Yearly Archives

2024

ବ୍ଲକସ୍ତରୀୟ ୭୭ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ସର୍ବସାଧାରଣ ଖେଳ ପଡିଆ ଠାରେ ହେବାକୁ ଥିବା ବ୍ଲକସ୍ତରୀୟ ୭୭ତମ ସ୍ୱାଧୀନତା ଦିବସ ପାଳନ ପାଇଁ ଆଜି ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଲୟ ଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ…
Read More...

ଗୋରୁ ମାଂସ ବୋଝେଇ ନଅ ନମ୍ବର କ୍ୟାଣ୍ଟନର୍ ଛତ୍ରପୁରରେ ଜବତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ଡିଆର୍‌ଡିଏ ଛକ ନିକଟରେ ଆଜି ସକାଳେ ଏକ ଗୋମାଂସ ବୋଝେଇ ଟ୍ରକ୍‌ ଜବତ ହୋଇଛି । ଏହା କଟକରୁ ହାଇଦ୍ରାବାଦକୁ ଯାଉଥିଲା ବୋଲି ଜଣାପଡିଛି । ଜବତ କ୍ୟାଣ୍ଟନର୍ ଚୁଙ୍ଗୁଡ଼ି ଟ୍ରକ୍ ବୋଝେଇ ନାମରେ ଜି.ଏସ୍.ଟି ବିଲ୍ ଦର୍ଶାଯାଇଛି ।…
Read More...

ଗୋମାଂସ ବୋଝେଇ ଟ୍ରକ୍‌ ଜବତ : ୨ ଗିରଫ

କଟକ : ଏଥର ଗୋଚାଲାଣ ନୁହେଁ ବରଂ ସିଧାସଳଖ ବାହାରକୁ ଚାଲାଣ ହେଉଛି ଗୋମାଂସ । କଟକ ତିଗିରିଆ ଅଞ୍ଚଳରୁ ପଶ୍ଚିମବଙ୍ଗ ଚାଲାଣ ହେଉଥିବା ବେଳେ ୫୫ ନମ୍ବର ଜାତୀୟ ରାଜପଥ ଖୁଣ୍ଟୁଣି ନିକଟରେ ଗୋମାଂସ ବୋଝେଇ ଟ୍ରକ୍‌କୁ କାବୁ କରିଛନ୍ତି ସ୍ଥାନୀୟ ଲୋକେ । ଏହାପରେ ଉକ୍ତ ଟ୍ରକ୍‌କୁ ପୋଲିସ ଜିମା…
Read More...

ଭିଜିଲାନ୍ସ ପନ୍‌ଝା ଥି ଲୋୟର୍‌ ସୁକତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ : ଯେତେ ଆଁଚ୍‌ରିଲେ ସେତେ ବାହାରୁଛେ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଲୋୟର୍‌ ସୁକତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କର୍‌ ଘରେ ଭିଜିଲାନ୍ସ ରେଡ୍ ଥି ଯେତେ ଆଁଚ୍‌ରିଲେ ସେତେ ବାହାରୁଛେ ସଂପତ୍ତି । ସବୁଠାନୁ ବଡ୍‌ କଥା ହେଲା, କୁବେର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କର୍‌…
Read More...

ମଦ୍ୟପ ପୁଅର ମାଡ଼ରେ ମାଁଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ : ବାପା ଗୁରୁତର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଭାନପୁର ପଞ୍ଚାୟତ ଅନ୍ତର୍ଗତ ଝାଙ୍କରପାଲି ଗ୍ରାମରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଯାହାକି ମାଁ ଏବଂ ପୁଅର ସମ୍ପର୍କରେ ଲାଗିଛି ରକ୍ତର ଛିଟା । ସୂଚନା ଅନୁଯାୟୀ ଝାଙ୍କରପାଲି ଗ୍ରାମର ଖେତ୍ର ବରିହା(୩୩)…
Read More...

ଆଜି ରାଜ୍ୟରେ ପ୍ରବଳ ବର୍ଷା : ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ମୌସୁମୀ ପ୍ରଭାବରେ ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା । ଉତ୍ତରରୁ ଦକ୍ଷିଣ, ପୂର୍ବରୁ ପଶ୍ଚିମ ସବୁଠି ବର୍ଷା ଜାରି ରହିଛି । ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେପଟେ ରାଜଧାନୀ ଦିଲ୍ଲୀରେ ପୁଣି ଜଳ ପ୍ରଳୟ । ଭୀଷଣ…
Read More...

ଭୁକ୍ତା ଜନତା ହାଇସ୍କୁଲରେ ଶିକ୍ଷା ସପ୍ତାହ ଉପଲକ୍ଷେ କ୍ରୀଡ଼ା ଦିବସ

ବରଗଡ଼ : ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ଶିକ୍ଷା ସପ୍ତାହ ପାଳନ ଅବସରରେ କ୍ରୀଡା ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବିଦ୍ୟାଳୟରେ…
Read More...

ରେଳଷ୍ଟେସନ୍‌ର ପାର୍ସଲ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ରାଉରକେଲା : ରେଳଷ୍ଟେସନ୍‌ର ପାର୍ସଲ କାର୍ଯ୍ୟାଳୟରେ ରାତି ପ୍ରାୟ ସାଢ଼େ ୧୨ଟାରେ ଅଗ୍ନିକାଣ୍ଡ ଘଟିଛି । ନିଆଁରେ କିଛି ପାର୍ସଲ ଜଳିଯାଇଥିବା ଜଣାପଡିଛି । କେଉଁ କାରଣରୁ ଏହି ନିଆଁ ଲାଗିଛି ତାହା ସ୍ପଷ୍ଟ ହୋଇନି । ଆର୍‌ପିଏଫ୍‌ ଯବାନ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ କାବୁ କରିବାକୁ…
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୨ ମୃତ, ଜଣେ ଆହତ

ଖୋର୍ଦ୍ଧା : ୧୬ ନମ୍ବର ଜାତୀୟ ରାଜପଥରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେ‌ଳେ ଜଣେ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, ୧୬ ନମ୍ବର ଜାତୀୟ ରାଜପଥର ଧୁଆଁଳ, ବିଶୁଣ୍ଡିହ ନିକଟରେ ଏହି ସଡ଼କ ଦୁର୍ଘଟଣା ଘଟିଛି । ଆହତଙ୍କୁ ଭୁବନେଶ୍ୱର…
Read More...

ମୃତ୍ତିକା ସଂରକ୍ଷଣ ବିଭାଗର ଚେକ୍‌ଡେମ୍‌ ନିର୍ମାଣରେ ଦୁର୍ନୀତିର ଗନ୍ଧ ଅଭିଯୋଗ : ୬ ମାସ ନ ଯାଉଣୁ ଧରାଶାୟୀ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ୍ ସୁବର୍ଣ୍ଣଗିରି ପଞ୍ଚାୟତର ପାଜୀକିରି ଓ ସିନ୍ଦିଗୁଡ଼ା ଗ୍ରାମରେ ଦୁର୍ନୀତିର ଗନ୍ଧ ବାରି ହୋଇଛି । ଜଳ ସଂଗୃହୀତ ଓ ମୃତ୍ତିକା ସଂରକ୍ଷଣ ବାବଦକୁ ଆସିଥିବା ୧ କୋଟିରୁ ଅଧିକ…
Read More...