Yearly Archives

2024

ଚୁଡାପାଲିରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ଚୁଡାପାଲି, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଚୁଡାପାଲିରେ ଆଜି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସ୍ୱାଗତ ସମ୍ୱର୍ଦ୍ଧନା ପ୍ରଦାନ କରାଯାଇଛି । ପୂର୍ବାହ୍ନ ୮.୪୫ ସମୟରେ ଗ୍ରାମର ମୁଖ୍ୟ ରାସ୍ତା ପାଶ୍ୱରେ ଓଡ଼ିଆ ପରମ୍ପରା ମୁତାବକ ପାଦ ପ୍ରକ୍ଷାଳନ,…
Read More...

ନୋବେଲ୍‌ ବିଜେତା ମିଃ ଆଣ୍ଟୋନ ଜେଲିଙ୍ଗରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୋବେଲ୍‌ ବିଜେତା ତଥା ଅଷ୍ଟ୍ରିଆର ପ୍ରସିଦ୍ଧ ପଦାର୍ଥ ବିଜ୍ଞାନୀ ମିଃ ଆଣ୍ଟୋନ ଜେଲିଙ୍ଗରଙ୍କୁ ସାକ୍ଷାତ କରିଛନ୍ତି । ଜେଲିଙ୍ଗର କ୍ୱାଣ୍ଟମ ମେକାନିକ୍ସ ଉପରେ ତାଙ୍କ କାର୍ଯ୍ୟ ପାଇଁ ପ୍ରସିଦ୍ଧ ଏବଂ ୨୦୨୨ରେ ପଦାର୍ଥ ବିଜ୍ଞାନ ପାଇଁ…
Read More...

ଅଷ୍ଟ୍ରୀୟ ଇଣ୍ଡୋଲୋଜିଷ୍ଟଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୪ ଜଣ ଅଗ୍ରଣୀ ଅଷ୍ଟ୍ରୀୟ ଇଣ୍ଡୋଲୋଜିଷ୍ଟ (ଭାରତୀୟ ଭାଷା, ସାହିତ୍ୟ ଓ ସଂସ୍କୃତି ଗବେଷକ) ଏବଂ ଭାରତୀୟ ଇତିହାସ ଓ ବିଚାରଧାରାର ବିଦ୍ୱାନଙ୍କୁ ଭେଟିଛନ୍ତି । ସେ ବୌଦ୍ଧ ଦର୍ଶନର ପଣ୍ଡିତ ତଥା ଭାଷାବିତ୍ ଡକ୍ଟର ବିର୍ଗିତ କେଲନର;…
Read More...

ଗାଇସିଲେଟରେ ସମ୍ବର୍ଦ୍ଧିତ ହେଲେ ନବନିର୍ବାଚିତ ସାଂସଦ ଓ ବିଧାୟକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଲୋକସଭା ନିର୍ବାଚନ ମଣ୍ଡଳୀର ନବନିର୍ବାଚିତ ସାଂସଦ ପ୍ରଦୀପ ପୁରୋହିତ ଓ ବିଜେପୁର ନିର୍ବାଚନ ମଣ୍ଡଳୀର ବିଧାୟକ ସନତ ଗଡତିଆଙ୍କୁ ଗାଇସିଲେଟ ବ୍ଲକରେ ଭାରତୀୟ ଜନତା ପାର୍ଟି ଗାଇସିଲେଟ, ବ୍ଲକ ପ୍ରଶାସନ, ନାଗରିକ କମିଟି, ୟୁଥ କ୍ଲବ, ବରିଷ୍ଠ ନାଗରିକ…
Read More...

