Yearly Archives

2024

ଶ୍ରୀମନ୍ଦିରରେ ଆଜି ହେବ ମହାପ୍ରଭୁଙ୍କ ବନକଲାଗି : ୩ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଭୁବନେଶ୍ୱର : ଶ୍ରୀମନ୍ଦିରରେ ଆଜି ହେବ ମହାପ୍ରଭୁଙ୍କ ବନକଲାଗି । ଏହି ନୀତି ପାଇଁ ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ରୁ ରାତି ୯ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଦତ୍ତମହାପାତ୍ର ସେବକ ଶ୍ରୀଜୀଉଙ୍କ ଶ୍ରୀମୁଖ ସିଂହାର…
Read More...

୨୦୨୪-୨୦୨୫ କେନ୍ଦ୍ର ବଜେଟ୍‌ର ସାରାଂଶ

ଭାରତର ମୁଦ୍ରାସ୍ଫୀତି ସ୍ଥିର ରହିଛି ଏବଂ ୪ ପ୍ରତିଶତ ଲକ୍ଷ୍ୟ ଆଡ଼କୁ ଗତି କରୁଛି୫ ବର୍ଷରେ ୪.୧ କୋଟି ଯୁବକଯୁବତୀଙ୍କୁ ରୋଜଗାର, ଦକ୍ଷତା ଏବଂ ଅନ୍ୟାନ୍ୟ ସୁଯୋଗ ଯୋଗାଇଦେବା ପାଇଁ ୫ଟି ଯୋଜନା ଓ ପଦକ୍ଷେପକୁ ନେଇ ୨ ଲକ୍ଷ କୋଟି ଟଙ୍କାର ପ୍ରଧାନମନ୍ତ୍ରୀ ପ୍ୟାକେଜ୍'ବିକଶିତ ଭାରତ' ଅଭିଯାନ…
Read More...

ସୁନ୍ଦରଗଡ଼ ଜିଲ୍ଲା ସୀମାନ୍ତରେ ଲାଗିଛି ମାଓ ପୋଷ୍ଟର

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ସୀମାନ୍ତ ଝାଡ଼ଖଣ୍ଡ ରାଜ୍ୟର ପଶ୍ଚିମ ସିଂହଭୂମ ଜିଲ୍ଲାର କରେଇକେଲା ଠାରେ ସିପିଆଇ ମାଓବାଦୀଙ୍କ ପକ୍ଷରୁ ପୋଷ୍ଟର ଓ ବ୍ୟାନର ଲଗାଯାଇଥିବା ଜଣାପଡ଼ିଛି । ଏହି ପୋଷ୍ଟର ଓ ବ୍ୟାନର ମାଧ୍ୟମରେ ମାଓବାଦୀମାନେ ଆସନ୍ତା ଜୁଲାଇ ୨୫ ତାରିଖ ଦିନ ଝାଡ଼ଖଣ୍ଡ ଏବଂ ବିହାର…
Read More...

ବନ ବିଭାଗର ବଡ଼ ଧରଣର ଚଢ଼ଉ‌ : ଘଟଗାଁ ସାନ୍ତରାପୁର ଗ୍ରାମରେ ୭ ଟ୍ରିପରୁ ଅଧିକ କାଠ ଜବତ

ଘଟଗାଁ : କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ସାନ୍ତରାପୁର ଗ୍ରାମରେ ଡିଏଫ୍‌ଓଙ୍କ ତତ୍ୱାବଧାନରେ ସାନ୍ତରାପୁର ଗ୍ରାମରେ ବନ ବିଭାଗର ବଡ଼ ଧରଣର ଚଢ଼ଉ‌ କରିଛି । ଘଟଣା ସ୍ଥଳରେ ୧୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ରହିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୭ ଟ୍ରିପରୁ ଅଧିକ କାଠ ଜବତ ହୋଇଥିବା…
Read More...

ଚୋରା ବାଇକ୍‌ ଜବତ କଲା ପୋଲିସ : ୩ ଗିରଫ

ରାୟଗଡ଼ା : ରାୟଗଡ଼ାରେ ୪ଟି ଚୋରି ବାଇକ୍‌ ଜବତ କରିଛି ଗୁଣପୁର ପୋଲିସ୍ । ବାଇକ୍‌ ଚୋରି ଘଟଣାରେ ୨ ନାବାଳକ ସହ ଜଣେ ଯୁବକକୁ ଗିରଫ କରିଛି ପୋଲିସ । ଗିରଫ ଯୁବକ ଜଣକ ଣକ ଗୁଣପୁର ଆମ୍ବେଦକର କଲୋନୀର କୁନାଲ ମିଶାଲ(୨୬) ବୋଲି ଜଣାପଡିଛି । ୪ଟି ବାଇକ୍‌ ମଧ୍ୟରୁ ଗୋଟିଏ ବାଇକ୍‌ ବିଶାଖାପାଟଣାର…
Read More...

