Yearly Archives

2024

ହେରା ପଞ୍ଚମୀରେ ଲକ୍ଷ୍ମୀ ଭାଙ୍ଗିଲେ ରଥ

ପଦ୍ମପୁର, (ନିରୋଜ କୁମାର ପାଣୀ) : ନୃସିଂହନାଥ ମନ୍ଦିରରୁ ମହାଲକ୍ଷ୍ମୀ ତାଙ୍କ ରଥରେ ବାହାରି ପାଇକମାଲ ମାଉସୀ ମାଁ ମନ୍ଦିର ନିକଟକୁ ଆସିଥିଲେ । ମାଉସା ମାଁ ଘର ସମୁଖରେ ଥିବା ମହାପ୍ରଭୁ ଜଗନ୍ନାଥଙ୍କ ରଥକୁ ରାଗରେ ଭାଙ୍ଗିଥିଲେ । ସ୍ୱିତିୟା ଦିନ ମହାପ୍ରଭୁ ଜଗନ୍ନାଥ ତାଙ୍କ ବଡଭାଇ,…
Read More...

ହାର୍‌ଭେଷ୍ଟ୍ ପ୍ଲସ୍ ବାୟୋ ଫର୍ଟିଫାଏଡ ଧାନ ବିହନ ବଣ୍ଟନ

ବିଜେପୁର, (ହେମନ୍ତ ସାହୁ) : ବରଗଡ଼ ଜିଲ୍ଲା ବିଜେପୁର ସ୍ଥିତ ସବୁଜିମା କୃଷକ ଉତ୍ପାଦକ କମ୍ପାନୀ ପକ୍ଷରୁ ହାର୍‌ଭେଷ୍ଟ୍ ପ୍ଲସ୍ ଓ ମହାଶକ୍ତି ଫାଉଣ୍ଡେସନ୍‌ର ମିଳିତ ସହଯୋଗରେ ବାୟୋ ଫର୍ଟିଫାଏଡ ଉତ୍ପାଦିତ ଉନ୍ନତମାନର ଧାନ ବିହନ ଚାଷୀ ମାନଙ୍କୁ ବଣ୍ଟନ କରାଯାଇଥିଲା । ଉତ୍ପାଦକ କମ୍ପାନୀର…
Read More...

ସହକାରୀ ସଚିବ ଭାବେ ଅବସ୍ଥାପିତ ୨୦୨୨ ବ୍ୟାଚ୍‌ର ଆଇଏଏସ୍ ଶିକ୍ଷାନବୀସଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ସମସ୍ତ ଅଧିକାରୀଙ୍କୁ ପରିପୂର୍ଣ୍ଣତା ଆଭିମୁଖ୍ୟ ସହିତ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଛନ୍ତି; ଯାହା ସାମାଜିକ ନ୍ୟାୟ ସୁନିଶ୍ଚିତ କରିବାରେ ସାହାଯ୍ୟ କରିବା ସହିତ ଭେଦଭାବକୁ ରୋକିଥାଏସେବା ଯୋଗାଣରେ ଆପଣମାନେ ସ୍ପିଡ୍ ବ୍ରେକର ହେବେ ନା ସୁପରଫାଷ୍ଟ ହାଇୱେ ହେବେ, ତାହା…
Read More...

ଦିବ୍ୟ କଳା ମେଳା ଓ ଦିବ୍ୟ କଳା ଶକ୍ତି କାର୍ଯ୍ୟକ୍ରମ ଉଦ୍‌ଯାପିତ

ଭୁବନେଶ୍ୱର, (ପିଆଇବି) : ଦିବ୍ୟାଙ୍ଗ ଉଦ୍ୟୋଗୀ ଓ କଳାକାରଙ୍କ ସଶକ୍ତୀକରଣ ପ୍ରୟାସକୁ ଜାରି ରଖିବା ଉଦ୍ଦେଶ୍ୟରେ ଗତ ଜୁଲାଇ ୫ରୁ ୧୧ ତାରିଖ ପର୍ଯ୍ୟନ୍ତ କିଟ କ୍ୟାମ୍ପସ, ଭୁବନେଶ୍ୱରଠାରେ ଦିବ୍ୟ କଳା ମେଳା ଓ ଦିବ୍ୟ କଳା ଶକ୍ତି କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଭାରତ ସରକାରଙ୍କ…
Read More...

୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ସିଜିଏସ୍‌ଟି ଓ କେନ୍ଦ୍ରୀୟ ଅବକାରୀ ବିଭାଗର ଅଧୀକ୍ଷକଙ୍କୁ ଗିରଫ କଲା ସିବିଆଇ

ଭୁବନେଶ୍ୱର, (ପିଆଇବି) : ଜିଏସ୍‌ଟି ଫେରସ୍ତ କରିବା ବଦଳରେ ଜନୈକ ଅଭିଯୋଗକାରୀଙ୍କଠାରୁ ୧୫,୦୦୦/- ଟଙ୍କା ଲାଞ୍ଚ ନେଉଥିବା ବେଳେ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର କେନ୍ଦ୍ରୀୟ ଜିଏସ୍‌ଟି ଏବଂ କେନ୍ଦ୍ରୀୟ ଅବକାରୀ ଅଧୀକ୍ଷକ ମନୋଜ କୁମାର ସୁବୁଦ୍ଧିଙ୍କୁ ସିବିଆଇ ଗିରଫ କରିଛି । ବ୍ରହ୍ମପୁରର…
Read More...

