Yearly Archives

2024

ଆଜି ଓଡ଼ିଶାରେ ପ୍ରବଳ ବର୍ଷା : ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାଶ୍ୱର୍ବର୍ତ୍ତୀ ଝାଡ଼ଖଣ୍ଡ ଏବଂ ଓଡ଼ିଶାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ନୂଆପଡ଼ା, ବଲାଙ୍ଗିର ଓ କଳାହାଣ୍ଡିରେ ପ୍ରବଳ…
Read More...

ବାରିପଦାର ଘରୋଇ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ : ଅଳ୍ପକେ ବର୍ତ୍ତିଲେ ରୋଗୀ

ବାରିପଦା : ବାରିପଦା ସ୍ଥିତ ଘରୋଇ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ । ଭୋର୍ ୪ଟା ସମୟରେ ହସ୍ପିଟାଲ୍‌ର ଦ୍ଵିତୀୟ ମହଲାରେ ଥିବା ଆଇସିୟୁ ଡ୍ୟୁଟି ରୁମ୍‌ରେ ହଠାତ୍ ନିଆଁ ଲାଗିଯାଇଥିଲା । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ସୂଚନାନୁଯାୟୀ, ବାରିପଦା ଟାଉନ୍ ଥାନା ଅନ୍ତର୍ଗତ ସାଇ…
Read More...

ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀ ମୃତ

ଆସିକା: କୋଟିନଡ଼ା ଥାନା ଡିପ୍ଲଲ ସ୍କୁଲ ନିକଟରେ ମର୍ମଦୁନ୍ତ ଦୁର୍ଘଟଣା । ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ । ଟ୍ରକ୍ ଡ୍ରାଇଭର୍ ଅଟକ । ସୂଚନାନୁଯାୟୀ, କୋଟିନଡ଼ା ଥାନା ଅନ୍ତର୍ଗତ କେ. ନଚ୍ଛମନ ପଲ୍ଲୀର ପ୍ରଶାନ୍ତ କୁମାର ସ୍ୱାଇଁ (୨୩) ବ୍ରହ୍ମପୁରରୁ ବାଇକ୍‌ ଯୋଗେ ଘରକକୁ…
Read More...

ବିଶ୍ୱ ପ୍ଲାଷ୍ଟିକ୍ ସର୍ଜରୀ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପ୍ଲାଷ୍ଟିକ୍ ସର୍ଜରୀର ମହତ୍ତ୍ଵ ବିଷୟରେ ସାଧାରଣ ଲୋକଙ୍କୁ ଅବଗତ କରାଇବା ପାଇଁ ଆସୋସିଏସନ୍ ଅଫ୍ ପ୍ଲାଷ୍ଟିକ୍ ସର୍ଜନ ଅଫ୍ ଇଣ୍ଡିଆ (ଏପିଏସ୍ଇ)ର ତତ୍କାଳୀନ ସଭାପତି ଡକ୍ଟର ଏସ୍ ରାଜା ସବାପଥି ୨୦୧୧ରେ ପ୍ଲାଷ୍ଟିକ୍ ସର୍ଜରୀ ଦିବସ ପାଳନ ପ୍ରଥମେ ଆରମ୍ଭ…
Read More...

ଆଇନ ମହାବିଦ୍ୟାଳୟର ପୂରାତନ ଛାତ୍ରଛାତ୍ରୀ ମାନଙ୍କ ବୈଠକ 

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟ ଠାରେ କଲେଜର ପୂରାତନ ଛାତ୍ରଛାତ୍ରୀ ମାନଙ୍କର ପ୍ରଥମ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କଲେଜର ବହୁ ପୂରାତନ ଛାତ୍ରଛାତ୍ରୀ ଯୋଗଦେଇ ନିଜସ୍ୱ ଅନୁଭୂତି ପରିପ୍ରକାଶ କରିଥିଲେ । ଏହିକ୍ରମରେ…
Read More...

ମୁରିବାହାଲ ଅଞ୍ଚଳରୁ ବିଦ୍ୟୁତ୍ ତାର ଚୋରି ଘଟଣା : ଆଉ ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଗିରଫ ସଂଖ୍ୟା ୬କୁ ବୃଦ୍ଧିଜିଲ୍ଲାସାରା ବଡଧରଣର ରାକେଟ୍‌ ସକ୍ରିୟ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲାସାରା ଲଗାତାର ଚାଲିଥିବା ବିଦ୍ୟୁତ୍‌ ତାର ଚୋରି ସମ୍ପର୍କରେ ଏକ ବଡଧରଣର ରାକେଟ୍‌ ସକ୍ରିୟ ଥିବା ବାରମ୍ବାର ଅଭିଯୋଗ ହୋଇଆସୁଥିଲା । ପୂର୍ବର ଏକ ତାର ଚୋରି…
Read More...

