Yearly Archives

2024

ଆର୍‌. ଏସ୍. ଏସ୍. ଏବଂ ଗାଙ୍ଗପୁର ମଜଦୁର ମଞ୍ଚ ପକ୍ଷରୁ ଗଣବିକ୍ଷୋଭ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରେକଲା ଇସ୍ପାତ କାରଖାନାରେ ସ୍ୱୀକୃତି ନିର୍ବାଚନ ତୁରନ୍ତ କରାଯିବା ସହ ନିୟମ ଅନୁଯାଇ ସ୍ୱୀକୃତିପ୍ରାପ୍ତ ୟୁନିୟନର ଦାୟିତ୍ୱ ଦେବା ପାଇଁ ଗତକାଲି ରାଉରକେଲା ଶ୍ରମିକ ସଂଘ (ଆର୍‌ଏସ୍ଏସ୍) ଏବଂ ଗାଙ୍ଗପୁର ମଜ୍‌ଦୁର୍‌ ମଞ୍ଚ ପକ୍ଷରୁ ଏକ ବିଶାଳ ଗଣବିକ୍ଷୋଭ…
Read More...

ସ୍ୱଚ୍ଛସାଥୀ ଓ ସୁପରଭାଇଜର୍‌ ଜିଲ୍ଲାପାଳଙ୍କ ଦ୍ଵାରସ୍ଥ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଫେଇ ଓ ପରିମଳ କାର୍ଯ୍ୟରେ ନିୟୋଜିତ ସ୍ୱଚ୍ଛସାଥୀ ଓ ସୁପରଭାଇଜର୍‌ ବର୍ଦ୍ଧିତ ଦରମା ସମେତ ଅନ୍ୟାନ୍ୟ ଦାବି ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟି ଆଲୋଚନା କରିଛନ୍ତି ଓଡିଶା ସ୍ୱଚ୍ଛସାଥୀ ଓ ସୁପରଭାଇଜର୍‌ ସଂଘ । ରାଜ୍ୟର ବିଭିନ୍ନ ମହାନଗର ନିଗମ, ପୌରପରିଷଦ ଓ…
Read More...

ବଦଳିଲା ଆୟକର ସ୍ଲାବ୍‌ ରେଟ୍‌ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବଜେଟ୍‌ ଉପସ୍ଥାପନ

ନୂଆଦିଲ୍ଲୀ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍‌ ଉପସ୍ଥାପନ କରିଛନ୍ତି । ଦେଶର କୋଟି କୋଟି ଟିକସଦାତାଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ଅର୍ଥମନ୍ତ୍ରୀ । ଆୟକର ସ୍ଲାବ୍‌ରେ ପରିବର୍ତ୍ତନ କରି ଆୟକର ଦାତାଙ୍କୁ ଆଶ୍ୱସ୍ତି ଦେଇଛନ୍ତି…
Read More...

ଆସନ୍ତା ୨୯ରେ ବିଧାନସଭା ଘେରାଉ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନିଖିଳ ଓଡିଶା ପୌର ୱାର୍ଡ କୋର୍ଡିନେଟର ୟୁନିଅନ୍‌ ୩ ଦଫା ଦାବି ନେଇ ଆସନ୍ତା ୨୯ ତାରିଖ ଦିନ ବିଧାନସଭା ଘେରାଉ କରିବ । ବିଭିନ୍ନ ପ୍ରକାର ସରକାରୀ ସେବାରେ ୱାର୍ଡ କୋର୍ଡିନେଟର ମାନଙ୍କୁ ନିଯୁକ୍ତ କରାଯାଉଥିଲେ ହେଁ ସେମାନଙ୍କୁ ପାରିତୋଷିକ ବା ଦରମା ପ୍ରଦାନ…
Read More...

ଆସନ୍ତା ୪ ଦିନ ଯାଏଁ ବର୍ଷାରେ ଭିଜିବ ସାରା ଓଡ଼ିଶା : ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଆସନ୍ତା ୪ ଦିନ ଯାଏଁ ବର୍ଷାରେ ଭିଜିବ ସାରା ଓଡ଼ିଶା । କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କେଉଁଠି ପ୍ରବଳ ବର୍ଷିପାରେ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆସନ୍ତା ୩ ଘଣ୍ଟା ମଧ୍ୟରେ ବୌଦ୍ଧ, କନ୍ଧମାଳ, ବଲାଙ୍ଗିର,…
Read More...