ଅଧାରୁ ପାଠପଢ଼ା ଛାଡି ଦାଦନ ଖଟିବାକୁ ବାହାରକୁ ଯାଉଥିବା ଯୁବକ, ଯୁବତୀ ମାନଙ୍କ ତାଲିକା ପ୍ରସ୍ତୁତ କର : ସାଂସଦ ଡ.…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ପଞ୍ଚାୟତ ସମିତିର ଅଷ୍ଟମ ବୈଠକ ଅଧ୍ୟକ୍ଷା ଶ୍ରୀମତୀ କୀରଣ କୁମାରୀ ଦାସଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମପୁର ସାଂସଦ ଡକ୍ଟର ପ୍ରଦୀପ ପାଣିଗ୍ରାହୀ, ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଉପାଧ୍ୟକ୍ଷା ଏସ୍‌. ଶାରଦା…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : କ୍ୟାବିନେଟ୍‌ରେ ୫-ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ କ୍ୟାବିନେଟ୍‌ର ଦ୍ୱିତୀୟ ବୈଠକରେ ଅଧ୍ୟକ୍ଷତା କରି ଏଥିରେ ଗ୍ରହଣ କରାଯାଇଥିବା ୫ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ବିଷୟରେ ଘୋଷଣା କରିଛନ୍ତି । ବୈଠକରେ କୃଷି ଓ କୃଷକର ସର୍ବାଙ୍ଗୀନ ଉନ୍ନତି, ଶ୍ରମିକଙ୍କ ଜୀବନ ଜୀବିକାର ଉନ୍ନତି, ଓଡ଼ିଆ…
Read More...

ସୁବର୍ଣ୍ଣ ଦୀପର ରଥଯାତ୍ରା ସଂଖ୍ୟା ଲୋକାର୍ପିତ

ବରଗଡ, (ନିରୋଜ କୁମାର ପାଣୀ) : ସ୍ଥାନୀୟ ରାଣାପ୍ରତାପ ସ୍କୁଲ ପରିସରରେ ଯୁଗୋପଯୋଗୀ ଶିଶୁ କିଶୋର ସାହିତ୍ୟ ପତ୍ରିକା ସୁବର୍ଣ୍ଣ ଦୀପର ରଥଯାତ୍ରା ସଂଖ୍ୟା ଲୋକାର୍ପିତ ହୋଇଯାଇଛି । ବିଦ୍ୟାଳୟର ଭାରତୀ ଶିଶୁ ସାହିତ୍ୟ ସଂସଦର ସମ୍ପାଦିକା ଅଶ୍ଲେଷା ମହାନନ୍ଦଙ୍କ ସଂଯୋଜନାରେ ଅନୁଷ୍ଟିତ ଏହି…
Read More...

ବିଶ୍ୱ ଜନସଂଖ୍ୟା ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଜନସଂଖ୍ୟା ନିୟନ୍ତ୍ରଣଙ୍କ ସମେତ ବିଶ୍ୱର ଜନସଂଖ୍ୟା ପ୍ରସଙ୍ଗକୁ ଆଲୋକିତ କରିବା ପାଇଁ ପ୍ରତିବର୍ଷ ଜୁଲାଇ ୧୧ରେ 'ବିଶ୍ୱ ଜନସଂଖ୍ୟା ଦିବସ' ପାଳନ କରାଯାଏ । ମିଳିତ ଜାତିସଂଘ ଅନୁଯାୟୀ, ବଢୁଥିବା ଜନସଂଖ୍ୟାରେ ଇକୋଲୋଜିକାଲ୍‌ କାର୍ବନ ଫୁଟ୍‌ ପ୍ରିଣ୍ଟ…
Read More...

ପ୍ରଗତି ଉତ୍କଳ ସଂଘର ମେଘମହ୍ଲାର ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ପ୍ରଗତି ଉତ୍କଳ ସଂଘ ତରଫରୁ ବର୍ଷା ଭିତ୍ତିକ କବିତା ଆସର ମେଘମହ୍ଲାର ସଂଘ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଂଘର ଉପସଭାପତି ରଶ୍ମିରଞ୍ଜନ ବୋଇତାଇଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ଘନଶ୍ୟାମ ଧଳଙ୍କ ଆବାହକତ୍ଵ ତଥା…
Read More...

ଜିଲ୍ଲାରେ ଅଣସଂକ୍ରାମକ ରୋଗର ପ୍ରତିରୋଧ, ମାନସିକ ସ୍ୱାସ୍ଥ୍ୟ ଏବଂ ତମ୍ବାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ସମ୍ବନ୍ଧୀୟ…

କଳାହାଣ୍ଡି, (ପି. କେ. ସାହୁ) : ସଂଧ୍ୟା ୬ଟଶ ସମୟରେ ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାରେ ଅଣସଂକ୍ରାମକ ରୋଗର ପ୍ରତିରୋଧ, ମାନସିକ ସ୍ୱାସ୍ଥ୍ୟର ସ୍ଥିତି ଏବଂ ତମ୍ବାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ଉପରେ ଏକ ବିଶେଷ…
Read More...