ସୋହେଲା ବ୍ଲକ କୁଲତା ସମାଜର ଜରୁରୀ ବୈଠକ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ସୋହେଲା ବ୍ଲକର କୁଲତା ସମାଜ ତରଫରୁ ସ୍ଥାନୀୟ ଲମ୍ବରୁପାଲି ରାମଚଣ୍ଡୀ ପିଠ ଠାରେ ଏକ ଜରୁରୀ ବୈଠକ ସମାଜର ବରିଷ୍ଠ ସଦସ୍ୟ ଅଶ୍ୱିନୀ କୁମାର ପାତ୍ରଙ୍କ ଅବାହକତ୍ୱରେ ଆୟୋଜିତ ହୋଇଯାଇଛି । ୨୦ଟି ପଂଚାୟତର ୪୦ଟି ଗ୍ରାମରୁ ମନୋନୀତ ହୋଇ ଆସିଥିବା…
Read More...

ପୂଜ୍ୟପୂଜା ସେବା ସଂଗଠନର ବୃକ୍ଷରୋପଣ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଷ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୂଜ୍ୟପୂଜା ସେବା ସଂଗଠନ ଓ କଳାହାଣ୍ଡି ଜିଲ୍ଲାର ମଦନପୁର ରାମପୁର ନିକଟସ୍ଥ କଢେଲ ଗ୍ରାମର ଜୟ ଜଗନ୍ନାଥ ଆଶ୍ରମର ମିଳିତ ଉଦ୍ୟମରେ ଜୟ ଜଗନ୍ନାଥ ଆଶ୍ରମରେ ସଭାପତି କେଶବ ଚନ୍ଦ୍ର ମିଶ୍ରଙ୍କ ନେତୃତ୍ୱରେ ଏକ…
Read More...

ମାଣ୍ଡୋସିଲ ଗ୍ରାମର ପିଙ୍କୁ ସାହୁଙ୍କ ହତ୍ୟାକାଣ୍ଡରେ ଆହୁରି ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ମାଣ୍ଡୋସିଲ ଗ୍ରାମର ବହୁ ଚର୍ଚ୍ଚିତ ପିଙ୍କୁ ସାହୁ ହତ୍ୟାକାଣ୍ଡ ଘଟଣାରେ ପୋଲିସ ଆଗରୁ ୩ ଜଣଙ୍କୁ ଗିରଫ କରିଥିବା ବେଳେ ସେହି ହତ୍ୟାକାଣ୍ଡରେ ଲିପ୍ତ ଥିବା ୨ ଜଣ ଅଭିଯୁକ୍ତଙ୍କୁ ପାଇକମାଲ ପୋଲିସ ଗିରଫ କରି ଆଜି କୋର୍ଟ…
Read More...

ଅନାସ୍ଥା ଭୋଟ୍‌ରେ ପଦବୀ ହରାଇଲେ ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦୀର୍ଘ ୪ ମାସ ଧରି ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବକୁ ନେଇ ଚାଲି ଥିବା ନାଟକର ଅନ୍ତ ଘଟିଛି । ମଙ୍ଗଳବାର ପ୍ରସ୍ତାବ ଉପରେ ଅନୁଷ୍ଠିତ ମତଦାନରେ ପରାଜିତ ହୋଇଛନ୍ତି ଅଧ୍ୟକ୍ଷା ସ୍ମିତାରାଣୀ ମହାନ୍ତି ।…
Read More...

ଅତିରିକ୍ତ ତହସିଲଦାର ନିଯୁକ୍ତି ନେଇ ଜିଲ୍ଲାପାଳଙ୍କୁ ଦାବିପତ୍ର

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀ ଗାଁରେ ଜଣେ ଅତିରିକ୍ତ ତହସିଲଦାରଙ୍କୁ ନିଯୁକ୍ତ କରିବା ପାଇଁ ଦାରିଙ୍ଗବାଡି ବ୍ଲକ ୧୧ ନମ୍ବର ଜୋନ୍‌ ଅନ୍ତର୍ଗତ ୮ଟି ପଞ୍ଚାୟତ ଜନପ୍ରତିନିଧି ମାନେ ମଙ୍ଗଳବାର…
Read More...