ସୁଶୀଳାବତୀ ସରକାରୀ ମହିଳା ମହାବିଦ୍ୟାଳୟରେ ବନ ମହୋତ୍ସବ
ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨ ସ୍ଥିତ ସୁଶୀଳାବତୀ ସରକାରୀ ମହିଳା ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ତରଫରୁ ବନ ମହୋତ୍ସବ କାର୍ଯ୍ୟକ୍ରମ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଜାତୀୟ ସେବା ଯୋଜନାର ସଂଯୋଜକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।!-->…
Read More...
Read More...