Yearly Archives

2024

ଲୋଇସିଂହା ବ୍ଲକରେ ନକଲି ଧାନ ବିହନ ଯୋଗାଣ ଅଭିଯୋଗ : କ୍ଷେତ୍ର ପରିଦର୍ଶନ କଲେ କୃଷି ଅଧିକାରୀ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକର ବାଦିମୁଣ୍ଡା, ଗୁର୍ଜିଭଟା, ଭାଲିଆମୁଣ୍ଡା, ବିଶାଳପାଲି ତଥା ବିଭିନ୍ନ ସ୍ଥାନରେ ଥିବା ଡିଲରମାନଙ୍କ ଠାରୁ ଚାଷୀମାନେ ନେଇଥିବା ଧାନ ବିହନ ଗଜା ହେଉନାହିଁ । ଏନେଇ ଚାଷୀମାନେ କୃଷି ବିଭାଗ ନିକଟରେ ଅଭିଯୋଗ କରିବା ପରେ ବିଭାଗ ପକ୍ଷରୁ…
Read More...

ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’ ଓଡିଶାରେ କାର୍ଯ୍ୟକାରୀ ହେବ

ଭୁବନେଶ୍ୱର : ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’କୁ ଓଡିଶାରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ ଲକ୍ଷ୍ୟ…
Read More...

ପୂର୍ବତଟ ରେଳପଥ ଦ୍ୱାରା ରଥଯାତ୍ରା ପାଇଁ ବିସ୍ତୃତ ବ୍ୟବସ୍ଥା

ରଥଯାତ୍ରା ସମୟରେ ଅତିରିକ୍ତ ଉନ୍ନତ ଯାତ୍ରୀ ସୁବିଧା ଯୋଗାଇ ଦିଆଯିବ ।୧୫ ହଜାର ତୀର୍ଥଯାତ୍ରୀଙ୍କୁ ରହିବା ପାଇଁ ତୀର୍ଥଯାତ୍ରୀ ଅପେକ୍ଷା କ୍ଷେତ୍ର / ଶେଡର ବ୍ୟବସ୍ଥା ।ଏଆଇ ଆଧାରିତ ଗତିଶୀଳ ସିଡ୍ୟୁଲିଂ ସିଷ୍ଟମ ବ୍ୟବହାର କରି ସ୍ୱତନ୍ତ୍ର ଟ୍ରେନ୍ ମଧ୍ୟ ଚାଲିବ ।୧୫ ଲକ୍ଷ ଭକ୍ତଙ୍କୁ ଯାତ୍ରା…
Read More...

କରକଚିଆ ନର୍ସରୀରେ ବନ ମହୋତ୍ସବ ଅନୁଷ୍ଠିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବନାଞ୍ଚଳ ଅନ୍ତର୍ଗତ ଲୋଇସିଂହା ସେକ୍ସନର କରକଚିଆ ନର୍ସରୀ ଠାରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଲୋଇସିଂହା ବନାଞ୍ଚଳ ଅଧିକାରୀ ପାଉଲ୍ ହରପାଲ ଏବଂ ଫରେଷ୍ଟର ବାବୁଲା ଦାସଙ୍କ ଉପସ୍ଥିତିରେ ବିଡ଼ିଓ ଅକ୍ଷୟ ପାଣି ଉଡୁ, ବ୍ଲକ ସହକାରୀ ଯନ୍ତ୍ରୀ…
Read More...

ଲୋଇସିଂହା କଲେଜରେ ରକ୍ତ ଶିକୁଳି ରକ୍ତହୀନତା ସଚେତନତା ଶିବିର ଉଦ୍‌ଯାପିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ମହାବିଦ୍ୟାଳୟରେ ରକ୍ତ ଶିକୁଳି ରକ୍ତହୀନତା ସଚେତନତା ଶିବିର ଗୁରୁବାର ଉଦ୍‌ଯାପିତ ହୋଇଯାଇଛି । ଗତ ମାସ ୧୯ ତାରିଖରୁ ଦୁଇ ସପ୍ତାହ ବ୍ୟାପୀ ଏହି ଶିବିର ଅନୁଷ୍ଠିତ ହୋଇଥିଲା । କଲେଜର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ…
Read More...

