ପ୍ରବଳ ଖରାରେ ଭାଜି ହେଉଛି ଓଡ଼ିଶା
ଭୁବନେଶ୍ୱର : ମୌସୁମୀ ଆଗମନର ୨ ସପ୍ତାହ ଅତିକ୍ରମ କରିଛି । କିନ୍ତୁ ଗ୍ରୀଷ୍ମ ପ୍ରବାହରେ ଲଗାମ ଲାଗୁ ନାହିଁ । ବରଂ ପ୍ରବଳ ଖରା ଓ ଗରମରେ ଓଡ଼ିଶା ଭାଜି ହେଉଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ତାପମାତ୍ରା ଆହୁରି ୩ ଦିନ କଲକଲ କରିବ । ପଶ୍ଚିମ ଓଡ଼ିଶାରେ!-->…
Read More...
Read More...