତ ହୋଇଯାଇଛି । ସଂଘର ସମ୍ପାଦକ ପ୍ରତାପ ଚନ୍ଦ୍ର ରଥଙ୍କ ପରିଚାଳନାରେ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ଭାବରେ ପୌର ପରିଷଦର ପୌରଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ସମ୍ମାନିତ…
Read More...

ଭୁବନେଶ୍ୱର ରେଳ ଷ୍ଟେସନରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ

ଭୁବନେଶ୍ୱର : ଭୁବନେଶ୍ୱର ରେଳ ଷ୍ଟେସନରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ଟ୍ରେନ୍‌ର ଗୋଟିଏ କୋଚ୍ ସମ୍ପୂର୍ଣ୍ଣ ଭାବେ ଟ୍ରାକ୍‌ ଉପରେ ପଡ଼ିରହିଛି । ଟ୍ରେନ୍ ଲାଇନଚ୍ୟୁତ ହେବାର କାରଣ ଅସ୍ପଷ୍ଟ ରହିଛି । ସୌଭାଗ୍ୟବଶତଃ ନିକଟରେ ଥିବା ପାସେଞ୍ଜର ଟ୍ରେନ୍ ଟ୍ରାକ୍ କିମ୍ବା ଯାତ୍ରୀଙ୍କର…
Read More...

ଡି. ଆଇ. ଇ. ଟି. ବଲାଙ୍ଗିରରେ ଶିକ୍ଷା ସପ୍ତାହ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶିକ୍ଷା ସପ୍ତାହ ପାଳନ ଅବସରରେ ଜିଲ୍ଲା - ଶିକ୍ଷା ପ୍ରଶିକ୍ଷଣ ଓ ପ୍ରତିଷ୍ଠାନରେ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ (ଏଫ୍‌ଏଲ୍‌ଏନ୍‌) ଦିବସ ପାଳିତ ହୋଇଛି । ଉତ୍ସବରେ ଆଦ୍ୟ-ଶୈଶବ ସ୍ତରର ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନର ଅପରିହାର୍ଯ୍ୟତା ଉପରେ ଗୁରୁତ୍ୱ…
Read More...