ଲୋକସେବା ଭବନରେ କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବିକାଶ ସହିତ ସାଂସ୍କୃତିକ ପ୍ରଗତିକୁ ମଧ୍ୟ ଗୁରୁତ୍ୱ ଦିଆଯିବ - ମୁଖ୍ୟମନ୍ତ୍ରୀଓଡିଆ ଭାଷାରେ ନଥି ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନସ୍ଥିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରବେଶ କରି ସରକାରୀ କାର୍ଯ୍ୟ ଆରମ୍ଭ…
Read More...

ବଲାଙ୍ଗିର ଇସାବ୍‌ ବ୍ୟାଙ୍କରେ ଡକାୟତି ଉଦ୍ୟମ ବେଳେ ଧରାପଡ଼ିଲା ଦୁର୍ବୃତ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଗାନ୍ଧୀନଗରପଡ଼ାରେ ଥିବା ଇସାବ୍‌ ବ୍ୟାଙ୍କରେ ଡକାୟତି ଉଦ୍ୟମ ବେଳେ କର୍ମଚାରୀମାନେ କାବୁ କରିଛନ୍ତି ଜଣେ ଦୁର୍ବୃତ୍ତଙ୍କୁ । ଏଭଳି ଏକ ଘଟଣା ଘଟିଛି ଆଜି ଅପରାହ୍ନରେ ବଲାଙ୍ଗିର ସହରରେ । ଘଟଣା ସାରା ଅଂଚଳରେ ଚହଳ ସୃଷ୍ଟି କରିଛି । ଘଟଣାସ୍ଥଳରେ…
Read More...

ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକଙ୍କ ପଦ୍ମପୁର ଉପଖଣ୍ଡ ଦିନିକିଆ ଗସ୍ତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡକୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପ ନିର୍ଦ୍ଧେଶିକା ଶ୍ରୀମତୀ କଲ୍ୟାଣୀ ଦାସ ଆଜି ଦିନିକିଆ ଗସ୍ତରେ ଆସିଥିଲେ । ଆଜି ଉପଖଣ୍ଡ ପଦ୍ମପୁର ସୂଚନା ଓ ଲୋକ ସମ୍ପର୍କ ବିଭାଗର କାର୍ଯ୍ୟାଳୟରେ ପହଞ୍ଚଥିଲେ । ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ…
Read More...

ବାଣିଜ୍ୟ ଓ ପରିଚାଳନା କ୍ଷେତ୍ରରେ ନୂତନ ସମ୍ଭାବନା ସମ୍ପର୍କିତ ଆନ୍ତର୍ଜାତୀୟ ଆଲୋଚନା ଚକ୍ର ଉଦ୍‌ଘାଟିତ

ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତିଙ୍କ ଦ୍ୱାରା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲାରେ ଦୁଇଦିନିଆ ଆନ୍ତର୍ଜାତୀୟ ଆଲୋଚନାଚକ୍ର ଉଦ୍‌ଘାଟିତ ରାଉରକେଲା, (ସସ୍ମିତା ପ୍ରଧାନ) : ସାମ୍ପ୍ରତିକ ସମୟରେ ଆମ ଦେଶ ଭାରତ ଦ୍ରୁତ ଗତିରେ ବିଭିନ୍ନ କ୍ଷେତ୍ରରେ ଆଗେଇବାରେ ଲାଗିଛି । ଏଥିରୁ…
Read More...

ତେନ୍ତୁଳିଖୁଣ୍ଟିରେ ୭୫ତମ ବନମହୋତ୍ସବ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ତେନ୍ତୁଳିଖୁଣ୍ଟି ଗ୍ରାମରେ ଜଙ୍ଗଲ, ପରିବେଶ ଓ଼ ଜଳବାୟୁ ପରିବର୍ତ୍ତନ ବିଭାଗ, ଓଡିଶା ସରକାରଙ୍କ ବଲାଙ୍ଗିର ବନଖଣ୍ଡ ଓ଼ ମୁରିବାହାଲ ବନାଞ୍ଚଳ ଆନୁକୂଲ୍ୟରେ ୭୫ତମ ବନମହୋତ୍ସବ ପାଳିତ ହୋଇଯାଇଛି ।…
Read More...