Yearly Archives

2024

ଜ୍ଞାନଜ୍ୟୋତି ପବ୍ଲିକ ସ୍କୁଲରେ ବନ ମହୋତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୯ ସ୍ଥିତ ଜ୍ଞାନଜ୍ୟୋତି ପବ୍ଲିକ ସ୍କୁଲରେ ସପ୍ତାହବ୍ୟାପି ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପିଲାଙ୍କ ମଧ୍ୟରେ କୁଇଜ୍‌, ପ୍ରବନ୍ଧ, ରଚନା, ଚିତ୍ରାଙ୍କନ ପ୍ରଭୃତି ପତିଯୋଗିତା ଅନୁଷ୍ଠିତ ହୋଇଥିଲା । ଉଦ୍‌ଯାପନୀ ଉତ୍ସବରେ…
Read More...

ଡ. ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ଜନ୍ମ ଦିବସ ପାଳନ କଲା ବିଜେପି

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଜନସଂଘର କର୍ଣ୍ଣଧାର ତଥା ପ୍ରତିଷ୍ଠାତା ଡ. ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ଜନ୍ମତିଥିକୁ ସମଗ୍ର ଦେଶରେ ପାଳନ କରାଯାଇଛି । ଏହି ଅବସରରେ ବିଜେପି ଜିଲ୍ଲା କାର୍ଯ୍ୟାଳୟରେ ଜିଲ୍ଲା ସଭାନେତ୍ରୀ ଲତିକା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଜନ୍ମଦିବସ ପାଳନ…
Read More...

ଜୁଏଲ୍‌ ଓ ଦୁର୍ଗା ତନ୍ତୀଙ୍କୁ ସମ୍ବର୍ଦ୍ଧନା ଓ ମତଦାତାଙ୍କୁ ଅଭିନନ୍ଦନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଷ୍ଟିଲ୍‌ ଟାଉନ୍‌ସିପ୍‌ ସ୍ଥିତ ସେକ୍ଟର-୧୮, ଉପହାର ଠାରେ ବିଜେପି ତରଫରୁ ନାଗରିକ ସମ୍ବର୍ଦ୍ଧନା ଓ ମତଦାତା ଅଭିନନ୍ଦନ ସମାରୋହ ଜିଲ୍ଲା ସଭାନେତ୍ରୀ ଲତିକା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । କେନ୍ଦ୍ର ଆଦିବାସୀ ବ୍ୟାପାର…
Read More...

ବାଣିଜ୍ୟ ଓ ପରିଚାଳନା କ୍ଷେତ୍ରରେ ନୂତନ ସମ୍ଭାବନା ସମ୍ପର୍କୀତ ଦୁଇଦିନିଆ ଆନ୍ତର୍ଜାତୀୟ ଆଲୋଚନା ଚକ୍ର ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲାର ସ୍ନାତକୋତ୍ତର ବାଣିଜ୍ୟ ବିଭାଗ ପକ୍ଷରୁ ‘ବାଣିଜ୍ୟ ଓ ପରିଚାଳନା କ୍ଷେତ୍ରରେ ନୂତନ ସମ୍ଭାବନା’ ଶୀର୍ଷକ ଦୁଇଦିନିଆ ଆନ୍ତର୍ଜାତୀୟ ଆଲୋଚନାଚକ୍ର ଉଦ୍‌ଯାପିତ ହୋଇଯାଇଛି । ଜୁଲାଇ ୪ ଓ ୫ ଦୁଇଦିନ ଧରି ଆୟୋଜିତ…
Read More...

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ବନ ମହୋତ୍ସବ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାରା ରାଜ୍ୟରେ ଜୁଲାଇ ମାସ ପ୍ରଥମ ସପ୍ତାହରେ ପାଳନ ହେଉଛି ବନ ମହୋତ୍ସବ । ପରିବେଶକୁ ସବୁଜିମାରେ ଭରିଦେବା ସହିତ ଅଧିକରୁ ଅଧିକ ବୃକ୍ଷରୋପଣ କରିବା ହେଉଛି ଏହି ମହୋତ୍ସବ ପାଳନର ଉଦ୍ଦେଶ୍ୟ । ଏହି କ୍ରମରେ ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲା…
Read More...