ନିଜେ ଅଭିଯୋଗକାରୀ ହିଁ ମୁଖ୍ୟ ଅଭିଯୁକ୍ତ

ଅସୁରମୁଣ୍ଡାରେ ଯୁବତୀଙ୍କୁ ବାରମ୍ବାର ଦୁଷ୍କର୍ମ ସହ ୪ମାସର ଗର୍ଭବତୀ କରି ପଡ଼ୋଶୀ ବୃଦ୍ଧ ଗିରଫ, କୋର୍ଟ ଚାଲାଣ, ଜେଲ ଗଲେ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଜଣେ ୨୨ ବର୍ଷୀୟା ଯୁବତୀ ତାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଫସାଇବା ସହ ସମାଜରେ ବଦନାମ କରିବାକୁ ଚେଷ୍ଟା କରୁଛି ବୋଲି ଜଣେ ୬୦…
Read More...

୩୯୦ ଲିଟର ଦେଶୀ ମଦ ଜବତ କଲା ପୋଲିସ : ଜଣେ ଗିରଫ

ଭୁବନେଶ୍ଵର : ରାଜଧାନୀରେ ଚାଲିଛି ବେଆଇନ ଦେଶୀ ମଦ ବିକ୍ରି ଓ ଚାଲାଣ । ବେଆଇନ ଦେଶୀ ମଦ ବିକ୍ରି ଓ ଚାଲାଣ ଅଭିଯୋଗରେ ନନ୍ଦନକାନନ ପୁଲିସ ଜଣେ ମଦ ବେପାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୂଚନା ଅନୁସାରେ, ବିଶ୍ଵସ୍ତ ସୂତ୍ରରୁ ସୂଚନା ଆଧାରରେ ନନ୍ଦନକାନନ ଥାନାଧିକାରୀଙ୍କ ନିର୍ଦ୍ଦେଶ…
Read More...

ଯୋଖିପାଲି ରଥଯାତ୍ରାର ନିଆରା ପରମ୍ପରା :୧୦ ଦିନ ପର୍ଯ୍ୟନ୍ତ ରଥାରୁଢ଼ ହୁଅନ୍ତି ତିନି ଠାକୁର

ପଦ୍ମପୁର, (ନିରୋଜ କୁମାର ପାଣୀ) : ଜଗନ୍ନାଥ ସ୍ୱାମୀ ନୟନ ପଥଗାମୀ ଭବ ତୁମେ! ପ୍ରଭୂ ଜଗନ୍ନାଥଙ୍କ ଲୀଳା ସବୁଠାରୁ ନିଆରା । ଆଷାଢ଼ ମାସ ଶୁକ୍ଳପକ୍ଷ ଦ୍ଵିତୀୟା ଦିନ ପ୍ରଭୁ ଜଗନ୍ନାଥ ତାଙ୍କ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କ ସହ ଶ୍ରୀଗୁଣ୍ଡିଚା ମନ୍ଦିରକୁ ରଥରେ ଯାଇଥାନ୍ତି । ପୁରୀ…
Read More...

କେରାରେ ସବୁଜ ସଂଘ କଳାନିକେତନ ଦ୍ୱାରା ଓଡ଼ିଆ ନାଟକ ମଞ୍ଚସ୍ଥ

ରାଉରକେଲା, (ସସ୍ମିତା ପ୍ରଧାନ) : ଦୀର୍ଘ ଅଣଚାଶ ବର୍ଷ ଧରି ବିଚ୍ଛିନ୍ନାଞ୍ଚଳ ସିଂହଭୂମିର କେରାରେ ଓଡ଼ିଆ ଭାଷା ସହିତ କଳା ସଂସ୍କୃତିକୁ ବଞ୍ଚାଇ ରଖିବାକୁ ଶତଚେଷ୍ଟିତ ଅଛି 'ସବୁଜ ସଂଘ କଳାନିକେତନ କେରା । ପବିତ୍ର ରଥଯାତ୍ରା ବିପତ୍ତାରିଣୀ ବ୍ରତ ଉପଲକ୍ଷେ ଗତ ମଙ୍ଗଳବାର ଇଂରାଜୀ ତାରିଖ…
Read More...

ମ୍ୟୁଜିକ୍‌ ସେଲିବ୍ରେସନ୍‌ ତରଫରୁ ହାଲୁଆ ବଣ୍ଟନ

ରାଉରକେଲା, (ସସ୍ମିତା ପ୍ରଧାନ) : ପବିତ୍ର ରଥଯାତ୍ରା ଉପଲକ୍ଷେ ସହରର ଅନ୍ୟତମ ସଂଗୀତ ଅନୁଷ୍ଠାନ ମ୍ୟୁଜିକ୍‌ ସେଲିବ୍ରେସନ୍‌ ତରଫରୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିବାକୁ ଆସୁଥିବା ଭକ୍ତମାନଙ୍କ ମଧ୍ୟରେ ହାଲୁଆ ବଣ୍ଟନ କରିଥିଲେ । ଅନୁଷ୍ଠାନର ଅଧ୍ୟକ୍ଷ ହିମାଂଶୁ ମହାନ୍ତିଙ୍କ…
Read More...