ବିଧାୟକ, ସାଂସଦ ଓ ମନ୍ତ୍ରୀମାନଙ୍କୁ ଭେଟିଲା ନିଖିଳ ଓଡ଼ିଶା ଅନୁଦାନପ୍ରାପ୍ତ ମହାବିଦ୍ୟାଳୟ ଶିକ୍ଷକ ଓ କର୍ମଚାରୀ ସଂଘ
ଭୁବନେଶ୍ୱର, (କେପିଏନ୍ଏସ୍) : ଓଡ଼ିଶାରେ ବିଜେପି ସରକାର ଆସିବା ପରେ ନୂତନ ମନ୍ତ୍ରୀମଣ୍ଡଳ ଗଠନ ହୋଇସାରିଛି । ଏଥିସହିତ ଗତକାଲି ବିଭାଗ ବଣ୍ଟନ ମଧ୍ୟ ହୋଇସାରିଛି । ଏତିକି ବେଳେ ନିଖିଳ ଓଡ଼ିଶା ଅନୁଦାନପ୍ରାପ୍ତ ମହାବିଦ୍ୟାଳୟ ଶିକ୍ଷକ ଓ କର୍ମଚାରୀ(୪୮୮) ସଂଘ ପକ୍ଷରୁ ଏକ ପ୍ରତିନିଧି ଦଳ!-->…
Read More...
Read More...