ରତ୍ନ ଭଣ୍ଡାର ଖୋଲିବା ସହ ୧୪ ତାରିଖର ଅପୂର୍ବ ସଂଯୋଗ – ହେମନ୍ତ ପଣ୍ଡା

ପୂର୍ବରୁ ୧୯୮୫ ମସିହା ଜୁଲାଇ ୧୪ରେ ଖୋଲାଯାଇଥିଲା ଭିତର ରତ୍ନ ଭଣ୍ଡାର ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଶ୍ୱର କୋଟି କୋଟି ଜଗନ୍ନାଥ ପ୍ରେମୀମାନଙ୍କ ଭାବାବେଗକୁ ସମ୍ମାନ ଦେଇ ପରିଶେଷରେ ଶ୍ରୀମନ୍ଦିର ରତ୍ନ ଭଣ୍ଡାରକୁ ଖୋଲାଯାଇଛି । ପୂର୍ବରୁ ଶେଷଥର ପାଇଁ ଶ୍ରୀମନ୍ଦିର ଭିତର ରତ୍ନ…
Read More...

ଦୁର୍ଗାପାଲି ସ୍ୱାସ୍ଥ୍ୟ ଉପ କେନ୍ଦ୍ର ପକ୍ଷରୁ ନିଆରା ଢଙ୍ଗରେ ଯକ୍ଷ୍ମା ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଦୁର୍ଗାପାଲି ଠାରେ ଏକ ନିଆରା ଢଙ୍ଗରେ ଲୋକ ମାନଙ୍କୁ ଯକ୍ଷ୍ମା ଉପରେ ସଚେତନ କରାଯାଇଛି । ଦଣ୍ଡ ନୃତ୍ୟ ମାଧ୍ୟମରେ ଦୁର୍ଗାପାଲି ଠାରେ ଦୁର୍ଗାପାଲିର ସ୍ୱାସ୍ଥ୍ୟ ଉପକେନ୍ଦ୍ର ପକ୍ଷରୁ ସ୍ଥାନୀୟ ଲୋକଙ୍କୁ ସଚେତନ କରାଯାଇଛି । ଏହି କାଯ୍ୟକ୍ରମରେ ମହିଳା…
Read More...

ସରସରା ହାଇସ୍କୁଲର ୧୯୯୩ ବ୍ୟାଚ୍‌ର ବନ୍ଧୁ ମିଳନ

ପ୍ରକୃତିକୁ ବଞ୍ଚାଇବା ଆମର ପ୍ରଥମ ଦାୟିତ୍ଵ - ପ୍ରଦୀପ ପୁରୋହିତ ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ସରସରା ହାଇସ୍କୁଲର ୧୯୯୩ ମ୍ୟାଟ୍ରିକ୍‌ ବ୍ୟାଚ୍‌ର ସମସ୍ତ ବନ୍ଧୁ ମାନଙ୍କୁ ନେଇ ଐତିହାସିକ କିମ୍ବଦନ୍ତୀ ପୂର୍ଣ୍ଣ ଶୈବପୀଠ ଶ୍ରୀଶ୍ରୀ ଝାଡେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଏକ…
Read More...

ତୁଷୁରା ବଲାଙ୍ଗିରର ଆଶୁକବି ହେମନ୍ତ ଦାସଙ୍କୁ ଜ୍ଞାନ ପ୍ରକାଶ ସାହିତ୍ୟ ସମ୍ମାନ ୨୦୨୪ ନେସ୍‌ନାଲ୍‌ ଆୱାର୍ଡ ପ୍ରଦାନ

ତୁଷୁରା, (କେପିଏନ୍‌ଏସ୍‌) : ଜ୍ଞାନ ପ୍ରକାଶର ଅଷ୍ଟମ ଇଣ୍ଟର୍‌ଡିସିପ୍ଲିନାରୀ ନେସ୍‌ନାଲ୍ କନ୍‌ଫରେନ୍‌ସ ରବିବାର ପୂର୍ବାହ୍ନ ୧୦ଟାରୁ ସଂଧ୍ୟା ୬ଘ.୩୦ ମି. ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ଏକ ବର୍ଣ୍ଣାଢ଼୍ୟ ଉତ୍ସବରେ ମହାସମାରୋହରେ ପାଳିତ ହୋଇଯାଇଛି । ଜ୍ଞାନ…
Read More...