ଭାରସାମ୍ୟ ହରାଇ ଓଲଟିଲା ବୋଲ୍‌ବମ୍ ଭକ୍ତଙ୍କ ପିକ୍‌ଅପ୍ ଭ୍ୟାନ୍ : ୪ ଗୁରୁତର, ୧୦ ଆହତ

ଢେଙ୍କାନାଳ : ଭାରସାମ୍ୟ ହରାଇ ଓଲଟିଲା ବୋଲ୍‌ବମ୍ ଭକ୍ତଙ୍କୁ ନେଇ ଯାଉଥିବା ପିକ୍‌ଅପ୍ ଭ୍ୟାନ୍ । ୫୫ନଂ ଜାତୀୟ ରାଜପଥ ଢେଙ୍କାନାଳ ଜିଲ୍ଲା ତେନ୍ତୁଳିଆପଡା ଛକରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୪ ଜଣ ଗୁରୁତର ହୋଇଥିବା ହୋଇଥିବା ବେଳେ ପ୍ରାୟ ୧୦ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ…
Read More...

ବିଭାଗୀୟ ଯନ୍ତ୍ରୀ ଏବଂ ଠିକାଦାରଙ୍କ ମଧୁଚନ୍ଦ୍ରିକା ଯୋଗୁଁ ନିମ୍ନମାନର ବନ୍ଧ କାମକୁ ନେଇ ଚିନ୍ତିତ ଗ୍ରାମବାସୀ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ନଦୀବନ୍ଧର ସୁରକ୍ଷା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚରେ ବନ୍ଧ କାମ କରାଯାଉଛି । ହେଲେ ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ମନମୁଖୀ କାମ ଏବଂ ମଧୁଚନ୍ଦ୍ରିକା ଯୋଗୁ ନିମ୍ନମାନର କାମ ହେଉଥିବା ବେଳେ ଲୋକଙ୍କ ମଜୁରୀ ଏପର୍ଯ୍ୟନ୍ତ ମିଳିନଥିବା ଯୋଗୁଁ ହଇରାଣ…
Read More...

ଗଞ୍ଜାମ ଜିଲ୍ଲାପାଳଙ୍କ ଅନୁଷ୍ଠିତ ଶିବିର ଶୁଣାଣି

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଛି । ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଗଞ୍ଜାମ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଦିବ୍ୟଜ୍ୟୋତି…
Read More...

ବାଦୀପଡ଼ିଆ ଠାରେ ଅଙ୍ଗ ମୁଖ୍ୟ କେନାଲରେ ୨୦ ଫୁଟ୍‌ର ଘାଇ : ଚାଷୀ ପାଣିପାଇବାରୁ ବଂଚିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର -ସୋନପୁର ସୀମାନ୍ତ ବର୍ତ୍ତୀ ବାଦୀପଡ଼ିଆ ଠାରେ ଅଙ୍ଗ ମୁଖ୍ୟ କେନାଲରେ ୨୦ ଫୁଟ୍‌ର ଘାଇ ହୋଇଛି ଫଳରେ ଚାଷୀ ପାଣିପାଇବାରୁ ବଂଚିତ ହୋଇଛନ୍ତି । ସୂଚନା ଅନୁସାରେ ୧୯ ତାରିଖରେ ଗାଈଖାଇ ଡ୍ୟାମ୍‌ରୁ ଏହି କେନାଲରେ ପାଣି ଛଡ଼ାଯାଇଥିଲା ଏବଂ ଏହି ଦିନ…
Read More...

ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁ ପୂର୍ଣ୍ଣିମା ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରସ୍ଥ ଶ୍ରୀରାମନଗର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ସମ୍ଭାର ବିଦ୍ୟାଳୟରେ ବହୁ ଉତ୍ସାହ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି । ବିଦ୍ୟାଳୟର ସଭାପତି ଉପେନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତା କରିଥିଲେ ।…
Read More...