କଣ୍ଟାବାଞ୍ଜି ବିଧାୟକ ବଙ୍ଗୋମୁଣ୍ଡା ବ୍ଲକର ବିଭିନ୍ନ ଗାଁ ବୁଲି ଲୋକଙ୍କ ସମସ୍ୟା ବୁଝିଲେ
କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀ ବଙ୍ଗୋମୁଣ୍ଡା ବ୍ଲକର ବିଭିନ୍ନ ଗାଁକୁ ଗୁରୁବାର ଦିନ ବିଧାୟକ ଲକ୍ଷ୍ମଣ ବାଗ ଗସ୍ତ କରି ଲୋକଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଛନ୍ତି । ବିଧାୟକ ଶ୍ରୀ ବାଗ ମାକ୍ରିପଡା, ଲେବେଡା ଗାଁରେ!-->…
Read More...
Read More...