ଜାତୀୟ ସ୍ତରୀୟ ପରବ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
କୋରାପୁଟ, (ସୁନାମ ହନ୍ତାଳ) : କୋରାପୁଟ ନୂତନ ପରବ ପଡ଼ିଆରେ ଜାତୀୟ ସ୍ତରୀୟ ଲୋକ ମହୋତ୍ସବ ପରବ ଉଦ୍ଘାଟିତ ହୋଇଯାଇଛି । ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଉତ୍ସବକୁ ଉଦ୍ଘାଟନ କରିଥିଲେ । ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ଯୋଗଦେଇ ଆଜି ଜିଲ୍ଲା!-->…
Read More...
Read More...