Yearly Archives

2024

ଉପମୁଖ୍ୟମନ୍ତ୍ରୀଙ୍କୁ ସାମ୍ବାଦିକ ସଂଘ ତରଫରୁ ସମ୍ବର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ତରଫରୁ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ଶିବପ୍ରସାଦ ପରିଡ଼ାଙ୍କ ସଭାପତିତ୍ୱରେ ଆୟୋଜିତ…
Read More...

୧୪ ତାରିଖରୁ ଘୂର୍ଣ୍ଣିବଳୟ : ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଆସନ୍ତା ୧୩ ତାରିଖରୁ ବର୍ଷା ପରିମାଣ ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉତ୍ତର ପଶ୍ଚିମ ଓ ପାଶ୍ୱର୍ବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୪ ତାରିଖ ପାଖାପାଖି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ଲଘୁଚାପ ରୂପ ମଧ୍ୟ ନେଇପାରେ । ଏହାର…
Read More...

ବଲାଙ୍ଗିର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଡିଏଫ୍‌ଓଙ୍କ ସମ୍ମିଳନୀ କକ୍ଷଠାରେ ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲାର ବିଭିନ୍ନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଉପମୁଖ୍ୟମନ୍ତ୍ରୀ ସମୀକ୍ଷା…
Read More...

ସାପ କାମୁଡ଼ାରେ ଜଣେ ବୃଦ୍ଧା ମୃତ

ନୂଆପଡ଼ା : ନୂଆପଡ଼ା ଜିଲ୍ଲା ବୋଡ଼େନ ଥାନା ଅନ୍ତର୍ଗତ ଲିଟିସର୍ଗି ପଞ୍ଚାୟତ ସ୍ଥିତ ଦହନାପାଲି ଗାଁର ଜଣେ ବୃଦ୍ଧାଙ୍କୁ ଏକ ବିଷଧର ସାପ କାମୁଡ଼ିବାରୁ ମୃତ୍ୟୁବରଣ କରିଛନ୍ତି । ଖବର ଅନୁସାରେ, ଦହନାପାଲି ଗାଁର କଳମେ ବେୱା (୭୦) ନାମକ ବୃଦ୍ଧା ଜଣକ ନିଜ ଗାଈ ଗୁହାଳକୁ ଗୋବର ଗୋଟେଇବାକୁ ଯାଇଥିବା…
Read More...

ବ୍ରହ୍ମନାଦ କଳା ପରିଷଦର ଭଜନ ସନ୍ଧ୍ୟା

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ କୋଏଲ ନଗର ସି ବ୍ଲକ୍ ସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ବ୍ରହ୍ମନାଦ କଳା ପରିଷଦ ତରଫରୁ ଏକ ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଶ୍ୱିନୀ କୁମାର ସିଂହ ଓ ଜ୍ୟୋସ୍ନା ନନ୍ଦଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…
Read More...

ସିଆଇଟିୟୁର ସର୍ବଭାରତୀୟ ଦାବି ଦିବସରେ ବିଶାଳ ଶ୍ରମିକ ଶୋଭାଯାତ୍ରା ଓ ବିକ୍ଷୋଭ

ରାଉରକେଲା, (ସସ୍ମିତା ପ୍ରଧାନ) : ସି. ଆଇ. ଟି. ୟୁ. କେନ୍ଦ୍ର କମିଟି ଆହ୍ୱାନରେ ଆଜି ଦେଶ ତମାମ ଶ୍ରମିକ, କୃଷକ ଓ ସାଧାରଣ ମେହନତି ମଣିଷର ୧୯ ଦଫା ଦାବିକୁ ନେଇ ଜିଲ୍ଲାପାଳ, ଉପଜିଲ୍ଲାପାଳ, ବ୍ଲକ୍ ସ୍ତରରେ ବିଡିଓଙ୍କ ଜରିଆରେ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଶୋଭାଯାତ୍ରା ଓ ବିକ୍ଷୋଭ…
Read More...

ଭିନ୍ନକ୍ଷମ ହିରୋ ସୁନାଙ୍କୁ ଆବାସ ଘର ସାତ ସପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର (ଡୁଡୁକା) ବ୍ଲକ କୁଟାସିଂହା ପଂଚାୟତ ଡୁଙ୍ଗୁରିପାଲି ଗାଁର ବାସିନ୍ଦା ହିରୋ ସୁନା (୩୭) ଜନ୍ମରୁ ସେ ଭିନ୍ନକ୍ଷମ ଅଟନ୍ତି । ଡାହାଣ ଗୋଡ଼ ସରୁ ହୋଇ ବାମ ଗୋଡ଼ରୁ ଛୋଟ ଥିବାରୁ ଠିକ୍‌ରେ ଚାଲି ପାରନ୍ତି ନାହିଁ କି କୌଣସି କାମ ଧନ୍ଦା…
Read More...

ସହ ଯୋଗ ଶିକ୍ଷକ ପ୍ରଶିକ୍ଷଣ ଜିଲ୍ଲାରେ ଶୁଭାରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ପତଞ୍ଜଳୀ ହରିଦ୍ଵାର ଯୋଗପୀଠ ନିର୍ଦ୍ଦେଶ ଅନୁସାରେ ଆଜି ଓଡ଼ିଶାର ସମସ୍ତ ଜିଲ୍ଲାରେ ସହ ଯୋଗ ଶିକ୍ଷକ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି । ଏହି ପରିପ୍ରେକ୍ଷୀରେ ସୁନ୍ଦରଗଡ଼ ଜିଲ୍ଲାରେ ସୁନ୍ଦରଗଡ ଜିଲ୍ଲା ପତଞ୍ଜଳୀ ଯୋଗ ପରିବାର ଆନୁକୁଲ୍ୟରେ ରାଉରକେଲା ଷ୍ଟିଲ…
Read More...

ବିଶ୍ୱ କାଗଜ ବ୍ୟାଗ୍ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରତିବର୍ଷ ୧୨ ଜୁଲାଇରେ 'ବିଶ୍ୱ କାଗଜ ବ୍ୟାଗ୍ ଦିବସ' ପାଳନ କରାଯାଏ । ଏହି ଦିବସ ପାଳନର ଉଦ୍ଧେଶ୍ୟ ହେଉଛି ପ୍ଲାଷ୍ଟିକ ବ୍ୟାଗ ବଦଳରେ କାଗଜ ବ୍ୟାଗ ବ୍ୟବହାର ବିଷୟରେ ସଚେତନତା ସୃଷ୍ଟି କରିବା । ଯେହେତୁ ଆମେ ପ୍ଲାଷ୍ଟିକ୍ ବ୍ୟାଗ୍‌ର ବିପଦ ବିଷୟରେ…
Read More...

ସାଂସଦ ପ୍ରଦୀପ ଓ ବିଧାୟକ ନୀହାରଙ୍କୁ ସମ୍ବର୍ଦ୍ଧିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଭେଡେନ ବ୍ଲକ ଥୁଆପାଲି ଛକ ଠାରେ ନୂତନ ଭାବେ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି ବରଗଡ ସାଂସଦ ପ୍ରଦୀପ କୁମାର ପୁରୋହିତ ଓ ଅତାବିରା ନିର୍ବାଚନ ମଣ୍ଡଳୀର ବିଧାୟକ ନୀହାର ରଞ୍ଜନ ମହାନନ୍ଦଙ୍କୁ ପୁଷ୍ପମାଲ୍ୟ ଓ ଅଙ୍ଗବସ୍ତ୍ର ଦେଇ…
Read More...