Yearly Archives

2024

ଜାତୀୟ ଯୁବ ଉତ୍ସବ – ୨୦୨୫ ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜାତୀୟ ଯୁବ ଉତ୍ସବ - ୨୦୨୫ ନିମନ୍ତେ ଓଡିଶା ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଜିଲ୍ଲା ସସ୍କୃତି ପରିଷଦ, ବଲାଙ୍ଗିର ଆନୁକୂଲ୍ୟରେ ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ଯୁବ ଉତ୍ସବ ତଥା ବିଭିନ୍ନ
Read More...

ବଲାଙ୍ଗିରରେ ଚତୁର୍ଥ ରାଷ୍ଟ୍ରିୟ ଲୋକ ଅଦାଲତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ନ୍ୟାୟାଳୟ ସମେତ, ଜିଲ୍ଲାରେ ଥିବା ସମସ୍ତ ତାଲୁକ ସ୍ତରରେ ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଏହି ଲୋକ ଅଦାଲତରେ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ନ୍ୟାୟାଳୟର, ଜିଲ୍ଲା ନ୍ୟାୟାଧିଶ ଡ. ପବିତ୍ର ମୋହନ
Read More...

ବିଲେଇସର୍ଡା କଲେଜର ବାର୍ଷିକ କ୍ରୀଡା ଉଦ୍‌ଯାପିତ

"ଖେଳରୁ ଶୃଙ୍ଖଳାବୋଧ ଶିକ୍ଷା କରାଯାଏ " ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡ଼ା କଲେଜର ବାର୍ଷିକ କ୍ରୀଡା ଉଦ୍‌ଯାପିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ପୁରୁଷୋତ୍ତମ ଭଞ୍ଜ ଏହି କ୍ରୀଡା ଉତ୍ସବକୁ ଉଦ୍‌ଘାଟନ କରି ନିଜ ବକ୍ତବ୍ୟରେ କ୍ରୀଡା ମାଧ୍ୟମରେ ଶରୀର
Read More...

ବିଜେଡ଼ି ନେତୃ ବୃନ୍ଦଙ୍କ ମୁରିବାହାଲ ବ୍ଲକ ଗୁଡିଘାଟ ମଣ୍ଡି ପରିଦର୍ଶନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : କଣ୍ଟାବାଞ୍ଜିର ବରିଷ୍ଠ ବିଜେଡି ନେତା ଅଜୟ ଦାସଙ୍କ ନେତୃତ୍ଵରେ ବିଜେଡ଼ି ନେତୃବୃନ୍ଦଙ୍କ ଏକ ପ୍ରତିନିଧି ଦଳ ଆଜି ମୁରିବାହାଲ ବ୍ଲକ ଗୁଡ଼ିଘାଟ ଧାନ ମଣ୍ଡି ପରିଦର୍ଶନ କରିଥିଲେ । ଏହି ସମୟରେ ଗୁଡିଘାଟ ପ୍ରାଥମିକ ସେବା ସମବାୟ ସମିତି ସଭପତି ଶେଷଦେବ
Read More...

ମୁରିବାହାଲ ଡ଼ିଗ୍ରୀ କଲେଜର ଛାତ୍ର ପ୍ରୀତମ ବଘାର ନୂଆଦିଲ୍ଲୀ ଗଣତନ୍ତ୍ର ଦିବସ ପ୍ୟାରେଡ ପାଇଁ ମନୋନୀତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲ‍ାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନାର ସ୍ୱେଚ୍ଛାସେବୀ ତଥା ରାଜନୀତି ବିଜ୍ଞାନର ଛାତ୍ର ପ୍ରୀତମ ବଘାର ଦିଲ୍ଲୀ ରାଜପଥରେ ଅନୁଷ୍ଠିତ ହେବାକୁ ଯାଉଥିବା ଗଣତନ୍ତ୍ର ଦିବସ ପ୍ୟାରେଡ୍ ପାଇଁ ମନୋନୀତ
Read More...

ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶକ୍ତି ସଂରକ୍ଷଣ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶନିବାର ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି । ସକାଳ ସମୟରେ ଶକ୍ତି ସୁରକ୍ଷା ସଚେତନତା ନେଇ ଛାତ୍ରଛାତ୍ରୀଙ୍କ ଏକ ଶୋଭାଯାତ୍ରା ଗ୍ରାମ ପରିକ୍ରମା କରିଥିଲା । ପରେ ଶିକ୍ଷକ
Read More...

ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ପି.ଆର୍‌. ଖେଳ ପଡିଆରେ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସନ୍ତୋଷିନୀ ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଜିଲ୍ଲା ଶାରୀରିକ ଶିକ୍ଷାଧିକାରୀ ପ୍ରଦୀପ କୁମାର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ
Read More...

ବନ୍ଧକମୁକ୍ତ କୃଷି ଋଣ ସୀମାକୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କଲେ ରିଜର୍ଭ ବ୍ୟାଙ୍କ

ଭୁବନେଶ୍ୱର, (ପିଆଇବି) : କୃଷି କ୍ଷେତ୍ରକୁ ସହାୟତା ଓ ବଢିଚାଲିଥିବା ଖର୍ଚ୍ଚର ଭରଣା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ ବନ୍ଧକମୁକ୍ତ କୃଷିଋଣ ସୀମାକୁ ବୃଦ୍ଧି କରିଛନ୍ତି । କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ପାଇଁ ଉଦ୍ଦିଷ୍ଟ ଏହି ଋଣ ସୀମାକୁ ବର୍ତ୍ତମାନର ୧.୬
Read More...

ଜିଙ୍ଗଲ ବେଲ ଇଂଲିଶ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ଜିଙ୍ଗଲ ବେଲ ଇଂଲିଶ ସ୍କୁଲର ୧୯ତମ ବାର୍ଷିକ ଉତ୍ସବ ଶୁକ୍ରବାର ଦିନ ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆର୍‌.ଏସ୍‌.ପି ଶିକ୍ଷା ବିଭାଗର ପ୍ରାକ୍ତନ ଅଧିକାରୀ ସୁରେଶ କୁମାର ଭୋଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେଯେ, ଏ ସଂସାରରେ
Read More...

ଦନ୍ତା ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ଦନ୍ତା ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ । ଏପରି ଏକ ଘଟଣା ଘଟିଛି ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନିୟମଗିରି ପର୍ବତ ପାଖ ଲାଖପଦର ଅଂଚଳରେ । ମୃତକ ଜଣକ ହେଇଛନ୍ତି ଭୌରା କୁତ୍ରୁକା । ସେ ଖଂବେସି ଗାଁରୁ ସନ୍ଧ୍ୟା ସମୟରେ ନିଜ
Read More...