ଫକୀର ଚରଣ ପାଢ଼ୀଙ୍କ ପୁସ୍ତକ ‘ଅସୀମର ରଙ୍ଗ ନୀଳ’ ଲୋକାର୍ପିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ବର୍ଷିଆନ ସାରସ୍ୱତ ସାଧକ ପଚାଶ ଖଣ୍ଡ ପୁସ୍ତକର ସ୍ରଷ୍ଟା ତଥା ସାହିତ୍ୟର ସମସ୍ତ ବିଭାଗରେ ଲେଖନୀ ଚାଳନା କରିଆସୁଥିବା ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ବୋଳକଣା ଗ୍ରାମର ଫକୀର ଚରଣ ପାଢ଼ୀଙ୍କ ପୁସ୍ତକ 'ଅସୀମର ରଙ୍ଗ ନୀଳ' ଗୋପବନ୍ଧୁଙ୍କ…
Read More...

ଐତିହାସିକ ରାଜଧର୍ମ ପରମ୍ପରା ସମ୍ପନ୍ନ ଛତ୍ରପୁରର ନିଆରା ରଥଯାତ୍ରା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ଐତିହାସିକ ରାଜଧର୍ମ ପରମ୍ପରା ଅକ୍ଷୁର୍ଣ୍ଣ ରହିଥିବା ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ରଥଯାତ୍ରା ବର୍ଣ୍ଣାଢ଼୍ୟ ସମାରୋହରେ ସମାହିତ ହୋଇଯାଇଛି । ପ୍ରକାଶ ଥାଉକି, ଯେ' ଛତ୍ରପୁର ତାଡେପଲ୍ଲୀ ସାହିସ୍ଥ ରାଜାଘର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ…
Read More...

ଅବସରପ୍ରାପ୍ତ ପୋଷ୍ଟ ମାଷ୍ଟର ଘାସିରାମ ଦାସଙ୍କ ପରଲୋକ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଅବସରପ୍ରାପ୍ତ ପୋଷ୍ଟ ମାଷ୍ଟର ଘାସିରାମ ଦାସ(୮୬)ଙ୍କ ପରଲୋକ ହୋଇଯାଇଛି । ଗତକାଲି ଶନିବାର ତାଙ୍କ ନିଜ ଘର ଗୋବିନ୍ଦ ପାଲିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ । ଅବିଭକ୍ତ ସମ୍ବଲପୁର ଜିଲ୍ଲାର ଜଣେ ଦକ୍ଷ ପୋଷ୍ଟ ମାଷ୍ଟର ଭାବରେ ତାଙ୍କର ବେଶ ଖ୍ୟାତି…
Read More...

ନୃସିଂହନାଥ ରଥଯାତ୍ରାରେ ବରଗଡ ସାଂସଦ ପ୍ରଦୀପ ପୁରୋହିତ ଛେରା ପହରା କଲେ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ନୃସିଂହନାଥ ମନ୍ଦିରରେ ରବିବାର ଭକ୍ତ ମାନଙ୍କର ପ୍ରବଳ ଭିଡ ହୋଇଥିଲା । ତିନି ଠାକୁର ମାନଙ୍କୁ ବ୍ରଜ୍ଝହ୍ମଣ ସମାଜର କର୍ମକର୍ତ୍ତା ମାନେ ନୂତନ ବସ୍ତ୍ର ପିନ୍ଧାଇ ବେଶଭୁଷା କରି ଫୁଲ ଚନ୍ଦନ ତୁଳସୀ ମାଳା ସହ…
Read More...

ବେଲପଡାରେ ‘ଏକ ପେଡ୍‌ ମାଁ କେ ନାମ’ କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଙ୍ଗୋମୁଣ୍ଡା ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡା ପିଏଚ୍‌ସି ଠାରେ 'ଏକ ପେଡ୍‌ ମାଁ କେ ନାମ' କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମେଡିକାଲ୍‌ ଅଫିସର ଡାକ୍ତର ଅମିର ମେହେର, ସମ୍ମାନିତ ଅତିଥି ଭାବରେ ଡାକ୍ତର ବିଶ୍ୱମ୍ଭର ମେହେର ଓ ଉଦ୍ୟାନ ବିଭାଗର…
Read More...