ବଜ୍ରାଘାତରେ ୨୦ ଗାଈଗୋରୁ ମୃତ
ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଗତକାଲି ବଳମ୍ବିତ ରାତିରେ ବଡ଼ ଧରଣର ଅଘଟଣ ଘଟିଛି । ଜିଲ୍ଲାର ତଣ୍ଡିକି ପଞ୍ଚାୟତ ଚିଡିପାଲି ଗାଁରେ ବଜ୍ରାଘାତରେ ୨୦ ଗାଈଗୋରୁଙ୍କ ଜୀବନ ଯାଇଛି । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି ।
Read More...
Read More...